Wednesday, June 24, 2026 11:14 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୩ ରାଜ୍ୟସଭା ପ୍ରାର୍ଥୀ ନିଦ୍ୱର୍ନ୍ଦରେ ନିର୍ବାଚିତ

by Our Correspondent
03 Jun, 2022- 09:31 PM
in Latest News, News
1 min read
0
୩ ରାଜ୍ୟସଭା ପ୍ରାର୍ଥୀ ନିଦ୍ୱର୍ନ୍ଦରେ ନିର୍ବାଚିତ

ଭୁୁବନେଶ୍ୱର: ବିଜେଡିର ତିନି ପ୍ରାର୍ଥୀ ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ ଏବଂ ଡ. ସସ୍ମିତ୍ ପାତ୍ର ରାଜ୍ୟସଭାକୁ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସର ଆଜି ସେମାନଙ୍କୁ ବିଜୟ ସାର୍ଟିଫିକେଟ୍ ପ୍ରଦାନ କରିଛନ୍ତି । ରାଜ୍ୟସଭା ସାଂସଦ ଭାବେ ସେମାନେ ପୂରା ସମୟ ୬ ବର୍ଷ କାର୍ଯ୍ୟ କରିବେ ।

ପ୍ରସନ୍ନ ଆଚାର୍ଯ୍ୟ, ଏନ. ଭାସ୍କର ରାଓ ଏବଂ ଡ. ସସ୍ମିତ୍ ପାତ୍ରଙ୍କ ରାଜ୍ୟସଭା କାର୍ଯ୍ୟକାଳ ପୁରୁଥିବାରୁ ତିନିଟି ଆସନରେ ନିର୍ବାଚନ ପାଇଁ ମେ’ ୨୪ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ନାମାଙ୍କନପତ୍ର ଦାଖଲର ଶେଷ ଦିନ ଥିଲା ମେ’ ୩୧ । ଜୁନ୍ ୧ ରେ ନାମାଙ୍କନପତ୍ର ଯାଞ୍ଚ ହୋଇଥିଲା ଏବଂ ଆଜି ଅର୍ଥାତ୍ ଜୁନ୍ ୩ ତାରିଖ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିନ ଥିଲା ।

ସଂଖ୍ୟା ଦୃଷ୍ଟିରୁ ୩ଟି ଯାକ ଆସନ ବିଜେଡିର ଥିଲା ଏବଂ ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ ଏବଂ ଡ. ସସ୍ମିତ୍ ପାତ୍ରଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା । ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରି ନ ଥିବାରୁ ନିର୍ବାଚନର ଆବଶ୍ୟକତା ପଡ଼ିନାହିଁ । ତେଣୁ ଆଜି ଆନୁଷ୍ଠାନିକ ଭାବେ ସେମାନଙ୍କୁ ବିଜୟୀ ଘୋଷଣା କରାଯାଇଛି ।

ବିଜୟୀ ଘୋଷିତ ହେବା ପରେ ନୂଆ ତିନିଜଣ ଯାକ ସାଂସଦ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶମତେ ଓଡ଼ିଶାର ସ୍ୱାର୍ଥ ପାଇଁ ସଂସଦରେ ଲଢ଼େଇ ଜାରି ରଖିବେ ବୋଲି ସେମାନେ କହିଛନ୍ତି ।

ସେପଟେ ରାଜ୍ୟସଭା ଉପନିର୍ବାଚନ ପାଇଁ ଜୁନ୍ ୬ ତାରିଖ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ସେହି ଆସନରୁ ନିରଞ୍ଜନ ବିଶିଙ୍କୁ ବିଜେଡି ପ୍ରାର୍ଥୀ କରିଛି । ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରିନାହାନ୍ତି । ଜୁନ୍ ୬ ରେ ତାଙ୍କୁ ନିର୍ବାଚିତ ଘୋଷଣା କରାଯିବ । ତାଙ୍କର କାର୍ଯ୍ୟକାଳ ୨୦୨୬ ମାର୍ଚ୍ଚ ଯାଏ ରହିବ ।

Previous Post

ବିଜେଡିର ଐତିହାସିକ ବିଜୟ, ବିଜେପିର ଅମାନତ ରହିଲାନି

Next Post

ସର୍ବୋଚ୍ଚ ନ୍ୟାୟାଳୟ ଚାପୁଡ଼ା ପରେ…

Next Post
ସର୍ବୋଚ୍ଚ ନ୍ୟାୟାଳୟ ଚାପୁଡ଼ା ପରେ…

ସର୍ବୋଚ୍ଚ ନ୍ୟାୟାଳୟ ଚାପୁଡ଼ା ପରେ...

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA