ମା ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପି ଅପଚେଷ୍ଟାର ଜବାବ ଦିଅ: ନବୀନ
ଭୁବନେଶ୍ୱର : ଆଜି ବିଶ୍ୱ ମହିଳା ଦିବସରେ ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଦଳର ସଭାପତି ତଥା ବିରୋଧୀ ଦଳ ...
ଭୁବନେଶ୍ୱର : ଆଜି ବିଶ୍ୱ ମହିଳା ଦିବସରେ ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଦଳର ସଭାପତି ତଥା ବିରୋଧୀ ଦଳ ...
ଭୁବନେଶ୍ୱର: ଆଜି ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର କୋଟିଏ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି । ବ୍ରହ୍ମପୁର ଆମ୍ବପୁଆଠାରେ ...
ଭୁବନେଶ୍ୱର: କିଟ୍ କ୍ୟାମ୍ପସରେ ସ୍ୱାଭାବିକତା ସୁନିଶ୍ଚିତ କରିବା ଦିଗରେ କିଟ୍ କର୍ତ୍ତୃପକ୍ଷ ବ୍ୟାପକ ପଦକ୍ଷେପ ନେଇଛନ୍ତି । ଫଳରେ ଏବେ ନେପାଳୀ ଛାତ୍ରଛାତ୍ରୀମାନେ କ୍ୟାମ୍ପସ୍କୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୦୦୦ ଛାତ୍ରଛାତ୍ରୀ ହଷ୍ଟେଲ୍କୁ ଫେରିସାରିଲେଣି । ୧୧୦୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ବାକି ୧୦୦ ଛାତ୍ରଛାତ୍ରୀ ମଧ୍ୟ କ୍ୟାମ୍ପସ୍କୁ ଫେରୁଛନ୍ତି । ନେପାଳୀ ଛାତ୍ରଛାତ୍ରୀଙ୍କୁ ପୁନର୍ବାର କ୍ୟାମ୍ପସ୍କୁ ଫେରାଇ ଆଣିବା ଦିଗରେ ଓଡ଼ିଶା ସରକାର, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନୂଆଦିଲ୍ଲୀସ୍ଥିତ ନେପାଳ ଦୂତାବାସ ଓ ନେପାଳ ସରକାରଙ୍କ ସହଯୋଗ ପାଇଁ କିଟ୍ କର୍ତ୍ତୃପକ୍ଷ ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି । ନେପାଳୀ ଛାତ୍ରଛାତ୍ରୀ କ୍ୟାମ୍ପସ୍ରେ ପହଞ୍ଚିବା ପରେ ସେମାନଙ୍କ ସୁରକ୍ଷା ସହ ନିରବଚ୍ଛିନ୍ନ ଶୈକ୍ଷିକ କାର୍ଯ୍ୟକଳାପ ପାଇଁ କିଟ୍ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ସୂଚନାଯୋଗ୍ୟ, ନେପାଳୀ ଛାତ୍ରଛାତ୍ରୀମାନେ ପୁଣି ଥରେ କ୍ଲାସ ଆରମ୍ଭ କରିଛନ୍ତି ଏବଂ ଶୈକ୍ଷିକ କାର୍ଯ୍ୟସୂଚୀରେ ସାମିଲ ହୋଇଛନ୍ତି । ନିୟମିତ କ୍ଲାସଗୁଡ଼ିକ ବିନା କୌଣସି ବାଧାରେ ଜାରି ରହିଛି ଏବଂ ଛାତ୍ରଛାତ୍ରୀମାନେ ପୂର୍ବପରି ସେମାନଙ୍କର ପାଠ୍ୟକ୍ରମ ଏବଂ କ୍ୟାମ୍ପସ କାର୍ଯ୍ୟକଳାପରେ ନିଜକୁ ନିୟୋଜିତ ରଖିଛନ୍ତି । ନେପାଳୀ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସକୁ ଫେରାଇ ଆଣିବା ପାଇଁ କିଟ୍ କର୍ତ୍ତୃପକ୍ଷ ନେପାଳ ଦୂତାବାସ, ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କ ସହ ଲଗାତାର ପରାମର୍ଶ କରି ଛାତ୍ରଛାତ୍ରୀଙ୍କ କ୍ୟାମ୍ପସ୍ରେ ସମସ୍ତ ପ୍ରକାର ସୁରକ୍ଷା ସହ ସହଯୋଗ ଯୋଗାଇ ଦିଆଯିବା ନିମନ୍ତେ ପ୍ରତିଶ୍ରୁତି ଦେଇଛନ୍ତି। ଛାତ୍ରଛାତ୍ରୀଙ୍କର ଯେପରି କୌଣସି ଅସୁବିଧା ନହୁଏ ସେଥିପାଇଁ ଏକ ସ୍ୱତନ୍ତ୍ର ପ୍ରକୋଷ୍ଠ ଖୋଲାଯାଇଛି।
ଭୁବନେଶ୍ୱର: ବରିଷ୍ଠ ଯୁବ ସାମ୍ବାଦିକ ଚୌଧୁରୀ ଅମିତାଭ ଦାସଙ୍କ ଦ୍ୱାରା ଲିଖିତ 'ନିର୍ବାଚନ ୨୦୦୪ ଓଡ଼ିଶା ରାଜନୀତିର କଡ଼ ଲେଉଟାଣି' ପୁସ୍ତକକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ...
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଭୁବନେଶ୍ୱର ଠାରେ ସାମ୍ବାଦିକ ତଥା ଲେଖକ ଚୌଧୁରୀ ଅମିତାଭ ଦାସଙ୍କ ଦ୍ୱାରା ଲିଖିତ “ନିର୍ବାଚନ ୨୦୨୪ - ...
ଭୁବନେଶ୍ୱର: ଓଡ଼ିଆ ମାନେ ଆଜି ସଙ୍କଟରେ । ଓଡ଼ିଆ ଯୁବକ କୁହନ୍ତୁ, ଓଡ଼ିଆକଣ୍ଟ୍ରାକ୍ଟର, ଓଡ଼ିଆ ବ୍ୟବସାୟ, ଓଡ଼ିଆ ବିଲଡର,ଓଡ଼ିଆ ସପ୍ଲାୟର,ଓଡ଼ିଆ ମାନେ କରିଥିବା ଶିକ୍ଷା ନୁଷ୍ଠାନ ଏବଂ ...
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଏବଂ ପରବର୍ତ୍ତୀ ଘଟଣାବଳୀର ତଦନ୍ତ ଆରମ୍ଭ କରିଛନ୍ତି ଜାତୀୟ ମାନବାଧିକାର କମିସନ(NHRC) । ଲ' ରେଜିଷ୍ଟ୍ରର ଯୋଗିନ୍ଦର ସିଂଙ୍କ ...
MiddayOdisha fills a gap in local media for the numerous speakers living and visiting Odisha and outside Odisha.
© 2020-2022 MIDDAY ODISHA