Friday, October 2, 2026 12:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀ ଦେବେ ସତ୍ୟପାଠ, ଭୁଲ୍ ଥିଲେ ୬ ମାସ ଜେଲ୍

ଓଡ଼ିଶା ପଞ୍ଚାୟତ ଆଇନରେ ସଂଶୋଧନ

by Our Correspondent
25 Dec, 2021- 03:08 PM
in Latest News, News
1 min read
0
ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀ ଦେବେ ସତ୍ୟପାଠ, ଭୁଲ୍ ଥିଲେ ୬ ମାସ ଜେଲ୍

ଭୁବନେଶ୍ୱର: ଆଗାମୀ ପଞ୍ଚାୟତ ନିର୍ବାଚନରେ ଲଢ଼ିବାକୁ ଥିବା ପ୍ରାର୍ଥୀମାନଙ୍କ ପାଇଁ ସତ୍ୟପାଠ ଦାଖଲ ବାଧ୍ୟତାମୂଳକ କରାଯାଇଛି । ବିଧାୟକ, ସାଂସଦଙ୍କ ଭଳି ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ ବେଳେ ସତ୍ୟପାଠ ଦେବାକୁ ପଡ଼ିବ । ସତ୍ୟପାଠରେ ଭୁଲ୍ ତଥ୍ୟ ଦେଇଥିବା ପ୍ରମାଣିତ ହେଲେ ସଂପୃକ୍ତ ପ୍ରାର୍ଥୀଙ୍କୁ ଜରିମାନା ସହ ୬ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ । ଏବେ ବିଧାନସଭା ନ ଥିବାରୁ ଅଧ୍ୟାଦେଶ ଜରିଆରେ ଓଡ଼ିଶା ପଞ୍ଚାୟତ ଆଇନରେ ଏଥିପାଇଁ ସଂଶୋଧନ କରାଯାଇଛି । ଆଇନ ବିଭାଗ ପକ୍ଷରୁ ଏହାର ଗେଜେଟ୍ ନୋଟିଫିକେସନ୍ ଜାରି ହୋଇଛି ।

ନୂଆ ବ୍ୟବସ୍ଥାରେ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ ବେଳେ ସତ୍ୟପାଠ ଦେବାକୁ ବାଧ୍ୟ । ସେଥିରେ ନିଜର ଶିକ୍ଷାଗତ ଯୋଗ୍ୟତା, ସମ୍ପତ୍ତି ବିବରଣୀ ଏବଂ ନିଜ ନାଁରେ ଥିବା ଅପରାଧିକ ମାମଲାର ସମସ୍ତ ତଥ୍ୟ ରହିବ । ଏହି ସତ୍ୟପାଠରେ ସତ ଲୁଚାଇବାକୁ ଯାଇ ମିଥ୍ୟା ତଥ୍ୟ ଦେଲେ ବିପଦ । ମିଥ୍ୟା ତଥ୍ୟ ପ୍ରମାଣିତ ହେଲେ ପ୍ରାର୍ଥୀ ଜରିମାନା ସାଙ୍ଗକୁ ୬ ମାସ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ ଭୋଗିବେ । 

ସଂଶୋଧିତ ଆଇନରେ ପଞ୍ଚାୟତ ପ୍ରତିନିଧିମାନଙ୍କୁ ବିପର୍ଯ୍ୟୟ ମୁକାବିଲା ପାଇଁ ଅଧିକ କ୍ଷମତା ଦିଆଯାଇଛି । ପ୍ରାକୃତିକ ବିପର୍ଯ୍ୟୟ ବେଳେ ରିଲିଫ୍, ଥଇଥାନ ଓ ପୁନଃନିର୍ମାଣରେ ପଞ୍ଚାୟତ ପ୍ରତିନିଧିମାନେ ସାମିଲ ରହିବେ । ପୂର୍ବ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଆଇନ ଏହି କ୍ଷମତା ଦେଇ ନ ଥିଲା ।

Previous Post

ସୋଆର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

Next Post

ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡ଼ି

Next Post
ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡ଼ି

ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡ଼ି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA