Wednesday, March 4, 2026 12:46 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱାରା ପ୍ରଥମ ଗ୍ୟାଷ୍ଟ୍ରୋ ସମିଟ୍ ଆୟୋଜିିତ

by Our Correspondent
14 Apr, 2025- 11:18 PM
in Health, News
1 min read
0
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱାରା ପ୍ରଥମ ଗ୍ୟାଷ୍ଟ୍ରୋ ସମିଟ୍ ଆୟୋଜିିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱାରା ‘ ପ୍ରଥମ ଗ୍ୟାଷ୍ଟ୍ରୋ ସମିଟ୍’ ଏଠାରେ ରବିବାର ଦିନ ଆନୁଷ୍ଠିତ ହୋଇଯାଇଛି ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ସମିଟ୍କୁ ଉଦ୍ଘାଟନ କରିଥିଲେ । ଏଥିରେ ଅତିଥି ରୂପେ ଜାତୀୟ ଗ୍ୟାଷ୍ଟ୍ରୋ ସଂଗଠନର ସେକ୍ରେଟାରୀ ଜେନେରାଲ୍ ଡ. ମାଥୁ୍ୟ ଫିଲିପ୍ , ନୂଆଦିଲ୍ଲୀ ସ୍ଥିତ ଏମସ୍ର ପ୍ରଫେସର ଡ. ଗୋବିନ୍ଦ ମଖାରିଆ ଓ ଚଣ୍ଡିଗଡ ସ୍ଥିତ ପିଜିଆଇର ପ୍ରଫେସର ଡ. ବିଶାଲ୍ ଶର୍ମା ଯୋଗ ଦେଇଥିଲେ ।

ସମ୍ମିଳନୀର ମୁଖ୍ୟ ବିଷୟବସ୍ତୁ ଥିଲା ‘ଲୁ୍ୟମେନ୍’ ରୋଗର ରହସ୍ୟ ଉନ୍ମୋଚନ । ଏହି ଆଲୋଚନା ଚକ୍ରରେ ଭାରତର ବିଭିନ୍ନ ମେଡିକାଲ କଲେଜର ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ଡାକ୍ତରମାନେ ନିଜ ନିଜର ଗବେଷଣା ପ୍ରସୂତ ପ୍ରବନ୍ଧ ଉପସ୍ଥାପନ କରିଥିଲେ ଓ ପ୍ରଶ୍ନୋତର ମାଧ୍ୟମରେ ଲୁ୍ୟମେନ୍ ରୋଗର ବିଭିନ୍ନ ସମସ୍ୟା ଓ ସମାଧାନ ପାଇଁ ଅତ୍ୟାଧୁନିକ ଉପାୟର ସୂଚନା ଦେଇଥିଲେ ।

ଏହି ଅବସରରେ ଭାରତର କିମ୍ବଦନ୍ତୀ ଗ୍ୟାଷ୍ଟ୍ରୋ ବିଶେଷଜ୍ଞ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ପ୍ରଫେସର (ଡ.) ଟି.ଏସ୍. ଚନ୍ଦ୍ର ଶେଖରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଆଲୋଚନା ଚକ୍ରରେ ଓଡିଶା ତଥା ରାଜ୍ୟ ବାହାରୁ ୨୫୦ରୁ ଅଧିକ ଡାକ୍ତରମାନେ ଅଂଶଗ୍ରହଣ କରିଥିଲେ ।

ଏହି ଆଲୋଚନା ଚକ୍ର ପରିଚାଳନା କରିଥିଲେ ଆଇଏମ୍ଏସ୍ର ଗ୍ୟାଷ୍ଟ୍ରୋ ବିଭାଗର ମୁଖ୍ୟ ପ୍ରଫେସର (ଡ.) ଗିରିଶ କୁମାର ପତି, ସହଯୋଗ କରିଥିଲେ ପ୍ରଫେସର (ଡ) ଜିମ୍ମୀ ନାରାୟଣ । ଅତିଥି ଓ ବକ୍ତାମାନଙ୍କୁ ସ୍ୱାଗତ କରିଥିଲେ ସଂଗଠନ ସଂପାଦକ ଆସୋସିଏଟ୍ ପ୍ରଫେସର (ଡ) ଅନୁରାଗ ଜେନା ଓ ଅନ୍ୟତମ ସଂଗଠନ ସଂପାଦକ, ଆସୋସିଏଟ୍ ପ୍ରଫେସର (ଡ) ମନଜିତ୍ କାନୁନଗୋ । ସମ୍ମିଳନୀର ଆୟୋଜନ ଓ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ ଆସୋସିଏଟ୍ ପ୍ରଫେସର (ଡ) ସ୍ୱରୂପ କୁମାର ପଟ୍ଟନାୟକ, ଆସୋସିଏଟ୍ ପ୍ରଫେସର (ଡ) ଏସ୍. ରାକେଶ କୁମାର ଏବଂ ଆସିଷ୍ଟାଂଟ ପ୍ରଫେସର (ଡ) ବଶିଷ୍ଠ ପାଲନଟି ।

 

Previous Post

ଆମ୍ବେଦକର କେବଳ ଏକ ନାମ ନୁହେଁ, ଏକ ବିଚାରଧାରା

Next Post

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଜାଳିଦେଲେ

Next Post
ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଜାଳିଦେଲେ

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଜାଳିଦେଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA