Monday, May 25, 2026 02:49 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦ୍ରାପଡ଼ାରେ ସମ୍ ପରିଚାଳିତ ୧୧୦ ଶଯ୍ୟାର କୋଭିଡ୍ ହସ୍ପିଟାଲ୍

by Our Correspondent
15 Apr, 2020- 09:31 AM
in Latest News, News
1 min read
0
କେନ୍ଦ୍ରାପଡ଼ାରେ ସମ୍ ପରିଚାଳିତ ୧୧୦ ଶଯ୍ୟାର କୋଭିଡ୍ ହସ୍ପିଟାଲ୍
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସହଯୋଗରେ ଭୁବନେଶ୍ୱରରେ ୫୨୫ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ୍ ର ପରିଚାଳନା କରୁଥିବା ସମ୍ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ୍ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ କୋଭିଡ୍ ହସ୍ପିଟାଲ୍ କାମ ହାତକୁ ନେଇଛି । ଏହିକ୍ରମରେ ଗତକାଲିଠାରୁ କେନ୍ଦ୍ରାପଡ଼ାରେ ୧୧୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟକ୍ଷମ ହୋଇଛି । କେନ୍ଦ୍ରାପଡ଼ା ନିକଟସ୍ଥ ଛତା ରେ ଥିବା ସରକାରୀ ପଲିଟେକନିକ୍ ରେ ଏହି ହସ୍ପିଟାଲ ରେ ୧୦୦ ଟି ଶଯ୍ୟା ଓ ୧୦ ଟି ଆଇସିୟୁ ଶଯ୍ୟାର ବ୍ୟବସ୍ଥା କରାଯାଇଛି ।
ଏହି ହସ୍ପିଟାଲ ନିମନ୍ତେ ରାଜ୍ୟ ସରକାର ଆର୍ଥିକ ସହଯୋଗ କରୁଥିବାବେଳେ ଡାକ୍ତର, ନର୍ସ, ଏବଂ ପାରାମେଡିକାଲ ଷ୍ଟାଫ ଆଇଏମଏସ ଓ ସମ ହସ୍ପିଟାଲ ପକ୍ଷରୁ ଯୋଗାଇଦିଆ ଯାଇଛି । ସେହିପରି ହସ୍ପିଟାଲ ନିମନ୍ତେ ବ୍ୟବହାର ହେବାକୁ ଥିବା ଆନୁସଙ୍ଗିକ  ସରଞ୍ଜାମ ମଧ୍ୟ ସମ ପକ୍ଷରୁ ଯୋଗାଇ ଦିଆଯାଇଛି । ହସ୍ପିଟାଲରେ ଲାଇଫ ସେଭିଂ ଡିଭାଇସେସ ଓ ଭେଣ୍ଟିଲେଟର  ରଖାଯାଇଛି ।
କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଉପସ୍ଥିତିରେ ହସ୍ପିଟାଲ  ମଙ୍ଗଳବାର କାର୍ଯ୍ୟକ୍ଷମ ହୋଇଛି ।
ଏହି ପ୍ରକଳ୍ପ ନିମନ୍ତେ ସୋମବାର ଦିନ କେନ୍ଦ୍ରାପଡ଼ାଠାରେ ରାଜ୍ୟ ସରକାର ଓ ଆଇଏମଏସ ଆଣ୍ଡ ସମ ହସ୍ପିଟାଲ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା । ଜିଲ୍ଲାପାଳ ଶ୍ରୀ ବର୍ମା ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସୋଆ  କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଓ କେନ୍ଦ୍ରାପଡ଼ା ଉପଜିଲାପାଳ ଶ୍ରୀ ଜ୍ୟୋତି ପ୍ରକାଶ ମହାପାତ୍ର ପ୍ରମୁଖ ଉପସ୍ଥିତି ଥିଲେ ।
ଖୁବଶୀଘ୍ର ଅନୁଗୁଳ ଠାରେ ମଧ୍ୟ ସମ ହସ୍ପିଟାଲ୍ ସହାୟତାରେ ଏକ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ବୋଲି କୁହାଯାଇଛି ।
Previous Post

ହାଟ, ବଜାର, ରିଲାଏନ୍ସ ଫ୍ରେସ୍ ବୁଲିଛନ୍ତି ବମିଖାଲ ଆକ୍ରାନ୍ତ

Next Post

କ୍ୱାରେଣ୍ଟାଇନ୍ ରେ ନେତା !

Next Post
କ୍ୱାରେଣ୍ଟାଇନ୍ ରେ ନେତା !

କ୍ୱାରେଣ୍ଟାଇନ୍ ରେ ନେତା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA