Tuesday, May 26, 2026 05:46 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରଫେସର ନିତ୍ୟାନନ୍ଦ ଶତପଥୀଙ୍କ ପରଲୋକ

by Our Correspondent
03 Jun, 2020- 02:28 PM
in Latest News, News
1 min read
0
ପ୍ରଫେସର ନିତ୍ୟାନନ୍ଦ ଶତପଥୀଙ୍କ ପରଲୋକ
ଭୁୁବନେଶ୍ୱର: ପ୍ରଖ୍ୟାତ ସାହିତ୍ୟିକ, ସମାଲୋଚକ, ପ୍ରାବନ୍ଧିକ ତଥା ଭାଷା ସୁରକ୍ଷା ସମ୍ମିଳନୀର ସଭାପତି ପ୍ରଫେସର ନିତ୍ୟାନନ୍ଦ ଶତପଥୀଙ୍କର ଆଜି ସକାଳେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା । ଯକୃତ କର୍କଟ ରୋଗରେ ପୀଡ଼ିତ ଥିବା ପ୍ରଫେସର ଶତପଥୀଙ୍କର ସ୍ୱାସ୍ଥ୍ୟାବସ୍ଥା କିଛି ଦିନ ତଳେ ଅତ୍ୟନ୍ତ ଖରାପ ହୋଇପଡ଼ିଥିଲା । ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।
୧୯୩୭ ମସିହା ଅକ୍ଟୋବର ୨୫ ତାରିଖରେ ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ଅନ୍ତର୍ଗତ ଗରେଇ ଶାସନରେ ଜନ୍ମଗ୍ରହଣ କରିଥିଲେ । ରେଭେନ୍ସା କଲେଜରୁ ଓଡ଼ିଆରେ ଏମଏ ପାସ୍ କଲା ପରେ ସେହିଠାରେ ଅଧ୍ୟାପନା ଜୀବନ ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ୧୯୭୬ ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗରେ ଅଧ୍ୟାପନା କରିଥିଲେ । ସତ୍ୟବାଦୀ ଚେୟାରରେ ପ୍ରଫେସର ଥାଇ ୧୯୯୭ ମସିହାରେ ଚାକିରିରୁ ଅବସର ଗ୍ରହଣ କରିଥିଲେ ।
ଉଚ୍ଚକୋଟୀର ଅଧ୍ୟାପନା ପାଇଁ ବେଶ୍ ଜଣାଶୁଣା ପ୍ରଫେସର ଶତପଥୀଙ୍କର ସୃଜନଶୀଳତା ତାଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇଥିଲା । ବହୁ ସାହିତ୍ୟିକ ଓ ସାମାଜିକ ଅନୁଷ୍ଠାନ ସହ ଜଡ଼ିତ ଥିଲେ । ପୂଜ୍ୟପୂଜା ସଂସଦ, ଶାରଳା ପୁରସ୍କାର, ସାମ୍ପ୍ରତିକ, ଓଡ଼ିଶା ସାହିତ୍ୟ ଏକାଡ଼େମୀ ଆଦି ଅନୁଷ୍ଠାନ ସହ ସେ ଜଡ଼ିତ ଥିଲେ । ଶାରଳା ପୁରସ୍କାର ତାଙ୍କ ସମ୍ପାଦନାରେ ପ୍ରତିଷ୍ଠା କରାଯାଇଥିଲା ।
ସ୍ୱର୍ଗତ ଶତପଥୀଙ୍କର ପତ୍ନୀ ହେଉଛନ୍ତି ଅବସରପ୍ରାପ୍ତ ପ୍ରଫେସର ତଥା ବିଶିଷ୍ଟ କବି ପ୍ରତିଭା ଶତପଥୀ । ତାଙ୍କର ଚାରି ଝିଅ ପାରମିତା, ମଧୁବ୍ରତା, ଅସିତା ଏବଂ ଇପସିତା ଉଚ୍ଚ ପ୍ରତିଷ୍ଠିତ ।
ପ୍ରଫେସର ନିତ୍ୟାନନ୍ଦ ଶତପଥୀଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ଓଡ଼ିଶା ଆଉ ଜଣେ ବାଗ୍ନୀଙ୍କୁ ହରାଇଲା ବୋଲି ବିଶିଷ୍ଟ ବ୍ୟକ୍ତିମାନେ କହିଛନ୍ତି ।
Previous Post

ପ୍ରଧାନଙ୍କ ଅଭିମାନ ଭାଙ୍ଗିଲେ ପ୍ରଧାନ

Next Post

ଉତ୍ତର-ପୂର୍ବାଞ୍ଚଳରେ ଫସିଥିବା ପ୍ରବାସୀଙ୍କ ପାଇଁ ସ୍ୱତନ୍ତ୍ର ବିମାନ ବ୍ୟବସ୍ଥା

Next Post
ଉତ୍ତର-ପୂର୍ବାଞ୍ଚଳରେ ଫସିଥିବା ପ୍ରବାସୀଙ୍କ ପାଇଁ ସ୍ୱତନ୍ତ୍ର ବିମାନ ବ୍ୟବସ୍ଥା

ଉତ୍ତର-ପୂର୍ବାଞ୍ଚଳରେ ଫସିଥିବା ପ୍ରବାସୀଙ୍କ ପାଇଁ ସ୍ୱତନ୍ତ୍ର ବିମାନ ବ୍ୟବସ୍ଥା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA