Wednesday, April 22, 2026 08:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଉ ୬ ଅଧିକାରୀ ଚାକିରିରୁ ବିଦା

ଏଯାବତ୍ ଗଲେଣି ୧୫୮ ବାବୁ

by Our Correspondent
16 Mar, 2022- 03:06 PM
in Latest News, News
1 min read
0
ଆଉ ୬ ଅଧିକାରୀ ଚାକିରିରୁ ବିଦା

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଏହିକ୍ରମରେ ରାଜ୍ୟ ସରକାର ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ୱାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକଜ୍ୟୁଟିଭ୍ ଇଞ୍ଜିନିୟର୍, ଜଣେ ପୁଲିସ ଇନସପେକ୍ଟର, ଜଣେ ଅତିରିକ୍ତ ଯୋଗାଣ ଅଧିକାରୀ ଏବଂ ଜଣେ ଜିଲ୍ଲା କଲ୍ୟାଣ ଅଧିକାରୀ । ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ବରଖାସ୍ତ ଅଥବା ବାଧ୍ୟତାମୂଳକ ଅବସର ଦିଆଗଲାଣି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସରୋଜ କୁମାର ଦାସ(ଏକଜ୍ୟୁଟିଭ୍ ଇଞ୍ଜିନିୟର୍): ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ଅତୀତର ରେକର୍ଡରୁ ଜଣାଯାଇଛି ଯେ କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ। ତାଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି, ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ଜନସ୍ୱାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଦୟାନିଧି ସାମଲ(ଏକଜ୍ୟୁଟିଭ୍ ଇଞ୍ଜିନିୟର୍): କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ। ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ୱବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ୱାର୍ଥ ବିରୋଧୀ। ଏହାସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କରୁଣାକର ଘଡାଇ(ଏକଜ୍ୟୁଟିଭ୍ ଇଞ୍ଜିନିୟର୍): ନାତାଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ। ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ରତ୍ନାକର ମଲ୍ଲିକ(ପୋଲିସ ଇନ୍‌ସପେକ୍ଟର): ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ରତ୍ନାକର ସେଠୀ(ଅତିରିକ୍ତ ଯୋଗାଣ ଅଧିକାରୀ): ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଚାରୁଲତା ମଲ୍ଲିକ(ପୂର୍ବତନ କଲ୍ୟାଣ ଅଧିକାରୀ): ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ମିସ୍‌ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ। ସେ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
।

Previous Post

ସିବିଏସଇ ତ୍ରୁଟି ସୁଧୁରିଲା, ଓଡ଼ିଆରେ ଫୁଲ୍ ମାର୍କ

Next Post

ବାତ୍ୟା ଆସୁଛି, ଓଡ଼ିଶା ଉପରେ ପ୍ରଭାବ ନାହିଁ

Next Post
ବାତ୍ୟା ଆସୁଛି, ଓଡ଼ିଶା ଉପରେ ପ୍ରଭାବ ନାହିଁ

ବାତ୍ୟା ଆସୁଛି, ଓଡ଼ିଶା ଉପରେ ପ୍ରଭାବ ନାହିଁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA