Friday, June 26, 2026 05:35 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭବାନୀପାଟଣାରେ କିସ୍ ସ୍କୁଲ, ୧୨୦୦ ପିଲା ମାଗଣାରେ ପାଠ ପଢ଼ିବେ

ଭୁବନେଶ୍ୱର କିସ୍ ଭଳି ସୁବିଧା

by Our Correspondent
17 Jun, 2022- 08:06 PM
in Latest News, News
1 min read
0
ଭବାନୀପାଟଣାରେ କିସ୍ ସ୍କୁଲ, ୧୨୦୦ ପିଲା ମାଗଣାରେ ପାଠ ପଢ଼ିବେ

ଭୁବନେଶ୍ୱର: କଳାହାଣ୍ଡିର ଭବାନୀପାଟଣାଠାରେ କିସ୍ ପକ୍ଷରୁ ପ୍ରତିଷ୍ଠା ହୋଇଛି ଏକ ସ୍କୁଲ । ଏହି ବିଦ୍ୟାଳୟରେ ୧୨୦୦ ଜନଜାତି ପିଲା ବିନା ମୂଲ୍ୟରେ ପାଠ ପଢ଼ିବାର ସୁଯୋଗ ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ଏହି ସ୍କୁଲର ଉଦଘାଟନ କରିଛନ୍ତି । ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍ ର ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ କହିଥିଲେ, କଳାହାଣ୍ଡି ଏବେ ଶିକ୍ଷା କ୍ଷେତ୍ରରେ ଆଗକୁ ବଢ଼ୁଛି । ଜିଲ୍ଲାରେ ବିଶ୍ୱବିଦ୍ୟାଳୟ, ସରକାରୀ ଇଞ୍ଜିନିୟରିଂ କଲେଜ ନୂଆ ପରିଚୟ ସୃଷ୍ଟି କରିପାରିଛି । ଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାର ସବୁଠାରୁ ଅଧିକ ଗୁରୁତ୍ୱ ଦେଉଥିବା କହିଥିଲେ ।

୫-ଟି ଉପକ୍ରମରେ ସ୍କୁଲ ରୂପାନ୍ତରକୁ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି । ରାଜ୍ୟରେ ୪୦୦ ଟି ସ୍କୁଲର ରୂପାନ୍ତର କରାଯାଇଛି । କଳାହାଣ୍ଡି ଜିଲ୍ଲାରେ ଦୁଇଟି ପର୍ଯ୍ୟାୟରେ ୧୨୯ ଟି ସ୍କୁଲର ରୂପାନ୍ତର କରାଯାଇଛି । ଏହି ରୂପାନ୍ତର ପିଲାଙ୍କ ଭିତରେ ଆଗ୍ରହ, ଉତ୍ସାହ ଓ ଭବିଷ୍ୟତ ପ୍ରତି ଦୃଢ଼ ସଂକଳ୍ପ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ସାଂସଦ ବସନ୍ତ ପଣ୍ଡା, ସୁଜିତ୍ କୁମାର, ବିଧାୟକ ପ୍ରଦୀପ ଦିଶାରୀ ପ୍ରମୁଖ ଯୋଗଦେଇଥିଲେ । ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର କ୍ଷେତ୍ରରେ କିସ୍ ର ଉଦ୍ୟମ ପାଇଁ ଏହାର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଉଚ୍ଚ ପ୍ରଶଂସା କରିଥିଲେ ।

ଡକ୍ଟର ସାମନ୍ତ ତାଙ୍କ ସ୍ୱାଗତ ଭାଷଣରେ ଏହି ସ୍କୁଲ ପ୍ରତିଷ୍ଠା ପଛରେ କିସ୍ ଆଭିମୁଖ୍ୟ ରଖିଥିଲେ । ଶେଷରେ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

I & PR କୁ ଫେରିଲେ ସଞ୍ଜୟ ସିଂହ

Next Post

୨୦ରୁ ମୁଖ୍ୟମନ୍ତ୍ରୀଙ୍କ ୧୦ ଦିନିଆ ବିଦେଶ ଗସ୍ତ

Next Post
୨୦ରୁ ମୁଖ୍ୟମନ୍ତ୍ରୀଙ୍କ ୧୦ ଦିନିଆ ବିଦେଶ ଗସ୍ତ

୨୦ରୁ ମୁଖ୍ୟମନ୍ତ୍ରୀଙ୍କ ୧୦ ଦିନିଆ ବିଦେଶ ଗସ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA