Friday, March 13, 2026 08:59 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

+୨ ରେଜଲ୍ଟ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍

by Our Correspondent
21 Jun, 2019- 04:09 PM
in Latest News, News
1 min read
0
+୨ ରେଜଲ୍ଟ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍
ଭୁବନେଶ୍ୱର: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । କଳାରେ ୬୫.୮୯% ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ବାଣିଜ୍ୟରେ ୭୦.୨୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । କଳାରେ ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଲେଖାଏଁ କଲେଜରେ ଶୂନ ରେଜଲ୍ଟ ହୋଇଥିବା ବେଳେ ବାଣିଜ୍ୟରେ ୪ ଟି କଲେଜର ଶୂନ୍ ରେଜଲ୍ଟ ହୋଇଛି । ଅର୍ଥାତ୍ ଏହିସବୁ କଲେଜରେ କୌଣସି ଛାତ୍ରଛାତ୍ରୀ ପାସ୍ କରିନାହାନ୍ତି । ଆଜି ଭୁବନେଶ୍ୱରରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ରେଜଲ୍ଟ ଘୋଷଣା କରିଛନ୍ତି ।
କଳାରେ ସମୁଦାୟ ୨ ଲକ୍ଷ ୩୧ ହଜାର ୧୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୫୨ ହଜାର ୩୨୩ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପାସ୍ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୫୭,୪୪୨ ଛାତ୍ର ଥିବା ବେଳେ ୯୪,୮୮୧ ଛାତ୍ରୀ ଅଛନ୍ତି । କଳାରେ ପ୍ରଥମ ଶ୍ରେଣୀରେ ୧୮,୭୭୩, ଦ୍ୱିତୀୟ ଶ୍ରେଣୀରେ ୨୨,୯୪୪ ଏବଂ ତୃତୀୟ ଶ୍ରେଣୀରେ ୧,୧୦,୪୫୧ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୭୫.୬୭% ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ନବରଙ୍ଗପୁର ଜିଲ୍ଲାରେ ସର୍ବନିମ୍ନ ପାସ୍ ହାର ୪୭.୪୬% ରହିଛି ।
ବାଣିଜ୍ୟରେ ସମୁଦାୟ ୨୬,୭୯୪ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୧୮,୮୨୬ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୧୧,୭୩୮ ଛାତ୍ର ପାସ୍ କରିଥିବା ବେଳେ ୭,୦୮୮ ଜଣ ଛାତ୍ରୀ ପାସ୍ କରିଛନ୍ତି । ପ୍ରଥମ ଶ୍ରେଣୀରେ ୫,୬୨୯, ଦ୍ୱିତୀୟ ଶ୍ରେଣୀରେ ୩,୭୪୬ ଏବଂ ତୃତୀୟ ଶ୍ରେଣୀରେ ୯,୪୨୨ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟରେ ଖୋର୍ଦ୍ଧା ଜିଲ୍ଲା ସବୁଠାରୁ ଭଲ ରେଜଲ୍ଟ କରିଥିବା ବେଳେ ଦେବଗଡ଼ ସବୁଠାରୁ ଖରାପ ରେଜଲ୍ଟ କରିଛି ।
ଧନ୍ଦାମୂଳକ ଶିକ୍ଷାରେ ପରୀକ୍ଷା ଦେଇଥିଲେ ୭,୮୪୦ ଛାତ୍ରଛାତ୍ରୀ । ପାସ୍ କରିଛନ୍ତି ୪,୧୨୬ ଛାତ୍ରଛାତ୍ରୀ । ୧,୯୮୨ ଛାତ୍ର ଏବଂ ୨,୧୪୪ ଛାତ୍ରୀ ପାସ୍ କରିଛନ୍ତି । ୫୪୪ ଜଣ ପ୍ରଥମ ଶ୍ରେଣୀ, ୧୭୦୭ ଜଣ ଦ୍ୱିତୀୟ ଶ୍ରେଣୀ ଏବଂ ୧୭୧୪ ଜଣ ତୃତୀୟ ଶ୍ରେଣୀ ରେ ପାସ୍ କରିଛନ୍ତି ।
Previous Post

୧୦୨ ପ୍ରଶାସନିକ ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

Next Post

ରାଜ୍ୟସଭା ପ୍ରାର୍ଥୀ ଘୋଷଣା; ଚମକାଇଦେଲେ ମୁଖ୍ୟମନ୍ତ୍ରୀ

Next Post
ରାଜ୍ୟସଭା ପ୍ରାର୍ଥୀ ଘୋଷଣା; ଚମକାଇଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସଭା ପ୍ରାର୍ଥୀ ଘୋଷଣା; ଚମକାଇଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA