Wednesday, April 29, 2026 10:43 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୬ ଜିଲ୍ଲା ପାଇଁ ସ୍ୱାସ୍ଥ୍ୟ ପ୍ୟାକେଜ୍

by Our Correspondent
07 Dec, 2019- 03:08 PM
in Latest News, News
1 min read
0
ଭୁବନେଶ୍ୱର: ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦ୍ରାପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ପ୍ୟାକେଜ୍ ଘୋଷଣା କରିଛନ୍ତି । ‘ମୋ ସରକାର’ କାର୍ଯ୍ୟକ୍ରମରେ ଏହିସବୁ ଜିଲ୍ଲାକୁ ବରିଷ୍ଠ ଅଧିକାରୀମାନଙ୍କ ଗସ୍ତ ରିପୋର୍ଟକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।
ନିଷ୍ପତ୍ତି ଅନୁଯାୟୀ ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲ୍ଲାର ସଦର ମହକୁମା ଡାକ୍ତରଖାନା ଓ ବଲାଙ୍ଗୀର ସନ୍ଥ ଭୀମଭୋଇ ମେଡ଼ିକାଲ କଲେଜର ୬ଟି ରୋଗୀ କଲ୍ୟାଣ ସମିତି ପ୍ରତ୍ୟେକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୫ ଲକ୍ଷ ଟଙ୍କାର ସହାୟତା ଦିଆଯିବ । ଏସପିମାନଙ୍କୁ ରକ୍ତଦାନ କାର୍ଯ୍ୟର ପ୍ରୋତ୍ସାହନ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଦିଆଯିବ । ସଂପୃକ୍ତ ଜିଲ୍ଲା ହସ୍ପିଟାଲ୍ ମାନଙ୍କରେ ରୋଗୀମାନଙ୍କ ଆଟେଣ୍ଡାଣ୍ଟମାନଙ୍କ ପାଇଁ ରେଷ୍ଟ ସିଡ୍ ନିର୍ମାଣ କରାଯିବ ।
ସମ୍ବଲପୁର ଜିଲ୍ଲା ହସ୍ପିଟାଲ୍ ରେ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ରରେ ୫୦ଟି ଅତିରିକ୍ତ ଶଯ୍ୟା ସହିତ କାଜୁଆଲିଟି ଓ ବର୍ହି ବିଭାଗ ଚିକିତ୍ସା ବିଲଡିଂ ନିର୍ମାଣ କରାଯିବ । ଜିଲ୍ଲା ସଦର ମହକୁମା ହସ୍ପିଟାଲ୍ ରେ ‘ମା ଗୃହ’ ପାଇଁ ନୂଆ ବିଲଡିଂ ଏବଂ ରୋଗ ପରୀକ୍ଷା ପାଇଁ ସମନ୍ୱିତ ଲାବରେଟୋରିର ଉନ୍ନତିକରଣ, ଡାଏଲିସିସ୍ ୟୁନିଟ୍ ଏବଂ ଆସିୟୁ ପ୍ରତିଷ୍ଠା କରାଯିବ । ସମ୍ବଲପୁର ଜିଲ୍ଲା ହସ୍ପିଟାଲ୍ କୁ ସ୍ୱତନ୍ତ୍ର ଚିକିତ୍ସା ପାଇଁ ବୁର୍ଲାସ୍ଥିତ ଭିମସାରର ଏକ ସାଟେଲାଇଟ୍ ସେଣ୍ଟର ଭାବେ ବିକଶିତ କରାଯିବ । ଡିପିଏମୟୁ ବିଲଡିଂ ପାଇଁ ଅତିରିକ୍ତ ଭିତ୍ତିଭୂମି ନିର୍ମାଣ କରାଯିବ ।
ଦେବଗଡ଼ ଜିଲ୍ଲା ସଦର ମହକୁମା ହସ୍ପିଟାଲ୍ ର ଶଯ୍ୟା ସଂଖ୍ୟା ୬୦ରୁ ୨୦୦କୁ ବୃଦ୍ଧି କରାଯିବ ।
ଅନୁଗୁଳ ଜିଲ୍ଲା ସଦର ମହକୁମାର ହସ୍ପିଟାଲ୍ ର ଶଯ୍ୟା ସଂଖ୍ୟା ୧୯୨ ରୁ ୩୦୦ କୁ ବୃଦ୍ଧି କରାଯିବା ସହ କ୍ୟାମ୍ପସ୍ ମଧ୍ୟରେ ଏକ ନୂଆ ବିଲଡିଂ ନିର୍ମାଣ କରାଯିବ । ଆଇସିୟୁ ୟୁନିଟ୍ ର ସୁଦୃଢ଼ୀକରଣ ସହିତ ଅତ୍ୟାଧୁନିକ ମେସିନ୍ ଯୋଗାଇ ଦିଆଯିବ ।
କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମା ହସ୍ପିଟାଲ୍ ର ଶଯ୍ୟା ସଂଖ୍ୟା ୧୭୫ ରୁ ୨୦୦ କୁ ବୃଦ୍ଧି କରାଯିବା ସହିତ ନୂଆ କ୍ୟାମ୍ପସ୍ ରେ ଷ୍ଟାଫ୍ କ୍ୱାର୍ଟର୍ସ, ଆଧୁନିକ ଓପିଡ଼ି ଓ ଆଇସିୟୁ ସ୍ଥାପନ କରାଯିବ । ଡାଏଲିସିସ୍ ୟୁନିଟ୍ ର ସଂପ୍ରସାରଣ ସହିତ ଦୁଇଟି ଅତିରିକ୍ତ ଆମ୍ବୁଲାନ୍ସ ଓ ଗୋଟିଏ ଅତିରିକ୍ତ ମହାପ୍ରୟାଣ ଗାଡ଼ି ଯୋଗାଇ ଦିଆଯିବ ।
ସୋନପୁର ଜିଲ୍ଲା ସଦର ମହକୁମା ହସ୍ପିଟାଲ୍ ର ୨୦୦ ଶଯ୍ୟା ବିଶିଷ୍ଟ ନୂଆ ୭ ମହଲା ବିଲଡିଂର ନିର୍ମାଣ କାର୍ଯ୍ୟ ଏକ ମାସ ମଧ୍ୟରେ ଆରମ୍ଭ କରାଯିବ । ହସ୍ପିଟାଲ୍ ରେ ସେବାର ମାନବୃଦ୍ଧି ପାଇଁ ଅତିରିକ୍ତ ଭାବେ ଅଲଟ୍ରାସାଉଣ୍ଡ ମେସିନ୍ ଏବଂ ଅନ୍ୟାନ୍ୟ ଅତ୍ୟାଧୁନିକ ମେସିନ୍ ଦିଆଯିବ ।
ବଲାଙ୍ଗୀର ସନ୍ଥ ଭୀମଭୋଇ ମେଡ଼ିକାଲ କଲେଜର ଶିକ୍ଷାଦାନ ଓ ହସ୍ପିଟାଲ୍ ବିଲଡିଂ ନିର୍ମାଣ ୨୪ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ । ଏମସିଏଚରେ ମର୍ଚୁଆରୀ ୟୁନିଟ୍ ପ୍ରତିଷ୍ଠା କରାଯିବ ।
Previous Post

୪ ରାକ୍ଷସଙ୍କୁ ଗୁଳି କରିଦେଲା ହାଇଦ୍ରାବାଦ ପୁଲିସ

Next Post

ହାଇଦ୍ରାବାଦ, ଉନ୍ନାଓ ଘଟଣା ଚେତାଇବ ତ?

Next Post
ହାଇଦ୍ରାବାଦ, ଉନ୍ନାଓ ଘଟଣା ଚେତାଇବ ତ?

ହାଇଦ୍ରାବାଦ, ଉନ୍ନାଓ ଘଟଣା ଚେତାଇବ ତ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA