Friday, April 24, 2026 07:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଉ ୪ ବିଧାୟକ ସଭ୍ୟପଦ ହରାଇବେ

ବାଚସ୍ପତିଙ୍କ କାରଣ ଦର୍ଶାଅ ନୋଟିସ୍

by Our Correspondent
21 May, 2024- 05:21 PM
in Latest News, News, Politics
1 min read
0
ଆଉ ୪ ବିଧାୟକ ସଭ୍ୟପଦ ହରାଇବେ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇ ଦଳବଦଳ କରିଥିବା ଆଉ ୪ ବିଧାୟକ ସଭ୍ୟପଦ ହରାଇବାକୁ ଯାଉଛନ୍ତି । ସେମାନେ ହେଲେ ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଏବଂ ସୋର ବିଧାୟକ ପର୍ଶୁରାମ ଧଡ଼ା । ।

ବିଜେଡି ଟିକେଟରେ ନିର୍ବାଚିତ ଏହି ବିଧାୟକମାନେ ଚଳିତ ନିର୍ବାଚନରେ ଦଳୀୟ ଟିକେଟ୍ ରୁ ବଞ୍ଚିତ ହେଲା ପରେ ବିଜେଡିରୁ ଇସ୍ତଫା ଦେଇଥିଲେ । ସେମାନେ ବିଜେପିରେ ଯୋଗଦେଇଛନ୍ତି । ଦଳବଦଳ ନିରୋଧ ଆଇନ ଅନୁଯାୟୀ, ଏମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଗତକାଲି ବାଚସ୍ପତିଙ୍କ ନିକଟରେ ଏକ ପିଟିସନ୍ ଦାଖଲ କରିଥିଲେ । ଏହି ପିଟିସନ୍ ଆଧାରରେ ବିଜେଡିରୁ ଇସ୍ତଫା ଦେଇଥିବା ସଂପୃକ୍ତ ୪ ବିଧାୟକଙ୍କୁ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ନିର୍ଦ୍ଦେଶରେ ବିଧାନସଭା ସଚିବ ଆଜି କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି । ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ସେମାନଙ୍କୁ କୁହାଯାଇଛି । କାହିଁକି ବିଧାୟକ ପଦ ରଦ୍ଦ ନ ହେବ ବିଧାୟକମାନେ ପକ୍ଷ ରଖିବେ ।

ସୂଚନାଯୋଗ୍ୟ, ଗତ ମାସରେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି ଏବଂ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ କରିଥିଲେ ବାଚସ୍ପତି । ବିଜେଡି ଟିକେଟରେ ଏମାନେ ବିଧାୟକ ହୋଇଥିଲେ । ମାତ୍ର ଏଥର ପୁଣି ଟିକେଟ୍ ନ ପାଇ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗଦେଇଥିଲେ । ସରକାରୀ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ବାଚସ୍ପତି ଶ୍ରୀମତୀ ମଲ୍ଲିକ ଏପ୍ରିଲ୍ ୧୧ ତାରିଖରେ ଶ୍ରୀ ଢ଼ାଲି ଏବଂ ଶ୍ରୀ ନାୟକଙ୍କ ସଭ୍ୟପଦ ରଦ୍ଦ କରିଥିଲେ ।

Previous Post

ମୋଦୀଙ୍କ ପ୍ରଶ୍ନର ଉତ୍ତର ଦେଲେ ପାଣ୍ଡିଆନ୍

Next Post

ଦ୍ୱିତୀୟ ପର୍ଯ୍ୟାୟରେ ୬୯.୩୪% ମତଦାନ

Next Post
ଦ୍ୱିତୀୟ ପର୍ଯ୍ୟାୟରେ ୬୯.୩୪% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୬୯.୩୪% ମତଦାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA