Wednesday, April 22, 2026 09:09 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା

ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ ମୋହନ

by Our Correspondent
04 Sep, 2024- 09:12 PM
in Latest News, News
1 min read
0
କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସଂଧ୍ୟାରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାନିକ ଶାହାଙ୍କ ସହିତ ଫୋନ ଯୋଗେ ଆଲୋଚନା କରି ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସମବେଦନା ପ୍ରକାଶ କରିଛନ୍ତି ।

ଉଭୟ ରାଜ୍ୟରେ ବିପର୍ଯ୍ୟୟ ପରବର୍ତ୍ତୀ ପୁନରୁଦ୍ଧାର ଓ ପୁନନିର୍ମାଣ କାର୍ଯ୍ୟ ପାଇଁ ଓଡିଶା ସହଯୋଗର ହାତ ବଢାଇବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଲୋଚନା ସମୟରେ କହିଥିଲେ ।

ଏଥିପାଇଁ ଉଭୟ କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ। ଉଭୟ କେରଳ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଏହି ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି । ବିପର୍ଯ୍ୟୟ ସମୟ ରେ ଉଭୟ ରାଜ୍ୟ ରେ ଥିବା ଓଡ଼ିଆ ଲୋକ ଙ୍କୁ ସାହାଯ୍ୟ ଓ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଉଭୟ ରାଜ୍ୟ ର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ ଗତ ମାସରେ ଉଭୟ ରାଜ୍ୟ ପ୍ରଳୟଙ୍କରୀ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ । କେରଳରେ ଭୂସ୍ଖଳନ ଓ ତ୍ରିପୁରାରେ ବନ୍ୟା ଯୋଗୁଁ ବ୍ୟାପକ ଧନଜୀବନ ନଷ୍ଟ ହୋଇଛି ।

Previous Post

ବିଜେପିର ମିଛ ପଦାରେ ପକାଅ: ନବୀନ

Next Post

କେବଳ ଗଞ୍ଜେଇରୁ ଜେଲରଙ୍କ ପକେଟକୁ ମାସିକ ୬୦ ଲକ୍ଷ !

Next Post
କେବଳ ଗଞ୍ଜେଇରୁ ଜେଲରଙ୍କ ପକେଟକୁ ମାସିକ ୬୦ ଲକ୍ଷ !

କେବଳ ଗଞ୍ଜେଇରୁ ଜେଲରଙ୍କ ପକେଟକୁ ମାସିକ ୬୦ ଲକ୍ଷ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA