Sunday, May 31, 2026 06:29 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ARIIA ରାଙ୍କିଙ୍ଗରେ କିଟ୍ ବିଶ୍ୱବିଦ୍ୟାଳୟ ଦେଶରେ ପ୍ରଥମ

by Our Correspondent
18 Aug, 2020- 10:51 PM
in Latest News, News
1 min read
0
Spread the love
ଭୁବନେଶ୍ଵର: ସୃଜନ କ୍ଷେତ୍ରରେ କିଟକୁ ମିଳିଛି ଭାରତ ସରକାରଙ୍କ ସ୍ଵୀକୃତି। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ଅଟଳ ରାଙ୍କିଙ୍ଗ ଅଫ୍ ଇନଷ୍ଟିଚ୍ୟୁଟସ ଅନ୍ ଇନୋଭେସନ୍ ଆଚିଭମେଣ୍ଟ (ଏଆରଆଇଆଇଏ)ରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନରେ ରହି ଶ୍ରେଷ୍ଠ ବିବେଚିତ ହୋଇଛି। ଏହି ରାଙ୍କିଙ୍ଗର ଦ୍ଵିତୀୟ ଓ ତୃତୀୟ ସ୍ଥାନରେ ଯଥାକ୍ରମେ ଚେନ୍ନାଇର ଏସ୍ଆରଏମ୍ ବିଶ୍ଵବିଦ୍ୟାଳୟ ଓ ଭେଲୋରର ଇନଷ୍ଟିଚ୍ୟୁଟ୍ ଅଫ ଟେକ୍ନୋଲୋଜି (ଭିଆଇଟି) ରହିଛନ୍ତି। ଉଚ୍ଚତର ଶିକ୍ଷାନୁଷ୍ଠାନଗୁଡିକର ଶିକ୍ଷକ ଓ ଅଧ୍ୟାପକମାନଙ୍କ ମଧ୍ୟରେ ସୃଜନ ଓ ଔଦ୍ୟୋଗିକ ବିକାଶ ସମ୍ପର୍କିତ ମାନଦଣ୍ଡକୁ ଭିତ୍ତିକରି ଭାରତ ସରକାର ଏହି ରାଙ୍କିଙ୍ଗ ପ୍ରଦାନ କରିଥାନ୍ତି। ଗତବର୍ଷ କିଟ୍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ଦ୍ଵିତୀୟ ସ୍ଥାନରେ ରହିଥିଲା।
ମଙ୍ଗଳବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏକ ଭରଚୁଆଲ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ଏହା ଘୋଷଣା କରିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ. ରମେଶ ପୋଖରିୟାଲ ନିସଙ୍କ, ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ସମାରଓ ଧୋତ୍ରେ, ଏଆଇସିଟିଇ ଚେୟାରମ୍ୟାନ ପ୍ରଫେସର ଅନିଲ ସହସ୍ରବୁଦ୍ଧେ, କେନ୍ଦ୍ର ଉଚ୍ଚ ଶିକ୍ଷା ସଚିବ ଅମିତ ଖେରେ ପ୍ରମୁଖ ଉପସ୍ଥିତ ଥିଲେ।
କିଟ୍ ତାର ଗବେଷଣା ଓ ଔଦ୍ୟୋଗିକ କେନ୍ଦ୍ର, ଅତ୍ୟାଧୁନିକ ପରୀକ୍ଷାଗାର, ଉତ୍କର୍ଷତା କେନ୍ଦ୍ର, ଶିଳ୍ପ, ଓ ଆନ୍ତର୍ଜାତିକ ଅନୁଷ୍ଠାନ ସହ ସହବନ୍ଧନ ଯୋଗୁଁ ଏହି ରାଙ୍କିଙ୍ଗରେ ପ୍ରଥମ ସ୍ଥାନରେ ରହି ଶ୍ରେଷ୍ଠ ବିବେଚିତ ହେବାର ଗୌରବ ଅର୍ଜନ କରିଛି। ଏହି ସଫଳତା ପାଇଁ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସମନ୍ତଙ୍କୁ କିଟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛତ୍ରଛାତ୍ରୀ, ଅଭିଭାବକ ଓ କର୍ମଚାରୀମାନେ ଧନ୍ୟବାଦ ଜଣାଇଛନ୍ତି। ଗବେଷଣା ଓ ସୃଜନ କ୍ଷେତ୍ରରେ କିଟର ପ୍ରୟାସକୁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ସ୍ଵୀକୃତି ପ୍ରଦାନ କରିଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପୋଖରିଆଲଙ୍କୁ ଶ୍ରୀ ସାମନ୍ତ ଧନ୍ୟବାଦ ଜଣାଇଛନ୍ତି ।
Previous Post

ଖୋର୍ଦ୍ଧା, କଟକ, ସୁନ୍ଦରଗଡ, ରାୟଗଡା ଜିଲ୍ଲା ପାଇଁ ସ୍ୱତନ୍ତ୍ର ରଣନୀତି

Next Post

କେନ୍ଦ୍ରକୁ ଅଧିକ ୟୁରିଆ ସାର ମାଗିଲେ ଅରୁଣ

Next Post

କେନ୍ଦ୍ରକୁ ଅଧିକ ୟୁରିଆ ସାର ମାଗିଲେ ଅରୁଣ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA