Wednesday, April 22, 2026 09:14 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ

by Our Correspondent
02 Jul, 2024- 07:54 PM
in Latest News, News
1 min read
0
କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉତ୍ସବରେ ଯୋଗଦେଇ କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ ସମାଜରେ ଜଣେ ଜଣେ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ଆଜିର ସମାଜରେ ପିଲାମାନେ ନିଜକୁ ଜଣେ ଭଲ ଛାତ୍ର ଛାତ୍ରୀଭାବେ ଗଢି ତୋଳିବା ସହ ନିଜକୁ ଜଣେ ଜଣେ ଭଲ ମଣିଷଭାବେ ଗଢି ତୋଳବା ଆବଶ୍ୟକ ବୋଲି ସେ କହିଥିଲେ । ଏ କ୍ଷେତ୍ରରେ ବିଦ୍ୟାଳୟରେ ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ଯେତିକି ଦାୟିତ୍ୱ ରହିଛି ବାପା-ମାଆଙ୍କ ସେତିକି ଦାୟିତ୍ୱ ରହିଛି ବୋଲି ଶ୍ରୀ ସାମନ୍ତ କହିଥିଲେ । ଛାତ୍ରଛାତ୍ରୀମାନେ ନିଜକୁ ଜଣେ ଜଣେ ଭଲ ମଣିଷ ଭାବେ ଗଢ଼ି ତୋଳିପାରିଲେ ସେମାନଙ୍କ ନିକଟକୁ ସବୁ ଜିନିଷ ଆପେ ଆପେ ଆସିବ ବୋଲି ଶ୍ରୀ ସାମନ୍ତ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ ।

ନିଜ ଜୀବନର ଉଦାହରଣ ଦେଇ ସେ ନିଜକୁ ଏବଂ ନିଜ ବାପା-ମାଆଙ୍କୁ କଷ୍ଟ ପହଞ୍ଚାଇବା ଭଳି କୌଣସି କାମ ଜୀବନରେ ନ କରିବାକୁ  ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇଥିଲେ । କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ ପ୍ରକୃତପକ୍ଷେ ସବୁ ଦୃଷ୍ଟିରୁ ଆନ୍ତର୍ଜାତିକସ୍ତରର ବୋଲି ଶ୍ରୀ ସାମନ୍ତ କହିଥିଲେ । କିସ୍‍ ଓ କିଟ୍‍ ସଭାପତି ଶାଶ୍ୱତୀ ବଳ ଛାତ୍ରଛାତ୍ରୀଙ୍କୁ ଆଶୀର୍ବାଦ କରିବା ସହ ଜୀବନରେ ନିଜର ଲକ୍ଷ୍ୟ ହାସଲ ପାଇଁ ଅଧ୍ୟବସାୟ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ସ୍ୱାଗତଭାଷଣ ପ୍ରଦାନ କରି ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ କହିଲେ, କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ଆତ୍ମଶକ୍ତି ଓ ପ୍ରତିଭା ଓ ଆଗ୍ରହକୁ ଚିହ୍ନଟ କରି ସେମାନଙ୍କୁ ସେହି ଅନୁସାରେ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ସହ ସେମାନଙ୍କର ବ୍ୟକ୍ତିତ୍ୱ ବିକାଶର ଯତ୍ନ ନେଇଥାଏ । ସ୍କୁଲ୍‍ର ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସ୍କୁଲ୍‍ର ଷ୍ଟୁଡେଣ୍ଟ କ୍ୟାବିନେଟ୍‍ ଶପଥ ଗ୍ରହଣ କରିଥିଲେ ।

Previous Post

ଓଡ଼ିଆ ଭାଷାର ଏକ ସମୃଦ୍ଧ ଇତିହାସ ରହିଛି: ରାଜ୍ୟପାଳ

Next Post

ବିଜିନେସ୍ ୱାର୍ଲ୍ଡ ରାଙ୍କିଙ୍ଗ୍: ସୋଆ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଲ’ ପୂର୍ବାଂଚଳରେ ପ୍ରଥମ, ଦେଶରେ ପଂଚମ

Next Post
ବିଜିନେସ୍ ୱାର୍ଲ୍ଡ ରାଙ୍କିଙ୍ଗ୍: ସୋଆ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍  ଅଫ୍ ଲ’ ପୂର୍ବାଂଚଳରେ ପ୍ରଥମ, ଦେଶରେ ପଂଚମ

ବିଜିନେସ୍ ୱାର୍ଲ୍ଡ ରାଙ୍କିଙ୍ଗ୍: ସୋଆ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଲ’ ପୂର୍ବାଂଚଳରେ ପ୍ରଥମ, ଦେଶରେ ପଂଚମ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA