Friday, May 1, 2026 10:17 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଗୁଣାତ୍ମକ ଶିକ୍ଷା କାର୍ଯ୍ୟକ୍ରମର ସଫଳତା ପାଇଁ  ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

by Our Correspondent
30 Jul, 2021- 12:14 PM
in Latest News, News
1 min read
0
୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟର୍ଡ କୁ କମ୍ କରାଯାଇଛି। ଏହାଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ ବୋଲି କୁହାଯାଇଛି । 

ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-3 କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିୟର୍ଡ କୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିୟର୍ଡ ର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।

Previous Post

ଆରମ୍ଭ ହେଲା ‘ୱାନ୍ ନେସନ୍, ୱାନ ରେସନ୍’

Next Post

ସମ୍ପତ୍ତିର ପାହାଡ଼ରେ ଓଏସଏସସି ସଦସ୍ୟଙ୍କ ପିଏସ୍

Next Post
ସମ୍ପତ୍ତିର ପାହାଡ଼ରେ ଓଏସଏସସି ସଦସ୍ୟଙ୍କ ପିଏସ୍

ସମ୍ପତ୍ତିର ପାହାଡ଼ରେ ଓଏସଏସସି ସଦସ୍ୟଙ୍କ ପିଏସ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA