Wednesday, July 1, 2026 02:40 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅକ୍ଟୋବର ସୁଦ୍ଧା କରୋନା ପ୍ରତିଷେଧକ ଟୀକା!

by Our Correspondent
07 May, 2020- 06:20 PM
in Latest News, News
1 min read
0
ଅକ୍ଟୋବର ସୁଦ୍ଧା କରୋନା ପ୍ରତିଷେଧକ ଟୀକା!
ଭୁୁବନେଶ୍ୱର: ଭାରତ ସମେତ ବିଭିନ୍ନ ଦେଶରେ କରୋନା ଭାଇରସ୍ ପାଇଁ ପ୍ରତିଷେଧକ ଟୀକା ଉପରେ ଗବେଷଣା ଚାଲିଛି । ସେପ୍ଟେମ୍ବର- ଅକ୍ଟୋବର ସୁଦ୍ଧା ଟୀକା ବାହାରିପାରେ । କୋଭିଡ୍ ସଲିଡାରିଟି ଗ୍ରୁପ୍ ଟ୍ରାଏଲ୍ ଉପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଆନ୍ତର୍ଜାତିକ ସଂଚାଳନ କମିଟିର କାର୍ଯ୍ୟନିର୍ବାହୀ ଗୋଷ୍ଠୀର ସଦସ୍ୟ ଭାବେ କାର୍ଯ୍ୟରତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶଦାତା ତଥା ଭାରତୀୟ ଜନସ୍ୱାସ୍ଥ୍ୟ ପ୍ରତିଷ୍ଠାନର ସଭାପତି ଡ. କେ.ଶ୍ରୀନାଥ ରେଡ୍ଡୀ ଏହା କହିଛନ୍ତି ।
ତେବେ ଯେ ପର୍ଯ୍ୟନ୍ତ କୌଣସି ସଫଳ ପ୍ରତିଷେଧକ ଟୀକା ବା ଔଷଧ ଉଦ୍ଭାବନ ହୋଇନାହିଁ, ସାମାଜିକ ଦୂରତ୍ୱ ହିଁ ଏହି ଭାଇରସ୍ କବଳରୁ ମଣିଷକୁ ରକ୍ଷା କରିପାରିବ । ତେଣୁ ସାମାଜିକ ଦୂରତ୍ୱ ପ୍ରତି ସମସ୍ତେ ଯତ୍ନବାନ ହେବା ଜରୁରୀ । ଜନସାଧାରଣଙ୍କର ସହଯୋଗ ଓ ଗୋଷ୍ଠୀର ସକ୍ରିୟ ଅଂଶଗ୍ରହଣ ହିଁ ଶ୍ରେଷ୍ଠ ରକ୍ଷା କବଚ ବୋଲି ଡ. ରେଡ୍ଡୀ ମତଦେଇ ବୟସ୍କମାନଙ୍କ ପ୍ରତି ଅଧିକ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ ।
“କୋଭିଡ୍ ରୁ ଶିକ୍ଷା-ଆମେ କ’ଣ ଶିଖିଲେ ଏବଂ କିପରି କୋଭିଡ୍ ଯୁଦ୍ଧ ଜିତିବା” ଏ ବିଷୟ ଉପରେ ଡ. ରେଡ୍ଡୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମନ୍ତ୍ରୀ ପରିଷଦର ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ପୁଲିସ ଏସପି ମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ଡ. ରେଡ୍ଡୀ ମୁଖ୍ରତଃ କରୋନା ଭାଇରସ୍ ର ଉତ୍ପତି, ସଂକ୍ରମଣ, ସାରା ବିଶ୍ୱର ପରିସ୍ଥିତି ଏବଂ ଭବିଷ୍ୟତ ରଣକୌଶଳ ଉପରେ ଆଲୋକପାତ କରିଥିଲେ ।
ବନ୍ୟଜନ୍ତୁ ବିଶେଷକରି ବାଦୁଡ଼ିଠାରୁ ମଣିଷକୁ ସଂକ୍ରମିତ ହୋଇଥିବା ଏହି ଭାଇରସ୍ ନାକ, ଆଖି ଓ ପାଟି ଦ୍ୱାରା ମଣିଷ ଶରୀରରେ ପ୍ରବେଶ କରିଥାଏ । ମଣିଷ ଶରୀରରୁ କାଶ, ଛିଙ୍କ ସମୟରେ ବାହାରୁଥିବା କଣିକା ଦ୍ୱାରା ଏହା ଅନ୍ୟକୁ ସଂକ୍ରମିତ କରିଥାଏ । ତେଣୁ ବାରମ୍ବାର ହାତ ଧୋଇବା, ମୁହଁରେ ମାସ୍କ ବ୍ୟବହାର କରିବା ଓ ସାମାଜିକ ଦୂରତ୍ୱ ଦ୍ୱାରା ହିଁ କୋଭିଡ ଯୁଦ୍ଧରେ ଆମେ ବିଜୟ ହୋଇପାରିବା ବୋଲି ସେ ମତବ୍ୟକ୍ତ କରିଥିଲେ ।
ବିଭିନ୍ନ ତଥ୍ୟ ଓ ଗବେଷଣା ଆଧାରରେ ଡ. ରେଡ୍ଡୀ କହିଥିଲେ, କରୋନା ଭାଇରସ୍ କେବଳ ନିମୋନିଆ ସୃଷ୍ଟି କରୁନାହିଁ । ତା ସହିତ ହୃଦୟ, ମସ୍ତିଷ୍କ ତଥା ଅନ୍ତନଳୀରେ ସଂକ୍ରମଣ କରି କ୍ଷତି ପହଞ୍ଚାଇଥାଏ । କେତେକ କ୍ଷେତ୍ରରେ ଏହା ଥ୍ରୋମ୍ବୋସିସ୍ ପରିସ୍ଥିତି ସୃଷ୍ଟି କରି ଘାତକ ସାଜିଥାଏ । ବୟସ ନିର୍ବିଶେଷରେ ଏହି କରୋନା ଭାଇରସ ସମସ୍ତଙ୍କୁ ସଂକ୍ରମିତ କରିଥାଏ । ଯୁବଗେଷ୍ଠୀ ଅଧିକ ସମୟରେ ବାହାରେ ରହୁଥିବାରୁ ସଂକ୍ରମଣ ସମ୍ଭାବନା ବେଶୀ ଥିଲେ ମଧ୍ୟ ବୟସ୍କ ତଥା ରୋଗୀମାନେ ଗୁରୁତର ଭାବରେ ପୀଡ଼ିତ ହେବା ଏବଂ ମୃତୁ୍ୟମୁଖରେ ପଡ଼ିବା ଅଧିକ ଆଶଙ୍କା ରହିଛି ।
ତେବେ ଭାରତୀୟମାଦେ ବିସିଜି, ପୋଲିଓ ଟୀକା ସହିତ ମ୍ୟାଲେରିଆ ପରି ଔଷଧ ବ୍ୟବହାର କରୁଥିବାରୁ କୋଭିଡ ରୋଗ ଆମ ଦେଶରେ ସେଭଳି ଜଟିଳ ପରିସ୍ଥିତି ସୃଷ୍ଟି କରି ନ ପାରେ ।
କରୋନା ଭାଇରସ୍ ନିୟନ୍ତ୍ରଣରେ ଭାରତ ବିଶେଷ କରି ଓଡ଼ିଶାର ସଫଳତାର ସେ ଉଚ୍ଚପ୍ରଶଂସା କରିଥିଲେ । ସମଗ୍ର ଦକ୍ଷିଣ ଏସିଆରେ ଓଡ଼ିଶାର ପଦକ୍ଷେପ ଅନୁକରଣୀୟ ବୋଲି ମତବ୍ୟକ୍ତ କରିଥିଲେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଡ. ରେଡ୍ଡୀଙ୍କୁ ସ୍ୱାଗତ କରି ଆଲୋଚନା ଆରମ୍ଭ କରିଥିଲେ । ତାଙ୍କର ଉପାଦେୟ ପରାମର୍ଶ ଓ ଅଭିଜ୍ଞତା କରୋନା ରୋଗ ସଂକ୍ରମଣ ରୋକିବାରେ ମାର୍ଗଦର୍ଶନ ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।
Previous Post

ଭାଇଜାକ୍ ରେ ଭୟଙ୍କର ଗ୍ୟାସ୍ ଲିକ୍; ୮ ମୃତ, ଶତାଧିକ ଅସୁସ୍ଥ

Next Post

୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ସୁରତ ଫେରନ୍ତା

Next Post
୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ସୁରତ ଫେରନ୍ତା

୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ସୁରତ ଫେରନ୍ତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA