Monday, May 25, 2026 10:42 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଏସସିବିକୁ ବିଶ୍ୱସ୍ତରୀୟ କରିବା ପ୍ରକ୍ରିୟା ଆରମ୍ଭ

by Our Correspondent
22 Jan, 2020- 04:32 PM
in Latest News, News
1 min read
0
ଏସସିବିକୁ ବିଶ୍ୱସ୍ତରୀୟ କରିବା ପ୍ରକ୍ରିୟା ଆରମ୍ଭ

– ଫେବୃଆରୀ ସୁଦ୍ଧା ଜମି ଅଧିଗ୍ରହଣ, ମାର୍ଚ୍ଚ ୧ରୁ କାମ
– ଉଚ୍ଛେଦ ହେବ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ କ୍ୱାର୍ଟର୍ସ
– ଉଚ୍ଛେଦ ତାଲିକାରେ ୧୩ ଡାକ୍ତରଙ୍କ ଘର
– ତାଳଦଣ୍ଡା କେନାଲ ବନ୍ଧରୁ ହସ୍ପିଟାଲ୍ ରାସ୍ତାରେ ଦୁଇଟି ଓଭରବ୍ରିଜ୍

ଭୁବନେଶ୍ୱର: କଟକ ଏସସିବି ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ୍ କୁ ବିଶ୍ୱସ୍ତରୀୟ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଖବୁ ଶୀଘ୍ର ବାସ୍ତବ ରୂପ ନେବାକୁ ଯାଉଛି । ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଆଜି ବଡ଼ି ଭୋର୍ ରୁ କଟକ ଗସ୍ତ କରି ଏସସିବିର ପ୍ରସ୍ତାବିତ ଦ୍ୱିତୀୟ କ୍ୟାମ୍ପସ୍ ଅଞ୍ଚଳ ପରିଦର୍ଶନ କରିବା ପରେ କାର୍ଯ୍ୟ ତ୍ୱରାନ୍ୱିତ ହୋଇଥିବା ଜଣାପଡ଼ିଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ କରି ଏହାର ସମୀକ୍ଷା କରିବା ପରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ । ମାର୍ଚ୍ଚ ପହିଲାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ଯୋଜନା ହୋଇଛି ।
ସୂଚନା ଅନୁଯାୟୀ, ବିଶ୍ୱସ୍ତରୀୟ ହସ୍ପିଟାଲ୍ ପାଇଁ ଆବଶ୍ୟକ ପଡୁଥିବା ଜମି ଲାଗି ହସ୍ପିଟାଲ୍ ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ କ୍ୱାର୍ଟର୍ସ ଉଚ୍ଛେଦ ହେବ । ଏହି ପ୍ରକ୍ରିୟାରେ ୧୩ ଜଣ ଡାକ୍ତରଙ୍କ ସରକାରୀ ଘର ହଟାଯିବ । ତେବେ ଉଚ୍ଛେଦ କର୍ମଚାରୀମାନଙ୍କୁ ଅନ୍ୟତ୍ର ଥଇଥାନ ବ୍ୟବସ୍ଥା କରାଯାଉଥିବା ବେଳେ ଅନ୍ୟ କ୍ଷତିଗ୍ରସ୍ତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ବ୍ୟବସ୍ଥା କରାଯିବ ।
ଉକ୍ତ ଅଧିଗ୍ରହଣରୁ ୨୫ ଏକର ଜମି ସରକାରଙ୍କ ହାତକୁ ଆସିବ । ଫେବୃଆରୀ ୨୮ ତାରିଖ ସୁଦ୍ଧା ଜମି ଅଧିଗ୍ରହଣ କାର୍ଯ୍ୟ ସରିବ ଏବଂ ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ଯୋଜନା ଅନୁଯାୟୀ, ତାଳଦଣ୍ଡା କେନାଲ ବନ୍ଧରୁ ହସ୍ପିଟାଲ୍ କୁ ସଂଯୋଗ କରୁଥିବା ରାସ୍ତାକୁ ତିନି ଲେନ୍ ବିଶିଷ୍ଟ କରାଯିବ । ଯାତାୟତ ସୁବିଧା ପାଇଁ ଦୁଇଟି ଓଭରବ୍ରିଜ୍ ନିର୍ମାଣ କରାଯିବ ।
Previous Post

ପାହାନ୍ତିଆ କଟକ ଟୁର୍ ରେ ପୁଣି ପାଣ୍ଡିଆନ୍

Next Post

ଭୁବନେଶ୍ୱରରୁ ଉଡ଼ିବ ୧୪ ନୂଆ ବିମାନ

Next Post
ଭୁବନେଶ୍ୱରରୁ ଉଡ଼ିବ ୧୪ ନୂଆ ବିମାନ

ଭୁବନେଶ୍ୱରରୁ ଉଡ଼ିବ ୧୪ ନୂଆ ବିମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA