Monday, May 25, 2026 01:09 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସ୍ୱର୍ଗତ ବେଦପ୍ରକାଶଙ୍କ ପତ୍ନୀ ସାବିତ୍ରୀ ପାଟକୁରାରୁ ବିଜେଡ଼ି ପ୍ରାର୍ଥୀ

by Our Correspondent
29 Apr, 2019- 11:15 PM
in Latest News, News, Politics
1 min read
0
ସ୍ୱର୍ଗତ ବେଦପ୍ରକାଶଙ୍କ ପତ୍ନୀ ସାବିତ୍ରୀ ପାଟକୁରାରୁ ବିଜେଡ଼ି ପ୍ରାର୍ଥୀ
ଭୁବନେଶ୍ୱର: ସରିଲା ନିର୍ବାଚନ । ୪ଟି ପର୍ଯ୍ୟାୟରେ ୨୧ଟି ଲୋକସଭା ଆସନ ଏବଂ ୧୪୬ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀମାନଙ୍କ ଭାଗ୍ୟ ସିଲ୍ ହୋଇଛି ଇଭିଏମ୍ ବାକ୍ସରେ । ବେଦପ୍ରକାଶ ଅଗ୍ରୱାଲ୍ ଙ୍କ ମୃତ୍ୟୁ ଯୋଗୁଁ ସ୍ଥଗିତ ଥିବା ପାଟକୁରା ଆସନ ପାଇଁ ଆସନ୍ତା ୧୯ ତାରିଖରେ ନିର୍ବାଚନ ହେବ । ଆସନ୍ତା ୧ ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଆଜି ବିଜେଡ଼ି ତାର ପ୍ରାର୍ଥୀ ଘୋଷଣା କରିଛି । ସ୍ୱର୍ଗତ ବେଦପ୍ରକାଶ ଅଗ୍ରୱାଲ୍ ଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ୍ ସେଠାରୁ ପ୍ରାର୍ଥୀ ହୋଇଛନ୍ତି । ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ତାଙ୍କ ନାଁ ଘୋଷଣା କରିଛନ୍ତି ।
ସେଠାରୁ ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ଦଳ ପ୍ରାର୍ଥୀ କରିବ ବୋଲି ବେଶୀ ଚର୍ଚ୍ଚା ହେଉଥିଲା । ତେଜେଶ୍ୱର ପରିଡ଼ା, ରବି ସାମଲ, ଶାନ୍ତନୁ ନାୟକଙ୍କ ନାଁ ମଧ୍ୟ ଚର୍ଚ୍ଚା ହେଉଥିଲା । ମାତ୍ର ସମସ୍ତଙ୍କୁ ଚକିତ କରି ବିଜେଡ଼ି ସୁପ୍ରିମୋ ସ୍ୱର୍ଗତ ବେଦପ୍ରକାଶଙ୍କ ପତ୍ନୀଙ୍କୁ ପ୍ରାର୍ଥୀ କରିଛନ୍ତି । ତାଙ୍କର ପ୍ରାର୍ଥୀତ୍ୱକୁ ନେଇ ଦଳରେ କୌଣସି ବିବାଦ ନାହିଁ କହିଲେ ଚଳେ । ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ଫାଇଟ୍ ଦେବେ ସାବିତ୍ରୀ ।
ଟିକେଟ ଘୋଷଣା ପରେ ସାବିତ୍ରୀ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସେ କହିଛନ୍ତି, ସ୍ୱାମୀଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବାକୁ ମୁଁ ଚେଷ୍ଟା କରିବି । ଏଥିସହ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ସାବିତ୍ରୀ ।
Previous Post

ଶେଷ ପର୍ଯ୍ୟାୟରେ ସମସ୍ତଙ୍କ ନଜର କେନ୍ଦ୍ରାପଡ଼ା

Next Post

ସିଇସିଙ୍କୁ ଭେଟିଲେ ନବୀନ; ଘୁଞ୍ଚିପାରେ ପାଟକୁରା ନିର୍ବାଚନ

Next Post
ସିଇସିଙ୍କୁ ଭେଟିଲେ ନବୀନ; ଘୁଞ୍ଚିପାରେ ପାଟକୁରା ନିର୍ବାଚନ

ସିଇସିଙ୍କୁ ଭେଟିଲେ ନବୀନ; ଘୁଞ୍ଚିପାରେ ପାଟକୁରା ନିର୍ବାଚନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA