Saturday, July 4, 2026 07:07 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭୁବନେଶ୍ଵର ବାଲିଯାତ୍ରାରେ ଓଡ଼ିଶା-ମୋ ପରିବାର ଷ୍ଟଲ୍

by Our Correspondent
10 Nov, 2022- 10:01 PM
in News
1 min read
0
ଭୁବନେଶ୍ଵର ବାଲିଯାତ୍ରାରେ ଓଡ଼ିଶା-ମୋ ପରିବାର ଷ୍ଟଲ୍

ଭୁବନେଶ୍ଵର: ଭୁବନେଶ୍ଵର ବାଲିଯାତ୍ରାରେ ଓଡ଼ିଶା-ମୋ ପରିବାର ତରଫରୁ ଏକ ଷ୍ଟଲ୍ ସ୍ଥାପନା କରାଯାଇଛି । ଏହି ଷ୍ଟଲ୍ ମାଧ୍ୟମରେ ଓଡ଼ିଶା-ମୋ ପରିବାର ସାମାଜିକ ପ୍ରତିବଦ୍ଧତାର ବିଭିନ୍ନ କାର୍ଯ୍ୟକ୍ରମ ତଥା ରକ୍ତଦାନ ଏବଂ ଅଙ୍ଗଦାନ ଦ୍ୱାରା କିପରି ଲୋକମାନଙ୍କ ଜୀବନ ବଞ୍ଚାଇ ହେଉଛି ସେହି ବିଷୟରେ ସଚେତନ କରାଉଛି । ଏହି ଅବସରରେ କ୍ୟାପିଟାଲ ହସ୍ପିଟାଲ ପରିସରଭୁକ୍ତ ଏ. ଆର.ସି ସହଯୋଗିତାରେ ଭିନ୍ନକ୍ଷମ ମାନଙ୍କୁ କିପରି କୃତ୍ରିମ ଅଙ୍ଗ ପ୍ରଦାନ କରାଯାଉଛି ଏବଂ ଏହା ଆଗକୁ କିପରି ପ୍ରତ୍ୟେକ ଦିବ୍ୟାଙ୍ଗଙ୍କୁ ଲାଭପ୍ରଦ କରାଇବା ସେ ବିଷୟରେ ସଚେତନତାର ବାର୍ତ୍ତା ଦିଆଯିବା ସହିତ ଏସ.ବି.ଟି.ସି ସହଯୋଗିତାରେ ରକ୍ତଦାନର ମହତ୍ତ୍ଵକୁ ଲୋକମାନଙ୍କ ପାଖରେ ପହଞ୍ଚାଊଛି । କର୍କଟ ରୋଗୀ କିପରି ଚିକିତ୍ସାର ସଠିକ୍ ମାର୍ଗଦର୍ଶନ ପାଇପାରିବେ, ସେଥିପାଇଁ କୋଣାର୍କ କ୍ୟାନ୍ସର ଫାଉଣ୍ଡେସନ ସହଯୋଗିତାରେ ସଚେତନ କରାଯାଉଛି ।

ଓଡ଼ିଶା ମୋ ପରିବାର ପକ୍ଷରୁ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିବିଶେଷ ଏବଂ ଦିବ୍ୟାଙ୍ଗମାନେ କିପରି ସୁବିଧାରେ ବାଲିଯାତ୍ରାର ଭରପୁର ମଜା ନେବେ, ସେମାନଙ୍କ ପାଇଁ ହ୍ଵିଲଚେୟାର ର ବ୍ୟବସ୍ଥା ଲୋକମାନଙ୍କ ଦୃଷ୍ଟି ଆକର୍ଷଣ କରୁଛି । ବାଲିଯାତ୍ରା ପରିଦର୍ଶନ କରିବାକୁ ଆସୁଥିବା ଲୋକମାନଙ୍କ ମଧ୍ୟରେ ଅଙ୍ଗଦାନ ପାଇଁ ଇଚ୍ଛୁକ ବ୍ୟକ୍ତି ପଞ୍ଜୀକରଣ କରିପାରିବେ ।

ଓଡ଼ିଶା-ମୋ ପରିବାର ଷ୍ଟଲ୍ ପରିଦର୍ଶନ ସମୟରେ ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟନାୟକଙ୍କ ସମେତ ରାଜ୍ୟ ସଂଯୋଜକ ମିହିର ରାୟ ଏବଂ ସ୍ୱାସ୍ଥ୍ୟ ଉପଦେଷ୍ଟା ଡ଼ଃ ସତ୍ୟଜିତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ସାମନ୍ତରାୟ ଏହି ବାଲିଯାତ୍ରା ଷ୍ଟଲ୍ ର ପରିଚାଳନାକୁ ସଂଯୋଜନା କରିଥିଲେ।

ଭୁବନେଶ୍ବର ବାଲିଯାତ୍ରା ରେ ଷ୍ଟଲ ସ୍ଥାପନ କରିବାରେ ସହାୟତା ପାଇଁ ଭୁବନେଶ୍ବର ବାଲିଯାତ୍ରା କମିଟିର ସଭାପତି, ସ୍ଥାନୀୟ ବିଧାୟକ ତଥା ଓଡ଼ିଶା-ମୋ ପରିବାରର ସଦସ୍ୟ ସୁଶାନ୍ତ ରାଉତ, ସମ୍ପାଦକ ତପନ ବଳିୟାରସିଂହ, କାର୍ଯ୍ୟକାରୀ ସଭାପତି ତଥା ସମ୍ପାଦକ(ଓଡ଼ିଶା-ମୋ ପରିବାର) ସୁବାସ ପାତ୍ର ଏବଂ ଆବାହକ ଯଶୋବନ୍ତ ଓଝା ଙ୍କୁ ଓଡ଼ିଶା-ମୋ ପରିବାର ର ଆନ୍ତରିକ କୃତଜ୍ଞତା ।

Previous Post

ଜନ୍ମମାଟିରେ ଭାବବିହ୍ୱଳ ରାଷ୍ଟ୍ରପତି

Next Post

ସ୍ମୃତି ସାଉଁଟିଲେ ରାଷ୍ଟ୍ରପତି

Next Post
ସ୍ମୃତି ସାଉଁଟିଲେ ରାଷ୍ଟ୍ରପତି

ସ୍ମୃତି ସାଉଁଟିଲେ ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA