Sunday, May 10, 2026 08:48 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୫୦ ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ

by Our Correspondent
10 Feb, 2026- 07:09 PM
in Latest News, News
1 min read
0
୨୫୦ ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ

ଭୁବନେଶ୍ୱର: ଆଜି କଳିଙ୍ଗ ଷ୍ଟାଡିୟମ ଠାରେ ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା ସମୟମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା କରିଛନ୍ତି। ଏହାର ପ୍ରଥମ ପର୍ଯ୍ୟାୟରେ ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିବା ବେଳେ, ଆଜି କଳିଙ୍ଗ ଷ୍ଟାଡିୟମ, ଭୁବନେଶ୍ୱରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ଏହି ସମସ୍ତ ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରାୟ ୧୧୧ କୋଟି ଟଙ୍କା ବିନିଯୋଗ କରିଛନ୍ତି।

ବର୍ତ୍ତମାନ ସାରା ରାଜ୍ୟରେ ୮୬୬ଟି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଚାଲୁଥିବା ବେଳେ, ଗର୍ଭବତୀ ମହିଳା ଏବଂ ଅସୁସ୍ଥ ଶିଶୁମାନଙ୍କ ପାଇଁ ‘ଜନନୀ ଏକ୍ସପ୍ରେସ୍’ ନାମରେ ଆଉ ୫୦୦ଟି ସ୍ୱତନ୍ତ୍ର ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ଏହି ଆମ୍ବୁଲାନ୍ସ ସେବାଗୁଡ଼ିକ ରାଜ୍ୟବାସୀଙ୍କ ପାଇଁ ଏକ ଜୀବନରେଖା ଭାବେ କାମ କରୁଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁହାର କମାଇବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଦିଗରେ ଲଗାତାର ପଦକ୍ଷେପ ନିଆଯାଉଛି। ରାଜ୍ୟର ସବୁ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲ୍ ପର୍ଯ୍ୟନ୍ତ ନିରନ୍ତର ଆମ୍ବୁଲାନ୍‌ସ ସେବା ଜାରି ରଖିବାକୁ ପଦକ୍ଷେପ ନିଆଯାଉଛି। ଏହା ବ୍ୟତୀତ ବିମାନ ଯୋଜନା ମାଧ୍ୟମରେ ରାଉରକେଲା ଓ ଜୟପୁର ପରି ଏୟାରଷ୍ଟ୍ରିପ୍‌ରେ ମଧ୍ୟ ଆମ୍ବୁଲାନ୍‌ସର ସେବା ଯୋଗାଇଦିଆଯିବ।

ବର୍ତ୍ତମାନ ରାଜ୍ୟର ବିଭିନ୍ନ ବିମାନବନ୍ଦର ନିମନ୍ତେ ୫ଟି ଆଡ୍‌ଭାନ୍‌ସଡ ଲାଇଫ୍ ସପୋର୍ଟ ଆମ୍ବୁଲାନ୍‌ସ ଏବଂ ଝାରସୁଗୁଡା ସ୍ଥିତ କ୍ୟାନସର ହସ୍ପିଟାଲ ପାଇଁ ୨ଟି ଆମ୍ବୁଲାନସ ବର୍ତ୍ତମାନ ନିୟୋଜିତ ଅଛି। ସାରା ରାଜ୍ୟରେ ଆମ୍ବୁଲାନ୍‌ସ ଜରିଆରେ ଦିନକୁ ହାରାହାରି ୫ ହଜାରରୁ ଅଧିକ ରୋଗୀଙ୍କୁ ସରକାରୀ ହସ୍ପିଟାଲକୁ ନିଆଯାଉଛି।

Previous Post

ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବୃଦ୍ଧି

Next Post

ବିଜେବି କଲେଜ ଛାତ୍ରୀ ତମନ୍ନା ଭୋଇଙ୍କୁ ଖଣ୍ଡପଡ଼ା ଟ୍ରଫି ସମ୍ମାନ

Next Post
ବିଜେବି କଲେଜ ଛାତ୍ରୀ ତମନ୍ନା ଭୋଇଙ୍କୁ ଖଣ୍ଡପଡ଼ା ଟ୍ରଫି ସମ୍ମାନ

ବିଜେବି କଲେଜ ଛାତ୍ରୀ ତମନ୍ନା ଭୋଇଙ୍କୁ ଖଣ୍ଡପଡ଼ା ଟ୍ରଫି ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA