Friday, June 26, 2026 06:56 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଡିସେମ୍ବର ୩୧ ସୁଦ୍ଧା ‘ସମଲେଇ’ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୋର୍ ୪ଟାରେ ପ୍ରକଳ୍ପ ଜାଗା ବୁଲିଲେ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ୍

by Our Correspondent
09 Nov, 2023- 10:49 AM
in Latest News, News
1 min read
0
ଡିସେମ୍ବର ୩୧ ସୁଦ୍ଧା ‘ସମଲେଇ’ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ବଲପୁରର ପ୍ରସିଦ୍ଧ ମା ସମଲେଇ ପ୍ରକଳ୍ପ କାର୍ଯ୍ୟ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ଶେଷ କରିବାକୁ ୫-ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଭୋର୍ ୪ଟାରୁ ୬ ଟା ପର୍ଯ୍ୟନ୍ତ ସେ ପ୍ରକଳ୍ପ ଜାଗା ବୁଲି କାର୍ଯ୍ୟର ସମୀକ୍ଷା କରିଥିଲେ । ଅଧିକ ମେସିନ୍ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ସମୀକ୍ଷା ବେଳେ ଶ୍ରୀ ପାଣ୍ଡିଆନ୍ ଭକ୍ତମାନଙ୍କ ପାଇଁ ସବୁ ସୁବିଧାର ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇଥିଲେ । ଯାତ୍ରୀମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ତାକୁ ଆଖିରେ ରଖି କାମ କରିବାକୁ ପରାମର୍ଶ ଦେଇଥିଲେ । ଯାତ୍ରୀଙ୍କ ସୁବିଧା ପାଇଁ ଫାଷ୍ଟ ଏଡ୍ ଓ ଅନ୍ୟ ମେଡିକାଲ୍ ସେବାର ସୁବିଧା ରଖିବାକୁ ସେ କହିଥିଲେ ।

ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଂଶ ଗୁଡ଼ିକୁ ଜଲଦି ଆଗେଇ ନେବା ପାଇଁ ଅଧିକ ମେସିନ ଓ ମାନବ ସମ୍ବଳ ବ୍ୟବହାର କରି ଫୁଟ ଓଭର ବ୍ରିଜ, ମନ୍ଦିର ଭିତର ବିଭିନ୍ନ କାମ, ଲ୍ୟାମ୍ପ ରୁମ୍, ଐତିହ୍ୟ କରିଡ଼ର, ପୁଷ୍କରିଣୀ ସ୍ଥଳ, ପାର୍କିଂ କାମ ଶୀଘ୍ର ସାରିବାକୁ ହେବ । ବାକି ରହି ଯାଇଥିବା ବିଭିନ୍ନ ଷ୍ଟ୍ରକଚରକୁ ୧୦ ଦିନ ମଧ୍ୟରେ ସଫା କରି କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିଭଳି ଐତିହ୍ୟ କରିଡ଼ର ଓ ମନ୍ଦିର ଚାରି ପାଖେ ଖଣ୍ଡାଲାଇଟ୍ ପଥର ବିଛେଇବା କାମକୁ ଶୀଘ୍ର ସରିବା, ସୌନ୍ଦର୍ଯ୍ୟ କରଣ ପାଇଁ ସ୍ଥାନୀୟ ବୃକ୍ଷ ଲତାର ବ୍ୟବହାର ଓ ସ୍ଥାନୀୟ ସଂସ୍କୃତିକୁ ଗୁରୁତ୍ଵ ଦିଆଯାଇଛି । ମନ୍ଦିର ଭିତରେ ନିର୍ମାଣ ହେଉଥିବା ବିଭିନ୍ନ କାମ, କ୍ଲକ୍ ଟାୱାର, ଓ ଲାମ୍ପ ରୁମ୍ କାମର ସୋନ୍ଦର୍ଯ୍ୟ କରଣ ଉପରେ ଶ୍ରୀ ପଣ୍ଡିଆନ ଗୁରୁତ୍ଵ ଦେଇଥିଲେ।

ଦୁଇ ନମ୍ବର ଐତିହ୍ୟ ଗେଟ, ପାର୍କିଂ, ଐତିହ୍ୟ କରିଡ଼ରର ବାହାର ପଟରେ କୋବଲ ପଥର ବିଛାଇବା କାମ, ପାନୀୟ ଜଳ ସୁବିଧା, ଟଏଲେଟ୍, ସିସିଟିଭି, ଓ ଆଲୋକିକରଣ କାମ ମଧ୍ୟ ତୁରନ୍ତ ସାରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ନଦୀ ପଟ ସୌନ୍ଦର୍ଯ୍ୟ କରଣ ଓ ବିକାଶ କାମକୁ ପ୍ରିକାଷ୍ଟ ମୁଡ୍ ବ୍ୟବହାର କରି ଅଧିକ ଲୋକ ଲଗାଇ କାମ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ।

ଏହି ସମୀକ୍ଷାରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, ଆରଡିସି, ଜିଲ୍ଲପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

 

Previous Post

ପୁର୍ନବାସ ସହାୟତା ଯୋଗାଉଛି ବ୍ଲକ୍‌ସ୍ତରୀୟ ଫିଜିଓଥେରାପି କେନ୍ଦ୍ର

Next Post

Millets Emerging Hope for Future

Next Post
Millets Emerging Hope for Future

Millets Emerging Hope for Future

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA