Monday, May 25, 2026 07:13 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦ୍ର ଅନୁଧ୍ୟାନ ଶେଷ, ରାଜ୍ୟ ମାଗିଲା ୧୧୦୦ କୋଟି

by Our Correspondent
17 Sep, 2020- 09:11 PM
in Latest News
1 min read
0
କେନ୍ଦ୍ର ଅନୁଧ୍ୟାନ ଶେଷ, ରାଜ୍ୟ ମାଗିଲା ୧୧୦୦ କୋଟି

ଭୁବନେଶ୍ୱର: ଚଳିତ ବନ୍ୟା କ୍ଷୟକ୍ଷତି ଭରଣା ପାଇଁ କେନ୍ଦ୍ରଠାରୁ ୧୧୦୦ କୋଟି ଟଙ୍କାର ସହାୟତା ମାଗିଛନ୍ତି ରାଜ୍ୟ ସରକାର । ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ଆସିଥିବା କେନ୍ଦ୍ରୀୟ ଟିମ୍ କୁ ଆଜି ଏହି ଦାବିପତ୍ର ଦିଆଯାଇଛି । ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳର ପୁନରୁଦ୍ଧାର, ନଦୀବନ୍ଧ ମରାମତି ଆଦି ପାଇଁ ଏହି ଅର୍ଥ ଆବଶ୍ୟକ ବୋଲି କୁହାଯାଇଛି ।

ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଟଙ୍କ ନେତୃତ୍ୱରେ ୬ ଜଣିଆ କେନ୍ଦ୍ରୀୟ ଟିମ୍ ଦୁଇଦିନ ଧରି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ପୁରୀ ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । ଦିଲ୍ଲୀ ଯିବା ପୂର୍ବରୁ ଆଜି ସଂଧ୍ୟାରେ ଏହି କେନ୍ଦ୍ରୀୟ ଟିମ୍ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ସଚିବ ସୌରଭ ଗର୍ଗ, ଜଳସମ୍ପଦ ସଚିବ ଅନୁ ଗର୍ଗ, ପଞ୍ଚାୟତିରାଜ ସଚିବ ଦେଓରଂଜନ କୁମାର ସିଂହ ପ୍ରମୁଖଙ୍କ ଓ ଆଲୋଚନା କରିଥିଲେ ।

ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ଟିମ୍ ପାଖରେ ବନ୍ୟା କ୍ଷୟକ୍ଷତିର ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯାଇଥିଲା । ଏଥିରେ ଦର୍ଶାଯାଇଛି ଯେ ବନ୍ୟାରେ ୧୮ ଜିଲ୍ଲାର ୧୩୫ଟି ବ୍ଲକ୍ ଏବଂ ୨୧ ଟି ପୌରାଞ୍ଚଳ ପ୍ରଭାବିତ ହୋଇଛି । ୬ ହଜାର ୬୬ ଗାଁର ପ୍ରାୟ ୨୫ ଲକ୍ଷ ୮୦ ହଜାର ଲୋକ ପ୍ରଭାବିତ ହୋଇଛନ୍ତି । ୧ ଲକ୍ଷ ୧୨ ହଜାର ୬୭୦ ଘର କ୍ଷତିଗ୍ରସ୍ତ ହୋଇଛି । ୬୨ ହଜାର ୪୫୬.୪ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି । ୩୦ ଜଣ ପ୍ରାଣ ହରାଇଛନ୍ତି ।

କ୍ଷୟକ୍ଷତି ସଂକ୍ରାନ୍ତୀୟ ପୂର୍ଣ୍ଣାଙ୍ଗ ରିପୋର୍ଟ ରାଜ୍ୟ ସରକାର ଖୁବ୍ ଶୀଘ୍ର ଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ବନ୍ୟା ମୁକାବିଲା କ୍ଷେତ୍ରରେ ଓଡ଼ିଶା ସରକାରଙ୍କ ପଦକ୍ଷେପକୁ କେନ୍ଦ୍ରୀୟ ଟିମ୍ ପ୍ରଶଂସା କରିଥିଲେ ।

Previous Post

ନିଦ ଭାଙ୍ଗିଲା: ଟ୍ୱିନସିଟିରେ କଡ଼ା ହେଲା କୋଭିଡ୍ କଟକଣା

Next Post

36-hour quarantine for England, Australia players

Next Post
England beat Australia in thrilling 2nd ODI to level series at 1-1

36-hour quarantine for England, Australia players

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA