Thursday, May 14, 2026 09:58 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସପ୍ତାହ ମଧ୍ୟରେ କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣର ମାଷ୍ଟରପ୍ଲାନ୍

୫-ଟି ସଚିବ ପାଣ୍ଡିଆନ୍ ଙ୍କ ଅନୁଧ୍ୟାନ

by Our Correspondent
21 Apr, 2022- 03:20 PM
in Latest News, News
1 min read
0
ସପ୍ତାହ ମଧ୍ୟରେ କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣର ମାଷ୍ଟରପ୍ଲାନ୍

ଭୁବନେଶ୍ୱର: କଟକ ଚଣ୍ଡୀ ମନ୍ଦିରର ଦ୍ରୁତ ଉନ୍ନତିକରଣ ହେବ । ମନ୍ଦିରକୁ ଅଧିକ ସୁନ୍ଦର କରାଯିବା ସହ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ । ମନ୍ଦିରର ସାମଗ୍ରିକ ବିକାଶ କାର୍ଯ୍ୟର ଏକ ମାଷ୍ଟରପ୍ଲାନ୍ ୭ ଦିନ ମଧ୍ୟରେ ପ୍ରସ୍ତୁତ ହୋଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଆଜି ବଡ଼ି ସକାଳୁ କଟକ ଯାଇ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଥିଲେ । ମାଆଙ୍କ ଦର୍ଶନ କରିବା ସହ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସେବାୟତ, ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରିଥିଲେ ।

ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ୫-ଟି ସଚିବ ଆଲୋଚନା କରିବା ସହ ମନ୍ଦିରର ଅଞ୍ଚଳ ବୁଲି ଦେଖିଥିଲେ । ମନ୍ଦିରରେ ଥିବା ସମସ୍ୟା, ବିଶେଷ କରି ଜଳ ନିଷ୍କାସନ, ପାର୍କିଂ ଓ ମରାମତି ନେଇ ମନ୍ଦିର କର୍ତ୍ତୃପକ୍ଷ ୫-ଟି ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ କାମ ହାତକୁ ନିଆଯାଇଛି ବୋଲି ସେ ଏହି ଅବସରରେ ସୂଚନା ଦେଇଥିଲେ ।

ସୂଚନାଯୋଗ୍ୟ, କଟକର ପ୍ରସିଦ୍ଧ ଚଣ୍ଡୀମନ୍ଦିର ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଶ୍ରଦ୍ଧା ଓ ଆସ୍ଥାର ପ୍ରତୀକ । ଏହି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କର ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ଏଥିପାଇଁ ମନ୍ଦିର କମିଟି ଜିଲ୍ଲା ପ୍ରଶାସନ ସହିତ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସଂପର୍କରେ ଆଲୋଚନା ବୋଲି କୁହାଯାଇଛି ।

୫-ଟି ସଚିବଙ୍କ ଗସ୍ତ ସମୟରେ ଆରଡିସି, ଜିଲ୍ଲାପାଳ ସିଏମସି କମିଶନର, ଡିସିପି, ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Previous Post

ଚା’ ଦୋକାନୀ ଶିବଶଙ୍କରଙ୍କ ମହାନତା

Next Post

୧୯୬ଟି ପୁଲିସ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

Next Post
୧୯୬ଟି ପୁଲିସ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

୧୯୬ଟି ପୁଲିସ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA