Month: June 2024

କିସ୍‌ର ସୁରକ୍ଷା ପାଇଁ ବାହାରିଲେ ଜନଜାତି

କିସ୍‌ର ସୁରକ୍ଷା ପାଇଁ ବାହାରିଲେ ଜନଜାତି

ଭୁବନେଶ୍ୱର: କିସ୍‌କୁ ଲଗାତାର ବଦନାମ କରାଯାଉଥିବାରୁ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଏବେ ଭୟଭୀତ । ଗ୍ରୀଷ୍ମ ଛୁଟି ପରେ ସ୍କୁଲ୍‌ ଖୋଲିବା ପୂର୍ବରୁ କିସ୍‌ର ଛାତ୍ରଛାତ୍ରୀ ଓ ...

ରାଜଘାଟରେ ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ରାଜଘାଟରେ ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀରେ ରାଜଘାଟଠାରେ ...

କେବଳ ସୋମବାର ନା ସବୁଦିନ ?

କେବଳ ସୋମବାର ନା ସବୁଦିନ ?

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇଁ ଶାସନର ମଙ୍ଗ ଧରିଛନ୍ତି ବିଜେପି ସରକାର । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ଛାଡ଼ିଦେଲେ ଅନ୍ୟମାନଙ୍କ ପାଇଁ ମନ୍ତ୍ରୀପଦର ଏହା ...

ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଲେ ମାହାଙ୍ଗା ବିଧାୟକ

ପାନୀୟଜଳ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଲେ ମାହାଙ୍ଗା ବିଧାୟକ

ଭୁବନେଶ୍ୱର : ମାହାଙ୍ଗା ନିର୍ବାଚନ ମଣ୍ଡଳୀର ପ୍ରତି ଘରେ କିପରି ବିଶୁଦ୍ଧ ପାନୀୟ ଜଳ ପହଞ୍ଚିବ ସେ ନେଇ ଆଜି ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ ...

ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀ ଠାରେ ରାଷ୍ଟ୍ରପତି ...

Page 1 of 7 1 2 7

BROWSE BY CATEGORIES

BROWSE BY TOPICS