Thursday, April 30, 2026 04:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୮୩ ନମୁନା ନେଗେଟିଭ୍, ବିଦେଶ ଫେରନ୍ତା ୩୬୬୭ ପଞ୍ଜିକୃତ

by Our Correspondent
23 Mar, 2020- 07:08 PM
in Latest News, News
1 min read
0
୮୩ ନମୁନା ନେଗେଟିଭ୍, ବିଦେଶ ଫେରନ୍ତା ୩୬୬୭ ପଞ୍ଜିକୃତ
ଭୁୁବନେଶ୍ୱର: ରାଜ୍ୟରେ ଏ ପର୍ଯ୍ୟନ୍ତ ୮୫ଟି ନମୁନା ପରୀକ୍ଷା ହୋଇଛି । ସେଥିରୁ ଦୁଇଟି କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାକି ୮୩ଟି ନମୁନା ନେଗେଟିଭ୍ ରିପୋର୍ଟ ଆସିଛି । କରୋନା ସଂକ୍ରମଣ ଚିହ୍ନଟ ଏହି ଦୁଇ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ଉଭୟ ହସ୍ପିଟାଲ୍ ରେ ସାଧାରଣ ଖାଦ୍ୟ ଖାଉଛନ୍ତି । ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ୍ ବାଗଚୀ ।
ରୋଗୀଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୬ ଜଣ ଆସିଥିବା ତଥ୍ୟ ମିଳିଛି । ସେମାନଙ୍କ ମଧ୍ୟରୁ ୫୩ ଜଣଙ୍କ ସହ ଯୋଗାଯୋଗ ହୋଇଛି । ଅନ୍ୟ ୩ ଜଣଙ୍କ ସହ ଯୋଗାଯୋଗ ପାଇଁ ପ୍ରଚେଷ୍ଟା ଚାଲିଛି ଏବଂ ୯ଟି ମନିଟରିଂ ଟିମ୍ ଏଥିପାଇଁ କାର୍ଯ୍ୟ କରୁଛନ୍ତି । ବର୍ତ୍ତମାନ ସୁଦ୍ଧା ୩୬୬୭ ଜଣ ୧୦୪ ହେଲପ୍ ଲାଇନ୍ ଜରିଆରେ ରେଜିଷ୍ଟ୍ରସନ୍ କରିଛନ୍ତି । କୋଭିଡ୍-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ୩୫ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେସନ୍ ରେ ରଖାଯାଇଛି ବୋଲି ଶ୍ରୀ ବାଗଚୀ ସୂଚନା ଦେଇଛନ୍ତି ।
ସମସ୍ତ ଅଣ ଅତ୍ୟାବଶ୍ୟକ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ ଓ ବୀମା କାର୍ଯ୍ୟାଳୟ ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ । ଏଥିନିମନ୍ତେ ସଂପୃକ୍ତ କାର୍ଯ୍ୟାଳୟର ମୁଖ୍ୟ ଅଧିକାରୀ ଏକ ନିର୍ଦ୍ଧାରିତ ଫର୍ମାଟ୍ ରେ କର୍ମଚାରୀଙ୍କୁ ଯାତାୟତ ନିମନ୍ତେ ଅନୁମତି ଦେବେ । ଭେହିକିଲ୍ ପାସ୍ ଦିଆଯାଇଥିବା ଅଧିକାରୀ ଓ କର୍ମଚାରୀଙ୍କ ତାଲିକା ସଂପୃକ୍ତ ଥାନାରେ ରହିବ । ମହାମାରୀ ରୋଗ ଆଇନ-୧୯୮୭ର ଧାରା ୨ ଅନୁସାରେ ରାଜ୍ୟ ସରକାର ଏହି ନିର୍ଦ୍ଦେଶ ଦେଇଛନ୍ତି ।
କ୍ରିଟିକାଲ୍ ବିଭାଗଗୁଡ଼ିକ ଶତକଡ଼ା ୫୦ ଭାଗ ଷ୍ଟାଫ୍ ଙ୍କୁ ନେଇ ଚାଲିବ । କେଉଁ କର୍ମଚାରୀ ଓ ଅଧିକାରୀମାନେ କାର୍ଯ୍ୟାଳୟ ଆସିବେ, ତାହା ସଂପୃକ୍ତ ବିଭାଗର ଶାସନ ସଚିବ ନିର୍ଦ୍ଧାରଣ କରିବେ ।
ସେହିପରି ଆଂଶିକ କ୍ରିଟିକାଲ୍ ବିଭାଗଗୁଡ଼ିକ ଶାସନ ସଚିବଙ୍କ ନିଷ୍ପତ୍ତି ଅନୁସାରେ ଶତକଡ଼ା ୧୦ ଭାଗ ଷ୍ଟାଫ୍ ଙ୍କୁ ନେଇ ଚାଲିବ ।
ନନ୍ କ୍ରିଟିକାଲ୍ ବିଭାଗଗୁଡ଼ିକର ଅଧିକାରୀ ଏବଂ କର୍ମଚାରୀମାନେ ସବୁବେଳେ ଫୋନ୍ ଯୋଗାଯୋଗରେ ରହିବେ । ଦରକାର ବେଳେ ତାଙ୍କୁ ତତକ୍ଷଣାତ କାର୍ଯ୍ୟାଳୟକୁ ଡକାଯିବ ।
ଏପ୍ରିଲ୍ ୩୦ ତାରିଖ ପର୍ଯ୍ୟନ୍ତ ସବୁ ଅଙ୍କନବାଡ଼ି କେନ୍ଦ୍ର ବନ୍ଦ ହେବ ।
ସାମ୍ବାଦିକ ସମ୍ମିଳନୀରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ ଉପସ୍ଥିତ ଥିଲେ ।
Previous Post

ଆଉ ୯ ଜିଲ୍ଲା ଲକ୍ ଡାଉନ୍; ରାଜ୍ୟରେ ଟ୍ରେନ୍, ବସ୍ ସମ୍ପୂର୍ଣ୍ଣ ବନ୍ଦ

Next Post

କରୋନା ମୁକାବିଲା: ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

Next Post
କରୋନା ମୁକାବିଲା: ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

କରୋନା ମୁକାବିଲା: ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA