Wednesday, July 1, 2026 01:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଶାକୁ ୫୦୦ କୋଟି ବାତ୍ୟା ସହାୟତା

by Our Correspondent
28 May, 2021- 05:33 PM
in Latest News, News
1 min read
0
ଓଡ଼ିଶାକୁ ୫୦୦ କୋଟି ବାତ୍ୟା ସହାୟତା

ନୂଆଦିଲ୍ଲୀ/ଭୁୁବନେଶ୍ୱର: ଓଡ଼ିଶାକୁ ୫୦୦ କୋଟି ଟଙ୍କା ବାତ୍ୟା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ମଧ୍ୟ ୫୦୦ କୋଟି ସହାୟତା ଦିଆଯାଇଛି । ଏହିଭଳି ଭାବେ ତିନୋଟି ରାଜ୍ୟ ପାଇଁ ବାତ୍ୟା ୟାସ୍ ସହାୟତା ବାବଦ ଏକ ହଜାର କୋଟି ଟଙ୍କା ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ଏଥିସହ ବାତ୍ୟାରେ ମୃତ୍ୟୁବରଣ କରିଥିବା ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଏବଂ ଗୁରୁତର ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଆନ୍ତଃମନ୍ତ୍ରଣାଳୟ ଟିମ୍ ଖବୁ ଶୀଘ୍ର ଓଡ଼ିଶା ଆସିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଆଜି ପ୍ରଥମେ ଓଡ଼ିଶା ଆସି ଭୁବନେଶ୍ୱର ବିମାନବନ୍ଦରଠାରେ ବାତ୍ୟା ସମୀକ୍ଷା ବୈଠକ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରଠାରୁ ତୁରନ୍ତ ସହାୟତା ବାବଦରେ ଟଙ୍କା ମାଗି ନ ଥିଲେ । ବରଂ ବାତ୍ୟାରୁ ରକ୍ଷା ପାଇବା ନିମନ୍ତେ ଦୀର୍ଘସୂତ୍ରୀ ସ୍ଥାୟୀ ବ୍ୟବସ୍ଥା ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ ଚାହିଁଥିଲେ । ୭ ଦିନରେ କ୍ଷୟକ୍ଷତି ଆକଳନ ପରେ କେନ୍ଦ୍ରକୁ ରିପୋର୍ଟ ଦିଆଯିବ ବୋଲି କୁହାଯାଇଥିଲା ।

ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ଭଦ୍ରକ ଓ ବାଲେଶ୍ୱର ବାତ୍ୟାଞ୍ଚଳ ବୁଲି ଦେଖିବା ପରେ ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ବୁଲି କୋଲକତାରେ ବାତ୍ୟା ସମୀକ୍ଷା କରିଥିଲେ ।

Previous Post

ବାତ୍ୟା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା ଚାହିଁଲେ ନବୀନ

Next Post

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପ୍ରସ୍ତୁତି

Next Post
ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପ୍ରସ୍ତୁତି

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପ୍ରସ୍ତୁତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA