Friday, January 16, 2026 12:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଡିଏଭି ପୋଖରୀପୁଟରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

by Our Correspondent
15 Aug, 2025- 07:18 PM
in News
1 min read
0
ଡିଏଭି ପୋଖରୀପୁଟରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ୭୯ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ବିଦ୍ୟାଳୟ ତା’ର ସଫଳତା ପାଇଁ ସମଗ୍ର ଦେଶରେ ସୁନାମ ଅର୍ଜନ କରିଛି । ଦେଶପ୍ରେମୀଙ୍କ ଆତ୍ମ ବଳିଦାନ ଆମ ପାଇଁ ସ୍ମରଣୀୟ । ଦେଶପ୍ରେମ ଭାବନାରେ ଉଦ୍ବୁଦ୍ଧ ହେବା ସହ ଜାତୀୟ ସ୍ତରରେ ଡିଏଭି ପୋଖରୀପୁଟର ମର୍ଯ୍ୟାଦା ବୃଦ୍ଧି ନିମନ୍ତେ ସମସ୍ତଙ୍କର ଏକନିଷ୍ଠ ସାଧନାର ଆବଶ୍ୟକତା ବୋଲି ସେ ବିଦ୍ୟାର୍ଥୀମାନଙ୍କୁ ଆହ୍ୱାନ ଦେଇଥିଲେ ।

ଭିନ୍ନତା ମଧ୍ୟରେ ଏକତା ଆମର ଆଦର୍ଶ, ନିଜ ସାମର୍ଥ୍ୟ ଭିତରେ ମାତୃଭୂମିର ସେବା କରିବାର ଦାୟିତ୍ୱ ବିଦ୍ୟାର୍ଥୀମାନେ ନିଷ୍ଠାର ସହ ନିର୍ବାହ କରିବା ଉଚିତ ବୋଲି ଡିଏଭି ଓଡ଼ିଶା ଜୋନ୍ ଏଫ୍ ର ସହ ଆଞ୍ଚଳିକ ଅଧିକାରୀ ତଥା ଅଧ୍ୟକ୍ଷ ବିପିନ କୁମାର ସାହୁ ନିଜର ଅଭିଭାଷଣରେ କହିଥିଲେ ।

ଏହି ଅବସରରେ ମନ୍ତ୍ର ଓ ଭକ୍ତି ସଦନର ଛାତ୍ରଛାତ୍ରୀଙ୍କ ଦେଶାତ୍ମବୋଧକ ନାଟ୍ୟାଭିନୟ, ସ୍ତୁତି ଓ ଶ୍ଲୋକ ସଦନର ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ଦେଶାତ୍ମବୋଧକ ସାମୂହିକ ସଙ୍ଗୀତ ଓ ଚିତ୍ତାକର୍ଷକ ନୃତ୍ୟ ଉପସ୍ଥିତ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାର୍ଥୀଙ୍କୁ ପୁରସ୍କାର ବିତରଣ କରାଯିବା ପରେ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।

 

Previous Post

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

Next Post

ଟେକ୍-ହୋମ୍-ରାସନ୍ କାର୍ଯ୍ୟକ୍ରମରେ ହେବ ‘ତଦାରଖ ଓ ମୂଲ୍ୟାଙ୍କନ ବ୍ୟବସ୍ଥା’

Next Post
ଟେକ୍-ହୋମ୍-ରାସନ୍ କାର୍ଯ୍ୟକ୍ରମରେ ହେବ ‘ତଦାରଖ ଓ ମୂଲ୍ୟାଙ୍କନ ବ୍ୟବସ୍ଥା’

ଟେକ୍-ହୋମ୍-ରାସନ୍ କାର୍ଯ୍ୟକ୍ରମରେ ହେବ ‘ତଦାରଖ ଓ ମୂଲ୍ୟାଙ୍କନ ବ୍ୟବସ୍ଥା’

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19146 shares
    Share 7658 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA