Friday, May 1, 2026 01:50 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୂର୍ବତନ ମନ୍ତ୍ରୀ ଦୁର୍ଯୋଧନ ମାଝୀଙ୍କ ପରଲୋକ

by Our Correspondent
11 Jan, 2022- 10:51 AM
in Latest News, News
1 min read
0
ପୂର୍ବତନ ମନ୍ତ୍ରୀ ଦୁର୍ଯୋଧନ ମାଝୀଙ୍କ ପରଲୋକ

ଭୁବନେଶ୍ୱର: ଦକ୍ଷ ରାଜନେତା, ପୂର୍ବତନ ମନ୍ତ୍ରୀ ଦୁର୍ଯୋଧନ ମାଝୀଙ୍କର ପରଲୋକ ହୋଇଯାଇଛି । ତାଙ୍କୁ ୮୩ ବର୍ଷ ହୋଇଥିଲା । ଗତକାଲି ରାତି ପ୍ରାୟ ୧ଟା ବେଳେ ସେ ଶୋଇଥିବା ଅବସ୍ଥାରେ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ । ପରିବାର ଲୋକେ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍ ନେଇ ଆସିଥିଲେ । ମାତ୍ର ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଶ୍ରୀ ମାଝୀଙ୍କ ବିୟୋଗ ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ଓଡ଼ିଶା ଜଣେ ଦକ୍ଷ, ସରଳ ଓ ଅମାୟିକ ରାଜନେତାଙ୍କୁ ହରାଇଲା ବୋଲି ବିଶିଷ୍ଟ ବ୍ୟକ୍ତିମାନେ ଶୋକପ୍ରକାଶ କରିଛନ୍ତି ।

ଏକଦା ବିଜୁବାବୁଙ୍କର ବେଶ୍ ବିଶ୍ୱସ୍ତ ଥିବା ଶ୍ରୀ ମାଝୀ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଧାନସଭାରୁ ୫ ଥର ବିଧାୟକ ହୋଇଥିଲେ । ୧୯୯୦ ଏବଂ ୧୯୯୫ ମସିହାରେ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲା ବେଳେ ୨୦୦୦ ଏବଂ ୨୦୦୪ ମସିହାରେ ବିଜେଡ଼ି ଟିକେଟରେ ନିର୍ବାଚିତ ହୋଇଥିଲେ । ନବୀନ ପଟ୍ଟନାୟକଙ୍କ ଦ୍ୱିତୀୟ ପାଳି ସରକାରରେ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ବିଭାଗର ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇ ଦିଜର ଦକ୍ଷତା ପ୍ରତିପାଦିତ କରିଥିଲେ ।

ପରବର୍ତ୍ତୀ ସମୟରେ ସେ ବିଜେପିରେ ମିଶି ୨୦୧୪ ନିର୍ବାଚନରେ ପଞ୍ଚମ ଥର ପାଇଁ ଖଡ଼ିଆଳ ଆସନରୁ ନିର୍ବାଚିତ ହୋଇଥିଲେ । ୨୦୧୯ ନିର୍ବାଚନରେ ଲଢ଼ିବା ପାଇଁ ବିଜେପି ତାଙ୍କୁ ଟିକେଟ ନ ଦେବାରୁ ସେ ଦଳ ଛାଡ଼ି ବିଜେଡ଼ିକୁ ଫେରି ଆସିଥିଲେ ।

ଭୁୁବନେଶ୍ୱରରୁ ତାଙ୍କ ମରଶରୀର ଗାଁ କୁ ନିଆଯାଇ ଆଜି ସଂଧ୍ୟାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାପଡ଼ିଛି ।

ଶ୍ରୀ ମାଝୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦୁର୍ଯୋଧନ ମାଝୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ନିଜ ଅଞ୍ଚଳର ବିକାଶ ତଥା ଆଦିବାସୀଙ୍କ କଲ୍ୟାଣ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି ।

Previous Post

୭ ହଜାର ଡେଇଁଲା ଦୈନିକ ସଂକ୍ରମଣ, ଟିପିଆର୍ ୧୦.୨୪%

Next Post

ଫେବ୍ରୁଆରୀ ୧୬ରୁ ପଞ୍ଚାୟତ ଭୋଟ; ରାଲି, ସମାବେଶ ମନା

Next Post
ଫେବ୍ରୁଆରୀ ୧୬ରୁ ପଞ୍ଚାୟତ ଭୋଟ; ରାଲି, ସମାବେଶ ମନା

ଫେବ୍ରୁଆରୀ ୧୬ରୁ ପଞ୍ଚାୟତ ଭୋଟ; ରାଲି, ସମାବେଶ ମନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA