Thursday, June 25, 2026 04:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଟକ ଗସ୍ତରେ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ୍

by Our Correspondent
21 Dec, 2023- 11:09 PM
in Latest News, News
1 min read
0
କଟକ ଗସ୍ତରେ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ସଂଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି । ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି ପରିଦର୍ଶନ କରି ଥିଲେ.

କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, ଜିଲ୍ଲାପ୍ରଶାସନ ସହିତ ଆଲୋଚନା କରିଛନ୍ତି।

ସୂଚନାଯୋଗ୍ୟ ଯେ ୫-ଟି ଉପକ୍ରମରେ ମା’ଙ୍କ ମନ୍ଦିରର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜଳ ନିଷ୍କାସନ, ପାର୍କିଂ ଓ ଅନ୍ୟାନ୍ୟ କାର୍ଯ୍ୟକୁ ଅନୁଧ୍ୟାନ କରି ଶ୍ରୀ ପାଣ୍ଡିଆନ ଏହାକୁ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ଏକ ଦିବ୍ୟ ଅନୁଭବ ଲାଭ କରିବେ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ।

୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିଦର୍ଶନ କରି ଏହାର ରୂପାନ୍ତର କାମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ୪ଟି କ୍ଲିନିକାଲ ବ୍ଲକ୍‌ ଓ ୧୩ଟି ଆବାସିକ ବ୍ଲକ୍‌ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସଂପୂର୍ଣ୍ଣ ଭାବେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ଶ୍ରୀ ପାଣ୍ଡିଆନ ଏହାପରେ ରେଭେନ୍‌ସା ବାଳିକା ବିଦ୍ୟାଳୟ ବୁଲି ଦେଖିଥିଲେ, ସେଠାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ଓ heritage buildingକୁ restore କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ l ୫-ଟି ଉପକ୍ରମ ରେ ସ୍କୁଲ ର ବିକାଶ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରି ଥିଲେ.

୫-ଟି ଅଧ୍ୟକ୍ଷତଙ୍କ ଗସ୍ତ ସମୟରେ ପୂର୍ତ୍ତ ବିଭାଗ ପ୍ରମୂଖ ସଚିବ, ଜିଲ୍ଲାପାଳ, ସିଏମସି କମିଶନର, ଡିସିପି, obcc ର ପରିଚାଳନା ନିର୍ଦ୍ଦେଶକ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

Previous Post

ଭିଡିଓକୁ ନେଇ ମିଛ ନାଟକ କରୁଛନ୍ତି ବିଜେପି ନେତା: ବିଜେଡି

Next Post

୨୨ରେ ଦେଶବ୍ୟାପୀ ପ୍ରତିବାଦ: ଏକାଠି ହେଲେ ଇଣ୍ଡିଆ ମେଣ୍ଟଭୁକ୍ତ ଓଡ଼ିଶାର ବିରୋଧି ଦଳ

Next Post
୨୨ରେ ଦେଶବ୍ୟାପୀ ପ୍ରତିବାଦ: ଏକାଠି ହେଲେ ଇଣ୍ଡିଆ ମେଣ୍ଟଭୁକ୍ତ ଓଡ଼ିଶାର ବିରୋଧି ଦଳ

୨୨ରେ ଦେଶବ୍ୟାପୀ ପ୍ରତିବାଦ: ଏକାଠି ହେଲେ ଇଣ୍ଡିଆ ମେଣ୍ଟଭୁକ୍ତ ଓଡ଼ିଶାର ବିରୋଧି ଦଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA