Friday, June 26, 2026 04:59 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସ୍ୱାଭିମାନ ଅଞ୍ଚଳରେ ଆଉ ୩ଟି ବୃହତ ସେତୁ

୧୦୧ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

by Our Correspondent
21 Aug, 2023- 07:11 PM
in Latest News, News
1 min read
0
ସ୍ୱାଭିମାନ ଅଞ୍ଚଳରେ ଆଉ ୩ଟି ବୃହତ ସେତୁ

ଭୁବନେଶ୍ୱର: ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ୱାସ୍ଥ୍ୟ, ଟେଲି ଯୋଗାଯୋଗ ଆଦି ଅନେକ ମୌଳିକ ସେବା ସୁବିଧାରେ ଉପଲବ୍‌ଧ ହେଉଛି। ଏହି ପ୍ରକ୍ରିୟାକୁ ଆହୁରି ଆଗକୁ ନେଇ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସେଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହାଦ୍ୱାରା ସ୍ୱାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ। ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ମାସ ୨୯ ତାରିଖରେ ମାଲକାନଗିରି ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ଖଲିଆଗଡ ନାଳ ଉପରେ ଯନ୍ତ୍ରୀ ଠାରୁ ଢାକପଦର ରାସ୍ତା ପର୍ଯ୍ୟନ୍ତ ୧୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ ଗୋଟିଏ ସେତୁ ନିର୍ମାଣ କରାଯିବ। ଏଥିପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ । ପଣସପୁଟ ଓ ଯନ୍ତ୍ରୀ ଗ୍ରାମପଞ୍ଚାୟତର ଲୋକମାନେ ଏହାଦ୍ୱାରା ବିଶେଷ ଉପକୃତ ହେବେ ।

ଦ୍ୱିତୀୟ ସେତୁଟି କୁମୁଡାଗୁଡା ନଦୀ ଉପରେ ଘନବେଡା ଠାରୁ କୋଡିଗାନ୍ଧୀ ରାସ୍ତା ପର୍ଯ୍ୟନ୍ତ ନିର୍ମାଣ କରାଯିବ। ୨୨୩ ମିଟର ଦୀର୍ଘ ଏହି ସେତୁ ପାଇଁ ୨୭ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ୱାରା ପଣସପୁଟ, ଯନ୍ତ୍ରୀ ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚୟତର ଲୋକମାନେ ବିଶେଷ ଉପକାର ପାଇବେ।

ତୃତୀୟ ସେତୁଟି ମାଛକୁଣ୍ଡ ନଦୀ ଉପରେ ନିର୍ମାଣ କରାଯିବ। ଏହା ବିଶେଇଗୁଡାକୁ ଯନ୍ତ୍ରୀ ପର୍ଯ୍ୟନ୍ତ ଯୋଡିବ। ୩୭୨ ମିଟର ଦୀର୍ଘ ଏହି ସେତୁ ପାଇଁ ୫୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ୱାରା ଯନ୍ତ୍ରୀ, ପେପରମେଟଲା ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚାୟତର ଲୋକମାନେ ବିଶେଷ ଉପକୃତ ହେବେ।

Previous Post

ଭାସ୍କର ସାହୁଙ୍କୁ ଛାଡ଼ିଦେଲା ପୁଲିସ

Next Post

5T Secretary interacts with college students of Khordha District

Next Post
5T Secretary interacts with college students of  Khordha District

5T Secretary interacts with college students of Khordha District

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA