Monday, November 2, 2026 03:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୦୬୭ଜଣଙ୍କୁ ନିଯୁକ୍ତି ପତ୍ର

୧୮ତମ ନିଯୁକ୍ତି ମେଳା

by Our Correspondent
01 Nov, 2026- 10:44 PM
in Latest News, News
1 min read
0
୨୦୬୭ଜଣଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ୱର: ରାଜ୍ୟର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନ ବିଦ୍ୟାଳୟ ଗୁଡ଼ିକରେ ୨୦୬୭ ଜଣ ସେବକ-ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି । ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଅଡିଟୋରିୟମ ଠାରେ ଅନୁଷ୍ଠିତ ୧୮ତମ ନିଯୁକ୍ତି ମେଳା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ।

ରାଜ୍ୟ ସରକାର କ୍ଷମତାକୁ ଆସିବା ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ଖାଲିଥିବା ସରକାରୀ ପଦପଦବୀ ଗୁଡ଼ିକୁ ପର୍ଯ୍ୟାୟକ୍ରମେ ପୂରଣ କରୁଛନ୍ତି। ୨୦୨୪ ଜୁନ୍ ମାସରୁ ଆରମ୍ଭ ହୋଇଥିବା ଏହି ନିଯୁକ୍ତି ପ୍ରକ୍ରିୟାରେ ଆଜିର ୧୮ତମ ନିଯୁକ୍ତି ମେଳାର ୨,୦୬୭ ଜଣଙ୍କୁ ମିଶାଇ ସମୁଦାୟ ୪୮,୬୪୨ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ୱ ଦିଆଯାଇ ଆଜି ସୁଦ୍ଧା ୨୮, ୬୯୩ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ଷେତ୍ରର ବିଭିନ୍ନ ଆହ୍ୱାନକୁ ଧୈର୍ଯ୍ୟ, ନିଷ୍ଠା ଓ ସକାରାତ୍ମକ ମନୋଭାବ ସହ ସମାଧାନ କରନ୍ତୁ। ‘କର୍ମ ହିଁ ଭଗବାନ’ ନୀତିକୁ ଆପଣାଇ ନିୟମିତତା ବଜାୟ ରଖନ୍ତୁ । ମଧ୍ୟାହ୍ନ ଭୋଜନ ଭଳି ଯୋଜନାରେ କୌଣସିପ୍ରକାର ଅନିୟମିତତାକୁ ବରଦାସ୍ତ କରାଯିବ ନାହିଁ ତେଣୁ ତା ପ୍ରତି ସଚେତନ ରୁହନ୍ତୁ। ଶିକ୍ଷକତା ମର୍ଯ୍ୟାଦାକୁ କ୍ଷୁର୍ଣ୍ଣ କରୁଥିବା ମଦ୍ୟପାନ କିମ୍ବା ଶିକ୍ଷାର୍ଥୀଙ୍କ ପ୍ରତି ଅମାନବିକ ଦଣ୍ଡବିଧାନ ଭଳି ବିଶୃଙ୍ଖଳିତ ଆଚରଣରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ। ଆଦର୍ଶ ଆଚରଣ ଶିକ୍ଷକ ମାନଙ୍କ ପାଇଁ ଅଧିକ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଏସସି/ଏସଟି ଉନ୍ନୟନ ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ, ବିଧାୟକ ବାବୁ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

‘ଅର୍ଣ୍ଣବ’ ପରିଚାଳନାରେ ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA