Saturday, May 9, 2026 02:45 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୨୯ରୁ ପୁରୀ,ଏକାମ୍ର ଐତିହ୍ୟ ପ୍ରକଳ୍ପ କାମ

by Our Correspondent
27 May, 2020- 02:53 PM
in Latest News, News
1 min read
0
୨୯ରୁ ପୁରୀ,ଏକାମ୍ର ଐତିହ୍ୟ ପ୍ରକଳ୍ପ କାମ
ଭୁୁବନେଶ୍ୱର: ଲକ୍ ଡାଉନ୍ ଯୋଗୁଁ ଅଟକି ଯାଇଥିବା ଶ୍ରୀମନ୍ଦିର ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପ କାର୍ଯ୍ୟ ୨୯ ତାରିଖରୁ ପୁନଃ ଆରମ୍ଭ ହେବ । ଲକ୍ ଡାଉନ୍ କଟକଣା ଏବଂ ସାମାଜିକ ଦୂରତା ନିୟମକୁ କଡ଼ାକଡ଼ି ଭାବେ ପାଳନ କରି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଦୁଇ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ସମୀକ୍ଷା କରିଥିଲେ । ଅନେକ ଦୃଷ୍ଟିରୁ ଏହି ଦୁଇ ପ୍ରକଳ୍ପକୁ ସ୍ୱତନ୍ତ୍ର ଭାବେ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ଦର୍ଶାଇବା ସହ ସେହି ଅନୁଯାୟୀ କାର୍ଯ୍ୟ ସାରିବା ଉପରେ ଗୁରୁତ୍ୱ ଦେଇଥିଲେ ।

ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ, ପୁରୀ ଐତିହ୍ୟ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଆସୁଥିବା ଶ୍ରୀସେତୁ, ଶ୍ରୀଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମହୋଦଧି ମାର୍କେଟ୍ କମ୍ପ୍ଲେକ୍ସ ଏବଂ ମୂଷା ନଦୀର ସମ୍ପ୍ରସାରଣ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ସରିନାହିଁ । ଆଉ ଅଳ୍ପ ଜମିର ଅଧିଗ୍ରହଣ ବାକି ଅଛି । ଏହା ଖୁବ୍ ଶୀଘ୍ର ଅର୍ଥାତ୍ ୨-୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ । ଏଥିସହ ଜଗନ୍ନାଥ ହେରିଟେଜ୍ କରିଡର, ବଡ଼ଦାଣ୍ଡ ଉନ୍ନତିକରଣ ପ୍ରକଳ୍ପ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଲଡିଂର ପୁନବିର୍କାଶ ପ୍ରକଳ୍ପ, ଜଗନ୍ନାଥ ସଂସ୍କୃତି କେନ୍ଦ୍ର ଆଦି ପ୍ରକଳ୍ପ ପାଇଁ ଡିଜାଇନ୍ ପ୍ରସ୍ତୁତ କରାଯାଉଛି ।
ସେହିପରି ଲିଙ୍ଗରାଜ ମନ୍ଦିର ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ବାକି ଅଛି । ଖୁବ୍ ଶୀଘ୍ର ଏହା ସରିଯିବ ବୋଲି କୁହାଯାଇଛି । ମୁଖ୍ୟତଃ ମନ୍ଦିର ଓ ବିନ୍ଦୁସାଗର ମଧ୍ୟବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ ଡିଜାଇନ ପ୍ରସ୍ତୁତି ଚାଲିଛି । ବିନ୍ଦୁସାଗର ଓ ଅନ୍ୟାନ୍ୟ ତୀର୍ଥ ପୁଷ୍କରିଣୀର ଜଳକୁ ନୂତନ ବୈଷୟିକ ଜ୍ଞାନ ସହାୟତାରେ ସ୍ୱଚ୍ଛ କରିବା ଓ ଏହାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ଇଣ୍ଡିଆନ୍ କେମିକାଲ୍ ଇନଷ୍ଟିଚୁ୍ୟଟ୍ ସହିତ ଖୁବଶୀଘ୍ର ଏକ ଏମଓୟୁ ସ୍ୱାକ୍ଷର କରାଯିବ ।
ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର. ବାଲକ୍ରିଷ୍ଣନ୍, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ପୂର୍ତ୍ତ ସଚିବ ଡ. କ୍ରିଷନ୍ କୁମାର, ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହ ପ୍ରମୁଖ ଯୋଗଦେଇଥିଲେ ।
Previous Post

୨୫ ବସ୍ ରେ ୩୦ ହଜାର ପିଲାଙ୍କ ପାଖକୁ ‘କିସ୍’ ପଠାଇଲା ବହି, ଖାଦ୍ୟ

Next Post

ଏଥର ରାତି ୧ଟାରୁ ସ୍ନାନଯାତ୍ରା ପହଣ୍ଡି

Next Post
ଏଥର ରାତି ୧ଟାରୁ ସ୍ନାନଯାତ୍ରା ପହଣ୍ଡି

ଏଥର ରାତି ୧ଟାରୁ ସ୍ନାନଯାତ୍ରା ପହଣ୍ଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA