Thursday, July 2, 2026 03:19 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆର୍ଟ ଅଫ୍‍ ଗିଭିଂକୁ ଆନ୍ତର୍ଜାତିକ ପୁରସ୍କାର

by Our Correspondent
31 May, 2021- 07:12 PM
in Latest News, News
1 min read
0
ଆର୍ଟ ଅଫ୍‍ ଗିଭିଂକୁ ଆନ୍ତର୍ଜାତିକ ପୁରସ୍କାର

ଭୁବନେଶ୍ୱର: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନେତୃତ୍ୱରେ ୨୦୧୩ ମସିହାରୁ ଚାଲୁ ରହିଥିବା କିଟ୍‍ ଓ କିସ୍‍ ପ୍ରାୟୋଜିତ ‘ଆର୍ଟ ଅଫ୍‍ ଗିଭିଂ’ କାର୍ଯ୍ୟକ୍ରମକୁ ମିଳିଛି ଆନ୍ତର୍ଜାତିକ ସ୍ୱୀକୃତି । ଆମେରିକାର ଟେଲରିଜ୍‍ ନେଟ୍‍ୱାର୍କ ଓ ମାକ୍‍ଜନତ୍‍ ଫାଉଣ୍ଡେସନ୍‍ ଦ୍ୱାରା ପ୍ରତିବର୍ଷ ମାନବିକତା ଓ ସମାଜ କଲ୍ୟାଣମୂଳକ କାର୍ଯ୍ୟ କରୁଥିବା ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମକୁ ମୂଲ୍ୟାୟନ କରି ଏହି ପୁରସ୍କାର ପ୍ରଦାନ କରାଯାଇଥାଏ । ୨୦୨୧ରେ ୧୫ଟି ଦେଶରୁ ୨୮ଟି କାର୍ଯ୍ୟକ୍ରମ ମଧ୍ୟରୁ ୮ଟି ଦେଶର ୧୦ଟି ବିଶ୍ୱବିଦ୍ୟାଳୟକୁ ଏହି ମାକ୍‍ଜନତ୍‍ ଫାଉଣ୍ଡେସନ୍‍ ପକ୍ଷରୁ ମନୋନୀତ କରାଯାଇଛି । ସେଥି ମଧ୍ୟରୁ ଭାରତର ‘ଆର୍ଟ୍ ଅଫ୍‍ ଗିଭିଂ’ ସମଗ୍ର ବିଶ୍ୱରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି ।

ଏହି ପୁରସ୍କାର ପାଇଁ ଦକ୍ଷିଣ ଆଫ୍ରିକାର ରୋଡେସ୍‍ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନରେ ରହିଥିବା ବେଳେ ଇଂଲଣ୍ଡର ୟୁନିଭର୍‍ସିଟି ଅଫ୍‍ ମାଞ୍ଚେଷ୍ଟର ତୃତୀୟ ସ୍ଥାନରେ ରହିଛି । ପୁରସ୍କାର ବାବଦକୁ ୫ହଜାର ଆମେରିକାନ୍‍ ଡଲାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି । ଶ୍ରୀ ସାମନ୍ତଙ୍କ ଅନୁରୋଧ କ୍ରମେ ମାକ୍‍ଜନତ୍‍ ଫାଉଣ୍ଡେସନ୍‍ ପକ୍ଷରୁ ଏହି ରାଶି କିସ୍‍ ଫାଉଣ୍ଡେସନ୍‍କୁ ପ୍ରେରଣ କରାଯାଇଛି ।

ଶ୍ରୀ ସାମନ୍ତଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ଆର୍ଟ ଅଫ୍‍ ଗିଭିଂ’ କାର୍ଯ୍ୟକ୍ରମ ୨୦୧୩ ମସିହାରୁ ସମାଜର ବିଭିନ୍ନ କଲ୍ୟାଣମୂଳକ, ଗଠନମୂଳକ ଓ ସଂସ୍କାର ମୂଳକ କାର୍ଯ୍ୟ କରିଆସୁଛି । ‘ଆର୍ଟ ଅଫ୍‍ ଗିଭିଂ’ ଜରିଆରେ କିଟ୍‍, କିସ୍‍ ଓ କିସ୍‍ ଫାଉଣ୍ଡେସନ୍‍ ଦ୍ବାରା ବର୍ଷ ତମାମ ବ୍ୟାପକ ଜନହିତକର କାର୍ଯ୍ୟ ମଧ୍ୟ ହାତକୁ ନିଆଯାଉଛି । ଏହି ପରିପ୍ରେକ୍ଷୀରେ ଶ୍ରୀ ସାମନ୍ତ ଖୁସି ବ୍ୟକ୍ତ କରି କହିଛନ୍ତି, ‘ଆର୍ଟ ଅଫ୍‍ ଗିଭିଂ’କୁ ଆନ୍ତର୍ଜାତିକ ସ୍ୱୀକୃତି ମିଳିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । 

Previous Post

ଜୁନ୍ ୧୭ ଯାଏଁ ବଢ଼ିଲା ଲକଡାଉନ୍

Next Post

ଅବସର ନେଲେ ଅଲପନ, ମମତାଙ୍କ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

Next Post
ଅବସର ନେଲେ ଅଲପନ, ମମତାଙ୍କ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

ଅବସର ନେଲେ ଅଲପନ, ମମତାଙ୍କ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA