Tuesday, June 30, 2026 07:20 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ

୪୫୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
21 May, 2022- 07:24 PM
in Latest News, News
1 min read
0
୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ

ଭୁୁବନେଶ୍ୱର: ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସମ୍ପନ୍ନ ଗ୍ରୀଡ୍ ସବଷ୍ଟେସନ୍ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ୍ ଲାଇନ ଆଜି ଉଦଘାଟିତ ହୋଇଛି । ଭିଡିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଏହି ୬ଟି ଉଚ୍ଚଶକ୍ତି ସଂପନ୍ନ ଗ୍ରୀଡ ସବ୍‌ଷ୍ଟେସନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନସ୍‌ମିଶନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି।

ଏହି ନୂତନ ବ୍ୟବସ୍ଥା ଦ୍ୱାରା କଳାହାଣ୍ଡି, ରାୟଗଡା, ନବରଂଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାର ଚାଷୀ, ଛାତ୍ରଛାତ୍ରୀ ଓ ମା ମାନେ ବିଶେଷ ଉପକାର ପାଇବେ। କ୍ଷୁଦ୍ର ଶିଳ୍ପ ଓ ଜଳସେଚନ ପ୍ରକଳ୍ପ ଗୁଡିକ ମଧ୍ୟ ଉପକାର ପାଇବେ । ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ ସେବା ଯୋଗାଇ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିବା ସହ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

ଜନସାଧାରଣଙ୍କୁ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ Odisha Distribution System Strengthening Project ଆରମ୍ଭ କରିଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବ୍‌ଷ୍ଟେସନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟରେ ଲୋ-ଭୋଲ୍‌ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରେ ମନ୍ତ୍ରୀ ସୁଶାନ୍ତ ସିଂ, ଖୋର୍ଦ୍ଧାରେ ମନ୍ତ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, କେନ୍ଦୁଝରରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡା-ଗୁଣୁପୁରରେ ବିଧାୟକ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଂଚାଳନ କରିଥିଲେ ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

ଓଡ଼ିଶା-ମୋ ପରିବାର ସହାୟତାରେ କେରଳରୁ ଓଡ଼ିଶା ଫେରିଲା ଓଡ଼ିଆ ଯୁବକଙ୍କ ମୃତ ଶରୀର

Next Post

ପେଟ୍ରୋଲ୍ ୯.୫୦ ଓ ଡିଜେଲ ୭ ଟଙ୍କା କମିଲା

Next Post
ପେଟ୍ରୋଲ୍ ୯.୫୦ ଓ ଡିଜେଲ ୭ ଟଙ୍କା କମିଲା

ପେଟ୍ରୋଲ୍ ୯.୫୦ ଓ ଡିଜେଲ ୭ ଟଙ୍କା କମିଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA