Wednesday, April 22, 2026 06:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୮ ମାସରେ ସୁନ୍ଦରଗଡ଼କୁ ୯୭୦ କୋଟିର ପ୍ରକଳ୍ପ

ଦୁଇଦିନିଆ ଜିଲ୍ଲା ଗସ୍ତ ସାରିଲେ ପାଣ୍ଡିଆନ୍

by Our Correspondent
04 Jan, 2024- 10:01 PM
in Latest News, News
1 min read
0
୮ ମାସରେ ସୁନ୍ଦରଗଡ଼କୁ ୯୭୦ କୋଟିର ପ୍ରକଳ୍ପ

ଭୁବନେଶ୍ୱର: ସୁନ୍ଦରଗଡ଼ରେ ଦୁଇଦିନିଆ ଗସ୍ତ ସାରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ଏହି ଅବସରରେ ଜିଲ୍ଲାର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଚାଲିଥିବା ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଗତ ୮ ମାସରେ ସୁନ୍ଦରଗଡ଼ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୭୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଥିବା ସାଧାରଣ ସଭାଗୁଡ଼ିକରେ ସେ ସୂଚନା ଦେଇଥିଲେ ।

ପୂର୍ବଥର ଭଳି ଚଳିତ ଗସ୍ତ ସମୟରେ ମଧ୍ୟ ଲୋକଙ୍କଠାରୁ ସେ ଆପତ୍ତି, ଅଭିଯୋଗ ଓ ଦାବି ସମ୍ବଳିତ ଦରଖାସ୍ତ ଗ୍ରହଣ କରିଥିଲେ । ଆସନ୍ତା ୧୦ ଦିନ ଭିତରେ ଜିଲ୍ଲାବାସୀଙ୍କୁ ରାଜ୍ୟ ସରକାର ଖୁସି ଖବର ଦେବେ । ସେମାନଙ୍କର ଯାହା ଦାବି ଅଛି ପୂରଣ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ ।

ଗତ ମାର୍ଚ୍ଚ ୧୨ ତାରିଖରେ ସେ ଏହି ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଯେଉଁସବୁ ଦରଖାସ୍ତ ସଂଗ୍ରହ କରିଥିଲେ, ସେଥିମଧ୍ୟରୁ ୯୦ ପ୍ରତିଶତ ଦରଖାସ୍ତର ଦାବି ପୂରଣ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ମଂଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।

ଗସ୍ତର ଦ୍ୱିତୀୟ ଦିନରେ ଶ୍ରୀ ପାଣ୍ଡିଆନ୍ ପ୍ରଥମେ ସୁନ୍ଦରଗଡ଼ର ସମଲେଇ ମନ୍ଦିର ଯାଇ ମା ସମଲେଇଙ୍କ ଦର୍ଶନ ଓ ଆଳତି କରିଥିଲେ । ଏହାପରେ ମନ୍ଦିର ସୌନ୍ଦର୍ଯ୍ୟକରଣ କାମର ଅଗ୍ରଗତି ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଆଲୋଚନା କରିଥିଲେ । ପରବର୍ତ୍ତୀ ସମୟରେ ରାଉରକେଲା ବେଦବ୍ୟାସ ମନ୍ଦିର, ଗୋଘର ଶିବ ମନ୍ଦିର ଓ ବେଲସରା ଶିବ ମନ୍ଦିର ରୂପାନ୍ତରଣର ସମୀକ୍ଷା କରିଥିଲେ ।

ଆଜି ସେ ରାଜଗାଙ୍ଗପୁର, ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ନୂଆଗାଁ ଏବଂ ବଣାଇ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଣାଇଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ହିସାବ ରଖିଥିଲେ ।

ଗତକାଲି ସୁନ୍ଦରଗଡ଼ ଜିଲ୍ଲା ଗସ୍ତର ପ୍ରଥମ ଦିନରେ ଶ୍ରୀ ପାଣ୍ଡିଆନ୍ କିରେଇ ଓ ବାଲିଶଙ୍କଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇଥିଲେ ।

Previous Post

ଗାନ୍ଧୀ ଦର୍ଶନର ମୃତ୍ୟୁ ନାହିଁ: ଜଷ୍ଟିସ ଲଳିତ

Next Post

ରାଜ୍ୟରେ ୩ କୋଟି ୩୨ ଲକ୍ଷ ଭୋଟର

Next Post
ରାଜ୍ୟରେ ୩ କୋଟି ୩୨ ଲକ୍ଷ ଭୋଟର

ରାଜ୍ୟରେ ୩ କୋଟି ୩୨ ଲକ୍ଷ ଭୋଟର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA