Friday, May 1, 2026 12:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନୂଆ ଜୀବନ ପାଇଲେ ପ୍ରତୀକ୍ଷ

ସମ୍ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଫେରିଲେ, ଦୀର୍ଘଦିନ ଧରି ଥିଲେ ଭେଣ୍ଟିଲେଟରରେ

by Our Correspondent
04 Jun, 2021- 08:52 PM
in Latest News, News
1 min read
0
ନୂଆ ଜୀବନ ପାଇଲେ ପ୍ରତୀକ୍ଷ

ଭୁବନେଶ୍ୱର : କରୋନା ମହାମାରୀ ଘାତକ ସତ ତେବେ ଏହାକୁ ପରାସ୍ତ କରିବା ଅସମ୍ଭବ ନୁହେଁ । ଏହି କଥାକୁ ପ୍ରମାଣିତ କରିଛନ୍ତି ଜଣେ ୨୦ ବର୍ଷର ଯୁବକ । ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ପ୍ରତୀକ୍ଷ କାଦାମ୍ବାଲୁ । ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶତୃ ସହିତ ଯୁଦ୍ଧ କରିବା ପରେ ଶେଷରେ କୋଭିଡକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପ୍ରତୀକ୍ଷ ।

ରାୟଗଡ଼ାସ୍ଥ ମୁନିଗୁଡା ଅଂଚଳର ଯୁକ୍ତ ୩ ଶେଷ ବର୍ଷର ଛାତ୍ର ପ୍ରତୀକ୍ଷ କରୋନା ସଂକ୍ରମିତ ହୋଇ ଗତ ଏପ୍ରିଲ୍ ୩୦ ତାରିଖ ଦିନ ସମ୍ କୋଭିଡ୍ ହସ୍ପିଟାଲରେ ଭର୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତି ହେବା ସମୟରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା । ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । ସ୍ୱାସ୍ଥ୍ୟ ଅବସ୍ଥା କ୍ରମଶଃ ବିଗିଡିବାରୁ ତାଙ୍କୁ ଭେଂଟିଲେଟରରେ ରଖାଯାଇଥିଲା । ଏହା ସହ ତାଙ୍କର ଶରୀରରେ ଟ୍ରାକିଓଷ୍ଟୁମି ମଧ୍ୟ କରାଯାଇଥିଲା ।

ତେବେ ସମ୍ ଡାକ୍ତର, ନର୍ସ ଏବଂ ସ୍ୱାସ୍ଥ୍ୟକର୍ମୀମାନେ ଅକ୍ଳାନ୍ତ ପରିଶ୍ରମ କରିଥିଲେ ତାଙ୍କୁ ସୁସ୍ଥ କରିବା ପାଇଁ । ସେମାନଙ୍କର ପରିଶ୍ରମ ସାର୍ଥକ ବି ହୋଇଥିଲା । ଧିରେ ଧିରେ ସୁସ୍ଥ ହୋଇଥିଲେ ପ୍ରତୀକ୍ଷ । ଭେଂଟିଲେଟରରୁ ବାହାରିବା ସହ କିଛି ଦିନ ମଧ୍ୟରେ ଆଇସିୟୁରୁ ମଧ୍ୟ ତାଙ୍କୁ ବାହାରକୁ ନିଆଯାଇ ୱାର୍ଡରେ ଚିକିତ୍ସା କରାଯାଇଥିଲା । ଧିରେ ଧିରେ ସୁସ୍ଥ ହେବା ସହ କୋଭିଡମୁକ୍ତ ହୋଇଥିଲେ ପ୍ରତୀକ୍ଷ ।

ଏହି ସମୟରେ ତାଙ୍କ ପରିବାର ସହ ନିୟମିତ ଯୋଗାଯୋଗରେ ଥିଲେ ସମ୍ କୋଭିଡ୍ ହସ୍ପିଟାଲର ହେଲ୍ପଡେସ୍କ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ଖବର ଦେବା ସହ ଭିଡିଓ କଲ କରି ପ୍ରତୀକ୍ଷ କିଭଳି ଅଛନ୍ତି ସେ ଦୃଶ୍ୟ ମଧ୍ୟ ପରିବାରକୁ ଦେଖାଉଥିଲେ । ଦୀର୍ଘ ଏକ ମାସର ଉତମ ଚିକିତ୍ସା ଫଳରେ ସେ ଏବେ ସୁସ୍ଥ ହୋଇ ନିଜ ଘର ମୁନିଗୁଡା ଫେରିଯାଇଛନ୍ତି ।

ସମ୍ କୋଭିଡ୍ ହସ୍ପିଟାଲ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି ତାଙ୍କ ପରିବାରବର୍ଗ । ସେମାନଙ୍କର ସେବା, ଚିକିତ୍ସା ଓ ସହଯୋଗ ଫଳରେ ପ୍ରତୀକ୍ଷ ନୂଆ ଜୀବନ ଫେରିପାଇଥିବା କହିଛନ୍ତି ତାଙ୍କ ସମ୍ପର୍କୀୟ ଭାଇ ସୁଧୀର ସାହୁ । ପ୍ରତୀକ୍ଷ ମଧ୍ୟ ଘରକୁ ଫେରିବା ପରେ ବେଶ ଖୁସି ଅଛନ୍ତି ।

Previous Post

ଯୁକ୍ତ ଦୁଇ ପରୀକ୍ଷା ବାତିଲ

Next Post

ଆରପାରିରେ ‘ଶଲାବୁଢ଼ା’

Next Post
ଆରପାରିରେ ‘ଶଲାବୁଢ଼ା’

ଆରପାରିରେ 'ଶଲାବୁଢ଼ା'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA