Tuesday, April 28, 2026 03:47 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଦ୍ୱିତୀୟ ପର୍ଯ୍ୟାୟରେ ୭୧% ମତଦାନ

by Our Correspondent
18 Feb, 2022- 08:16 PM
in Latest News, News
1 min read
0
ଦ୍ୱିତୀୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆଜି ଶେଷ ହୋଇଛି । କିଛି ସ୍ଥାନରେ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ ମୋଟାମୋଟି ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ବୋଲି ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ପ୍ରାରମ୍ଭିକ ଆକଳନ ଅନୁଯାୟୀ ୭୧% ମତଦାନ ହୋଇଥିବା ସେ କହିଛନ୍ତି ।

ପ୍ରଥମ ପର୍ଯ୍ୟାୟ ଭୋଟ ବେଳେ ସୃଷ୍ଟି ହୋଇଥିବା ବିଶୃଙ୍ଖଳାକୁ କମିସନ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ସହ ଶାନ୍ତିପୂର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୁଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ନିର୍ବାଚନରେ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହୋଇଥିବା କମିସନର କହିଛନ୍ତି ।

କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ଯୋଗୁଁ ଭୋଟ କାର୍ଯରେ ବାଧା ସୃଷ୍ଟି ହୋଇଥିବା ନଜରକୁ ଆସିଛି । ଜଗତସିଂହପୁର ଏବଂ ଯାଜପୁରରେ କିଛି ବୁଥ୍ ରେ ଭୋଟଗ୍ରହଣ ପ୍ରକ୍ରିୟାରେ ବାଧା ଉପୁଜିଥିଲା । ୨/୩ ଟି ଜାଗାରେ ବ୍ୟାଲେଟ୍ ପେପର୍ ରେ ତ୍ରୁଟି ଥିବା ଯୋଗୁଁ ସେଠାରେ ପୁନଃ ମତଦାନ ହୋଇପାରେ । ଏ ସମ୍ପର୍କରେ ଜିଲ୍ଲାପାଳଙ୍କଠାରୁ ରିପୋର୍ଟ ମଗାଯାଇଛି ଏବଂ ରିପୋର୍ଟ ମିଳିଲା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ନିର୍ବାଚନ କମିସନର କହିଛନ୍ତି ।

ଶାନ୍ତିପୂର୍ଣ୍ଣ ଦ୍ୱିତୀୟ ପର୍ଯ୍ୟାୟ ମତଦାନରେ ସହଯୋଗ କରିଥିବା ସମସ୍ତଙ୍କୁ କମିସନର ଧନ୍ୟବାଦ ଜଣାଇବା ସହ ଆଗାମୀ ପର୍ଯ୍ୟାୟରେ ଏଭଳି ସହଯୋଗ ଜାରି ରହିବ ବୋଲି ସେ ଆଶା କରିଛନ୍ତି ।

ସୂଚନାଥାଉକି, ୧୬ ତାରିଖରେ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟରେ ୭୭.୨% ମତଦାନ ରେକର୍ଡ ହୋଇଥିଲା ।

Previous Post

ସ୍ୱାସ୍ଥ୍ୟ ଗୁଜବକାରୀ ଜବାବ ପାଇଲେ

Next Post

ଭ୍ରାମ୍ୟମାଣ ଗାଡ଼ିରେ ରକ୍ତଦାନ ଶିବିର

Next Post
ଭ୍ରାମ୍ୟମାଣ ଗାଡ଼ିରେ ରକ୍ତଦାନ ଶିବିର

ଭ୍ରାମ୍ୟମାଣ ଗାଡ଼ିରେ ରକ୍ତଦାନ ଶିବିର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA