Friday, April 17, 2026 03:36 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୯ କିଟ୍ ଲ’ ସ୍କୁଲ ଛାତ୍ରଛାତ୍ରୀ ପାଇଲେ ଓଜେଏସ୍

ପ୍ରଥମ ୧୦ ରେ ୩ କିଟ୍ ଛାତ୍ର

by Our Correspondent
10 Mar, 2021- 06:13 PM
in Latest News, News
1 min read
0
୯ କିଟ୍ ଲ’ ସ୍କୁଲ ଛାତ୍ରଛାତ୍ରୀ ପାଇଲେ ଓଜେଏସ୍

ଭୁବନେଶ୍ୱର,: ଓଡିଶା ବିଚାର ବିଭାଗୀୟ ସେବା (ଓଜେଏସ୍‍) ପରୀକ୍ଷାରେ କିଟ୍‍ ଲ ସ୍କୁଲର ୯ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଓଡିଶା ଲୋକସେବା ଆୟୋଗ (ଓପିଏସ୍‍ସି) ପକ୍ଷରୁ ମଙ୍ଗଳବାର ଓଜେଏସ୍‍ -୨୦୧୯ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଏଥିରେ ମୋଟ୍‍ ୪୭ଜଣ କୃତକାର୍ଯ୍ୟ ହୋଇଛନ୍ତି । କେବଳ କିଟ୍ ଲ ସ୍କୁଲ୍‌ର ୯ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ କିଟ୍‍ ଲ’ ସ୍କୁଲର ୩ଜଣ ଛାତ୍ର ପ୍ରଥମ ୧୦ ଜଣଙ୍କ ମଧ୍ୟରେ ସ୍ଥାନ ପାଇବାର ଗୌରବ ଅର୍ଜ୍ଜନ କରିଛନ୍ତି ।

ଲ ସ୍କୁଲର କୃଷ୍ଣ ମିଶ୍ର ତୃତୀୟ ସ୍ଥାନରେ ରହିଥିବା ବେଳେ ଶୁଭଜିତ ବେହେରା ଓ ଦେବାନ ସତ୍ୟଦର୍ଶୀ ନନ୍ଦ ଯଥାକ୍ରମେ ପଞ୍ଚମ ଓ ସପ୍ତମ ସ୍ଥାନରେ ରହିଛନ୍ତି । ଓଜେଏସ୍‍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା କିଟ୍‍ ଲ ସ୍କୁଲର ଅନ୍ୟ ୬ ଛାତ୍ରଛାତ୍ରୀ ହେଲେ ଚନ୍ଦନ ଦେହୁରୀ, ଦେବମାଳିନୀ ଐଶ୍ୱର୍ଯ୍ୟା, ଜୟା ରାୟ, ମନ୍ଦିରା ମହାନ୍ତ, ସାରୋନ୍‍ ବସ୍ତିଆ ଏବଂ ଭିୟେନା ନାୟକ । କୃତକାର୍ଯ୍ୟ ହୋଇଥିବା ଏହି ୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୭ଜଣ କିଟ୍‍ ଲ ସ୍କୁଲ‍ରୁ ଏଲ୍‍ଏଲବି କରିଥିବା ବେଳେ ୨ଜଣ ବର୍ତ୍ତମାନ ଏଲ୍‍ଏଲ୍‍ଏମ୍‍ କରୁଛନ୍ତି ।

ଏହି ସଫଳତାରେ ଅଭିଭାବକ ତଥା ଛାତ୍ରଛାତ୍ରୀମାନେ କିଟ୍ ଲ ସ୍କୁଲ‌କ ଧନ୍ୟବାଦ ଜଣାଇଛନ୍ତି । ଅପରପକ୍ଷରେ ଏହି ଅଭୂତପୂର୍ବ ସଫଳତାରେ କିଟ୍‍ ଓ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଖୁସି ବ୍ୟକ୍ତ କରିବା ସହ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । କିଟ୍‍ ଲ ସ୍କୁଲର ଗୁଣାତ୍ମକ ଶିକ୍ଷା ଓ ଅଧ୍ୟାପକ ଅଧ୍ୟାପିକାଙ୍କ ନିରନ୍ତର ପ୍ରୟାସ ଯୋଗୁଁ କିଟ୍‍ ଲ ସ୍କୁଲର ଛାତ୍ରଛାତ୍ରୀମାନେ ପ୍ରତ୍ୟେକ ବର୍ଷ ସଫଳତା ପାଇ ଆସୁଛନ୍ତି ଓ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ହାସଲ କରିପାରୁଛନ୍ତି ବୋଲି ଶ୍ରୀ ସାମନ୍ତ କହିଛନ୍ତି ।

Previous Post

ନୂଆପଡ଼ା ବିକାଶରେ ନୂଆ ଅଧ୍ୟାୟ

Next Post

ବାତିଲ ନିଷ୍ପତ୍ତି ବଦଳାଇବାକୁ ଭୟଙ୍କର ଷଡ଼ଯନ୍ତ୍ର!

Next Post
ବାତିଲ ନିଷ୍ପତ୍ତି ବଦଳାଇବାକୁ ଭୟଙ୍କର ଷଡ଼ଯନ୍ତ୍ର!

ବାତିଲ ନିଷ୍ପତ୍ତି ବଦଳାଇବାକୁ ଭୟଙ୍କର ଷଡ଼ଯନ୍ତ୍ର!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA