Friday, May 1, 2026 01:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମନରେଗା ଶ୍ରମିକଙ୍କୁ ସ୍ଵତନ୍ତ୍ର ସହାୟତା

୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

by Our Correspondent
09 Jul, 2021- 09:03 PM
in Latest News, News
1 min read
0
ମନରେଗା ଶ୍ରମିକଙ୍କୁ ସ୍ଵତନ୍ତ୍ର ସହାୟତା

ଭୁୁବନେଶ୍ୱର: ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକମାନଙ୍କୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କୋଭିଡ୍ ସହାୟତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ଏହି ସହାୟତା ପ୍ରଦାନ କରିଛନ୍ତି । ଏପ୍ରିଲ୍ ରୁ ଜୁନ୍ ମାସ ପର୍ଯ୍ୟନ୍ତ ଏହି ତିନି ମାସ ମଧ୍ୟରେ କାମ କରିଥିବା ଶ୍ରମିକମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି । ଏହା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି । ଏହାଦ୍ୱାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ ।

ସୂଚନାଯୋଗ୍ୟ, କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ୩୫୨ କୋଟି ଟଙ୍କାର ସହାୟତା ରହିଛି । ମନରେଗାରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ। ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଯ୍ୟ କରିବ କରିବ ବୋଲି ଆଶା କରୁଛି । ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲାସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । କରୋନାର ଦ୍ଵିତୀୟ ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ।

ପଞ୍ଚାଯତରାଜ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରି, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ଏବଂ ରାଉରକେଲା ବିଧାୟକ ଶ୍ରୀ ସାରଦା ନାୟକ ପ୍ରମୁଖ ଭାଷଣ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର ମନରେଗା ଶ୍ରମିକ ମାନେ ଭିଡିଓ କନଫରେନ୍ସିଂ ଯୋଗେ ଯୋଡି ହୋଇଥିଲେ । ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ , କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ , କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜରଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ। ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଯ୍ୟ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ଉନ୍ନୟନ କମିଶନର , କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

୬ ଜିଲ୍ଲାରେ ନୂଆ ଏସପି

Next Post

ଡ. ଇତି ସାମନ୍ତ ‘ୱାଜା ଓଡ଼ିଶା’ର ଅଧ୍ୟକ୍ଷା ମନୋନୀତ

Next Post
ଡ. ଇତି ସାମନ୍ତ ‘ୱାଜା ଓଡ଼ିଶା’ର ଅଧ୍ୟକ୍ଷା ମନୋନୀତ

ଡ. ଇତି ସାମନ୍ତ ‘ୱାଜା ଓଡ଼ିଶା’ର ଅଧ୍ୟକ୍ଷା ମନୋନୀତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA