Thursday, April 30, 2026 01:10 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଥମ କରୋନା ଆକ୍ରାନ୍ତ

by Our Correspondent
03 Apr, 2020- 01:20 PM
in Latest News, News
1 min read
0
ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଥମ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ସୁସ୍ଥ ହୋଇ ଘରକୁ ଫେରିଛନ୍ତି ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ । ତାଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍ ରିପୋର୍ଟ ଆସିବା ପରେ କ୍ୟାପିଟାଲ୍ ହସ୍ପିଟାଲ୍ ରୁ ଡିସଚାର୍ଜ କରାଯାଇଛି । ଅଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ଏହି ସୂଚନା ଦିଆଯାଇଛି । କ୍ୟାପିଟାଲ୍ ହସ୍ପିଟାଲ୍ ରେ ଚିକିତ୍ସା କରୁଥିବା ଡାକ୍ତର, ନର୍ସ ଏବଂ ଅନ୍ୟ କର୍ମଚାରୀମାନଙ୍କୁ ରାଜ୍ୟ ସରକାର ଧନ୍ୟବାଦ ଜଣାଇଛନ୍ତି ।
ପୂର୍ବରୁ ଏମସ୍ ରେ ଚିକିତ୍ସିତ ହେଉଥିବା ଦ୍ୱିତୀୟ କରୋନା ଆକ୍ରାନ୍ତ ଗତ ୧ ତାରିଖରେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ତାଙ୍କର କୋଭିଡ୍ ରିପୋର୍ଟ ନେଗେଟିଭ୍ ଅସିବା ପରେ ହସ୍ପିଟାଲ୍ ରୁ ଡିସଚାର୍ଜ ହୋଇଥିଲେ । ଏ ପର୍ଯ୍ୟନ୍ତ ରାଜ୍ୟରେ ସମୁଦାୟ ୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ଦୁଇ ଜଣ ଆରୋଗ୍ୟ ହୋଇ ଘରକୁ ଫେରିବା ରାଜ୍ୟ ପାଇଁ ଖୁସି ଖବର ହୋଇଛି ।
ଆଜି କ୍ୟାପିଟାଲ୍ ହସ୍ପିଟାଲ୍ ରୁ ଡିସଚାର୍ଜ ହୋଇଥିବା ପ୍ରଥମ କରୋନା ଆକ୍ରାନ୍ତଙ୍କ ଘର ଭୁବନେଶ୍ୱରର ବରଗଡ଼ ଅଞ୍ଚଳରେ । ୩୧ ବର୍ଷୀୟ ଏହି ଯୁବକ ଇଟାଲୀରେ ଗବେଷଣା କରୁଛନ୍ତି । କରୋନା କବଳରେ ଅଧିକ ପ୍ରଭାବିତ ଇଟାଲୀରୁ ବାହାରି ମାର୍ଚ୍ଚ ୬ ତାରିଖରେ ଦିଲ୍ଲୀରେ ପହଞ୍ଚିଥିଲେ । ମାର୍ଚ୍ଚ ୧୨ ତାରିଖରେ ଟ୍ରେନ୍ ଯୋଗେ ଭୁବନେଶ୍ୱର ଆସିଥିଲେ । ସେହିଦିନ ତାଙ୍କ ଥଣ୍ଡା,ଜ୍ୱର ହୋଇଥିଲା । ପ୍ରଥମେ କଳ୍ପନା ଅଞ୍ଚଳରେ ଥିବା ଏକ ଘରୋଇ କ୍ଲିନିକ୍ ଡାକ୍ତରଙ୍କୁ ଦେଖାଇଥିଲେ । ପରେ କ୍ୟାପିଟାଲ୍ ହସ୍ପିଟାଲ୍ ଆସିଥିଲେ । ୧୬ ତାରିଖରେ ତାଙ୍କର ରକ୍ତ ଓ ସ୍ୱାବ୍ ନମୁନା ପରୀକ୍ଷା କରାଯିବାରୁ ସେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା ।
Previous Post

୪୮ ଘଣ୍ଟା ପାଇଁ ଭୁବନେଶ୍ୱର, ଭଦ୍ରକ ସଟ୍ ଡାଉନ୍ (କର୍ଫ୍ୟୁ)

Next Post

ଚିନ୍ତା ବଢ଼ିଲା: କଟକରୁ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

Next Post
ଚିନ୍ତା ବଢ଼ିଲା: କଟକରୁ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

ଚିନ୍ତା ବଢ଼ିଲା: କଟକରୁ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA