Thursday, September 3, 2026 05:21 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିସ୍ ମାଟ୍ରିକ୍ ସଫଳତା ହାର ୯୮%, ଯୋଗେଶ କାଡରାକା ଟପ୍ପର

by Our Correspondent
29 Jul, 2020- 10:58 PM
in News
1 min read
0
କିସ୍ ମାଟ୍ରିକ୍ ସଫଳତା ହାର ୯୮%, ଯୋଗେଶ କାଡରାକା ଟପ୍ପର
ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ)ର ଛାତ୍ରଛାତ୍ରୀ ପୁଣି ଥରେ ବାଜିମାତ କରିଥିବା ବେଳେ ୩୫୦ ଛାତ୍ରଛାତ୍ରୀ ୬୦%ରୁ ଅଧିକ ନମ୍ବର ରଖି ଉତୀର୍ଣ୍ଣ ହୋଇଛନ୍ତି। ସମଗ୍ର ରାଜ୍ୟରେ ପାସ ହାର ୭୮.୭୬ ପ୍ରତିଶତ ଥିବା ବେଳେ କିସର ପାସ ହାର ୯୮ ପ୍ରତିଶତ ରହିଛି। ଓଡିଶା ମାଧ୍ୟମିକ ଶିକ୍ଷବୋର୍ଡ ଦ୍ଵାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ୧୯୧୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପୂର୍ବ ବର୍ଷ ପରି ଛାତ୍ରଙ୍କ ଅପେକ୍ଷା ଛାତ୍ରୀମାନେ ଅଧିକ ସଂଖ୍ୟାରେ ସଫଳତା ହାସଲ କରିଛନ୍ତି ।
କିସରେ ପଢୁଥିବା ଆଦିମ ଜନଜାତି ଛାତ୍ର ଯୋଗେଶ କାଡରାକା ସର୍ବାଧିକ ୯୦ ପ୍ରତିଶତ ନମ୍ବର ରଖି ସ୍କୁଲ ଟପ୍ପର ହୋଇ ଥିବା ବେଳେ ଦେବରାଜ ମାଝି ମଧ୍ୟ ଗଣିତରେ ସର୍ବାଧିକ ୯୯ ନମ୍ବର ସହ ୯୦ ପ୍ରତିଶତ ନମ୍ବର ରଖି ଯୁଗ୍ମ ଟପ୍ପର ହୋଇଛନ୍ତି । ଗୋଟିଏ ଶିକ୍ଷାନୁଷ୍ଠାନରୁ ଏତେ ସଂଖ୍ୟକ ପିଲା ମାଟ୍ରିକ ପରୀକ୍ଷାରେ ପାସ କରିବାରେ କିସ ଉଦାହରଣ ସୃଷ୍ଟି କରିଛି । ୨୦୦୦ରୁ ୨୦୨୦ ଦୀର୍ଘ ୨୧ ବର୍ଷ ଧରି ଲଗାତର କିସର ପିଲାମାନେ ପାଖାପାଖି ଶତପ୍ରତିଶତ ସଫଳତା ହାସଲ କରି ଆସୁଛନ୍ତି। ଚଳିତ ବର୍ଷ ଡିଡାଇ, ଜୁଆଙ୍ଗ, ଖଡିଆ, ଲୋଧା, ଲାଞ୍ଜିଆ ସଉରା ଓ ବଣ୍ଡା ଆଦି ଆଦିମ ଜନଜାତିର ୪ଶହ ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି।
କିସ ଫଳାଫଳ ନେଇ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ଶହ କିସର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ଅଦମ୍ୟ ଉଦ୍ୟମ ଓ ଛାତ୍ରଛାତ୍ରୀଙ୍କ କଠିନ ପରିଶ୍ରମ ଯୋଗୁଁ ଏହା ସମ୍ଭବ ହୋଇଛି ବୋଲି କହିଛନ୍ତି। ଶ୍ରୀ ସାମନ୍ତ କିସର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇବା ସହ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
Previous Post

୩୪ ବର୍ଷ ପରେ ଦେଶର ଶିକ୍ଷାନୀତିରେ ପରିବର୍ତ୍ତନ

Next Post

୩୦ ହଜାର ଟପିଲା କରୋନା; ଗଞ୍ଜାମରେ କମୁଛି, ଖୋର୍ଦ୍ଧାରେ କମୁନି

Next Post
୩୦ ହଜାର ଟପିଲା କରୋନା; ଗଞ୍ଜାମରେ କମୁଛି, ଖୋର୍ଦ୍ଧାରେ କମୁନି

୩୦ ହଜାର ଟପିଲା କରୋନା; ଗଞ୍ଜାମରେ କମୁଛି, ଖୋର୍ଦ୍ଧାରେ କମୁନି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA