Friday, March 13, 2026 09:09 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୧୦୨ ପ୍ରଶାସନିକ ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

by Our Correspondent
21 Jun, 2019- 02:34 PM
in Latest News, News
1 min read
0
୧୦୨ ପ୍ରଶାସନିକ ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଧୈର୍ଯ୍ୟ ରଖ, ସମ୍ବେଦନଶୀଳ ହୁଅ: ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୭ରେ କୃତିତ୍ୱ ହାସଲ କରିଥିବା ୧୦୨ ଜଣ ମେଧାବୀଙ୍କୁ ଆଜି ନିଯୁକ୍ତିପତ୍ର ମିଳିଛି । ଜୟଦେବ ଭବନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି । ନିଯୁକ୍ତିପତ୍ର ପାଇଥିବା ୧୦୬ ଜଣ ଅଧିକାରୀଙ୍କ ମଧ୍ୟରେ ୪୨ ଜଣ ମହିଳା ଏବଂ ୪ ଜଣ ଭିନ୍ନକ୍ଷମ ଅଛନ୍ତି । ୩୬ ଜଣ ଓଏଏସ୍ ରେ ଯୋଗଦେଇଥିଲା ବେଳେ ୯ ଜଣ ଓପିଏସ୍, ୨୪ ଜଣ ଓଏଫଏସ୍, ୩ ଜଣ ସମବାୟ ସେବା, ୨୦ ଜଣ ରାଜସ୍ୱ ସେବା ଏବଂ ୧୪ ଜଣ ଟିକସ ଓ ଆକାଉଣ୍ଟସ୍ ସେବାରେ ଯୋଗ ଦେଇଛନ୍ତି ।
ଧୈର୍ଯ୍ୟ ଓ ସମ୍ବେଦନଶୀଳତା ସହିତ ଲୋକଙ୍କ ସମସ୍ୟା ସମାଧାନ କରିବା ପାଇଁ ନବନିଯୁକ୍ତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ପରାମର୍ଶ ଦେଇଥିଲେ । ପ୍ରଶାସନିକ ଅଧିକାରୀ ଭାବେ ସେମାନଙ୍କୁ ଲୋକଙ୍କ ସହିତ ପ୍ରତ୍ୟକ୍ଷ ସମ୍ପର୍କରେ ରହିବାକୁ ହେବ । ଲୋକଙ୍କ କଲ୍ୟାଣ ପାଇଁ ନିଷ୍ପତ୍ତି ନେବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସରକାରର ଆଭିମୁଖ୍ୟ ସମ୍ପର୍କରେ ନବାଗତଙ୍କୁ ଅବଗତ କରାଇବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ କଲ୍ୟାଣ ତାଙ୍କର ସବୁ ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍ । ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରୁଛନ୍ତି ।
ସରକାରଙ୍କ ଟି-୫ ମନ୍ତ୍ରକୁ ଆଧାର କରି ସମସ୍ତେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ପ୍ରଶାସନିକ ଅଧିକାରୀମାନେ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ସହିତ ସଫଳ ଭାବେ ନିଜ ଦାୟିତ୍ୱ ନିର୍ବାହ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଥିଲେ ।
ଉକ୍ତ କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ସୁଦାମ ମାରାଣ୍ଡି, ଦିବ୍ୟଶଙ୍କର ମିଶ୍ର, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ଉନ୍ନୟନ କମିଶନର ଅସିତ୍ ତ୍ରିପାଠୀ ଏବଂ ସାଧାରଣ ପ୍ରଶାସନ ବିଭାଗର ସ୍ୱତନ୍ତ୍ର ସଚିବ ଏସ.ଏନ.ଗିରିଶ ପ୍ରମୁଖ ଯୋଗ ଦେଇଥିଲେ ।
Previous Post

ପ୍ରତିଶ୍ରୁତି ପାଳିବାକୁ ହାତ ଖୋଲିଲେ: ୧. ୩୮ ଲକ୍ଷ କୋଟିର ବଜେଟ୍ ଆଣିବେ ରାଜ୍ୟ ସରକାର

Next Post

+୨ ରେଜଲ୍ଟ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍

Next Post
+୨ ରେଜଲ୍ଟ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍

+୨ ରେଜଲ୍ଟ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA