Tuesday, June 30, 2026 10:46 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନିସାରନଙ୍କ ପାର୍ଥିବ ଶରୀର ଘରକୁ ଆଣିବାରେ ସହାୟ ହେଲା ଓଡ଼ିଶା ମୋ ପରିବାର

by Our Correspondent
25 Sep, 2022- 07:37 PM
in Latest News, News
1 min read
0
ନିସାରନଙ୍କ ପାର୍ଥିବ ଶରୀର ଘରକୁ ଆଣିବାରେ ସହାୟ ହେଲା ଓଡ଼ିଶା ମୋ ପରିବାର

ଭୁବନେଶ୍ୱର: ଅର୍ଥ ଅଭାବରୁ ଶେଷକୃତ୍ୟ ପାଇଁ ହସ୍ପିଟାଲରୁ ଘରକୁ ଫେରି ପାରୁନଥିଲା ମୃତ ମୁସଲିମ୍ ମହିଳାଙ୍କ ଶବ, ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ସହାୟତାର ହାତ ବଢ଼ାଇଥିଲା ଓଡ଼ିଶା ମୋ ପରିବାର। ନିଜ ଜନ୍ମସ୍ଥାନକୁ ଫେରିଲା ପାର୍ଥିବଶରୀର ।

ସୂଚନାନୁସାରେ,ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳର ୭୨ବର୍ଷୀୟା ବାସିନ୍ଦା ନିସାରନ ବିବି ହୃଦରୋଗରେ ପୀଡ଼ିତ ହୋଇ ଭୁବନେଶ୍ବରସ୍ଥିତ ସନସାଇନ୍ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଚାଲିଥିଲା। ଦୁର୍ଭାଗ୍ୟବଶତଃ, ସେ ଗତ ସେପ୍ଟେମ୍ବର ୨୪ତାରିଖରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ପରିବାରବର୍ଗ ଆର୍ଥିକ ଚାପରେ ଥିବାରୁ ମୃତଦେହ ନିଜ ଘରକୁ ଫେରାଇ ନେବାକୁ ଅସମର୍ଥ ଥିଲେ ।

ସେମାନେ ଅସହାୟ ହୋଇ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ନେତା ଦିଲଦାର ମହମ୍ମଦ, ଜାଭେଦ୍ ଖାଁ, ମହମ୍ମଦ ଅଲ୍ଲୀଙ୍କୁ ଯୋଗାଯୋଗ କରିଥିଲେ । ସଂପୃକ୍ତ ନେତାମାନେ ଓଡ଼ିଶା ମୋ ପରିବାରର ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ସାମନ୍ତରାୟଙ୍କୁ ଘଟଣା ସମ୍ପର୍କରେ ଖବର ଦେଇଥିଲେ । ସୂଚନା ପାଇବା ପରେ ଶ୍ରୀ ସାମନ୍ତରାୟ ଓଡ଼ିଶା ମୋ ପରିବାର ଆବାହକଙ୍କ ନିର୍ଦ୍ଦେଶକ୍ରମେ ତୁରନ୍ତ ପଦକ୍ଷେପ ନେଇ ହସ୍ପିଟାଲରେ ଉପସ୍ଥିତ ରହି ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ଶାନ୍ତ୍ୱନା ଦେବା ସହିତ ମୃତ ମହିଳାଙ୍କ ଶବ ଭଦ୍ରକସ୍ଥିତ ତାଙ୍କ ଗ୍ରାମକୁ ସ୍ଥାନାନ୍ତର କରିବା ପାଇଁ ଯାତାୟାତ ବ୍ୟବସ୍ଥା କରିଥିଲେ ।

ଏଭଳି ପରିସ୍ଥିତିରେ ଓଡ଼ିଶା ମୋ ପରିବାର ସହାୟତାର ହାତ ବଢ଼ାଇଥିବାରୁ ମୃତ ମହିଳାଙ୍କ ପରିବାର ବର୍ଗ ମାନ୍ୟବର ମୂଖ୍ୟମନ୍ତ୍ରୀ ଏବଂ ଓଡ଼ିଶା ମୋ ପରିବାରକୁ ଅଶେଷ ଧନ୍ୟବାଦ୍ ଜଣାଇଥିଲେ ।

Previous Post

ଶ୍ରୀଲଙ୍କାରୁ ଫେରିଲା ପ୍ରବାସୀ ଓଡିଆଙ୍କ ପାର୍ଥିବ ଶରୀର

Next Post

ଅନଲାଇନ ବୁକିଂ କରିଥିଲେ ଫାଇନ୍ ପଡ଼ିବନି

Next Post
ଅନଲାଇନ ବୁକିଂ କରିଥିଲେ ଫାଇନ୍ ପଡ଼ିବନି

ଅନଲାଇନ ବୁକିଂ କରିଥିଲେ ଫାଇନ୍ ପଡ଼ିବନି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA