Friday, April 17, 2026 04:17 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବ୍‍ ’ର ଅଷ୍ଟମ ବାର୍ଷିକ ପୂର୍ତ୍ତି

by Our Correspondent
14 Aug, 2025- 01:16 AM
in News
1 min read
0
ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବ୍‍ ’ର ଅଷ୍ଟମ ବାର୍ଷିକ ପୂର୍ତ୍ତି

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବରେଟୋରି’ର ଅଷ୍ଟମ ବର୍ଷ ପୂର୍ତ୍ତି ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଭିନବ ଉପାୟରେ ଅନେକ ଗବେଷଣାତ୍ମକ କାର୍ଯ୍ୟ ଏହା ମାଧ୍ୟମରେ କରିବାରେ ସମର୍ଥ ହୋଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଭୂତି ଭୂଷଣ ବିଶ୍ୱାଳ ଯୋଗଦାନ କରି ନବୀନ ଗବେଷଣାତ୍ମକ କାର୍ଯ୍ୟ ସମ୍ପାଦନ ନିମନ୍ତେ ଅଟଳ ଟିଙ୍କରିଂ ଲାବରେଟୋରିର ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ମ୍ୟାନେଜର୍ ଡ. ଭାଗ୍ୟବତୀ ନାୟକ ଯୋଗଦାନ କରି ଛାତ୍ରାବସ୍ଥାରୁ ସ୍ୱପ୍ନଦର୍ଶୀ ହେବା ସହ ବୈଜ୍ଞାନିକ ଚିନ୍ତାଧାରାକୁ ଆପଣେଇ ଗବେଷଣାତ୍ମକ ମନୋଭାବ ପୋଷଣ କରିପାରିଲେ ନିଶ୍ଚିତ ଭାବେ ଭବିଷ୍ୟତରେ ସଫଳ ବ୍ୟକ୍ତିତ୍ୱ ଭାବେ ନିଜକୁ ପ୍ରତିଷ୍ଠା କରିପାରିବା କଥା ପ୍ରକାଶ କରିଥିଲେ । ଏହି ସୃଜନଶୀଳ ପ୍ରୟାସକୁ ଛାତ୍ରଛାତ୍ରୀମାନଙ୍କ ମନରେ ପ୍ରୋତ୍ସାହିତ କରିବାରେ ଅଟଳ ଟିଙ୍କରି ଲାବରେଟୋରି ଅଦ୍ୱିତୀୟ ଭୂମିକା ନିର୍ବାହ କରୁଥିବା କଥା ସେ ଉଲ୍ଲେଖ କରିଥିଲେ ।

ଏହି ଅବସରରେ ସମ୍ମାନିତ ବକ୍ତାଭାବେ ପ୍ରଭାତ ପଣ୍ଡା, ଶ୍ରୀମାନ୍‌ ରବିଶଙ୍କର ଦାଶ, ଦ୍ୱାରିକାନାଥ ଚୌଧୁରୀ, ଡ. ରମେଶ ଚନ୍ଦ୍ର ବିଶ୍ୱାଳ ଓ ସୁଚିସ୍ମିତା ସାହୁ ଆଦି ଯୁବ ଉଦ୍ୟୋଗୀ ତଥା ଉଦ୍ଭାବକଗଣ ଯୋଗଦେଇ ଗବେଷଣାତ୍ମକ କାର୍ଯ୍ୟରେ ମନୋନିବେଶ ପୂର୍ବକ ଆଧୁନିକ ସମାଜ ପାଇଁ ବିଜ୍ଞାନର ଅବଦାନକୁ ଲୋକଲୋଚନକୁ ଆଣିବା ଆମର ଦାୟିତ୍ୱ ବୋଲି କହିଥିଲେ । ଡିଏଭି ଓଡ଼ିଶା ଜୋନ୍ ଏଫ୍ ର ସହ ଆଞ୍ଚଳିକ ଅଧିକାରୀ ତଥା ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ବିଦ୍ୟାର୍ଥୀମାନେ ଅନୁସନ୍ଧିତ୍ସା ମନୋଭାବ ପୋଷଣ କରି , ନିଜକୁ ଜଣେ ଜଣେ ଶିଶୁ ବୈଜ୍ଞାନିକଭାବେ ପ୍ରତିଷ୍ଠା କରିବାକୁ ଆହ୍ୱାନ ଦେଇଥିଲେ । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ କୁମାର ଦାସ ଏବଂ ଟିଙ୍କରି ଲାବ୍‌ର ସହଯୋଗୀ ଶିକ୍ଷକ ପ୍ରିୟବ୍ରତ କରଙ୍କ ସଂରଚନାରେ ଏହି କାର୍ଯ୍ୟକ୍ରମଟି ସଫଳ ହୋଇଥିଲା । ଗବେଷଣାଭିତ୍ତିକ ଏହି କାର୍ଯ୍ୟକ୍ରମକୁ ବିଦ୍ୟାର୍ଥୀମାନେ ମନଭରି ଉପଭୋଗ କରି ପ୍ରେରଣା ଲାଭ କରିଥିଲେ । ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ ।

ପରିଶେଷରେ ଇନୋଭେସନ୍ କ୍ଲବର ଛାତ୍ର ସମ୍ପାଦିକା ଏସ୍‌.କେ ପ୍ରତ୍ୟୁଷ୍ନା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଅରୁଣଙ୍କ ‘ବେହାଲ ବର୍ଷା’ରେ ଭିଜିଲେ ଦର୍ଶକ

Next Post

୧୦ କିଲୋମିଟର ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Next Post
୧୦ କିଲୋମିଟର ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

୧୦ କିଲୋମିଟର ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA