Wednesday, July 1, 2026 11:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଉଦ୍‍ଘାଟିତ

by Our Correspondent
24 Nov, 2022- 07:02 PM
in Latest News, News
1 min read
0
ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଉଦ୍‍ଘାଟିତ
ଭୁବନେଶ୍ୱର : ଭୁବନେଶ୍ୱରର ଫର୍ଚୁନ ଟାୱାରରେ ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାକୁ ଉଦଘାଟନ କରିଛନ୍ତି । ଏହି ନୂତନ କେନ୍ଦ୍ର ଭାରତର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ ଓଡ଼ିଶାର ସ୍ଥିତିକୁ ଆହୁରି ମଜବୁତ୍‍ କରିବ । ଭାରତ ଏବଂ ଭାରତ ବାହାରେ ଥିବା ଗ୍ରାହକଙ୍କ ସେବାପାଇଁ ଉଦ୍ଦିଷ୍ଟ ଏହି ଇନୋଭେସନ୍ ସେଣ୍ଟରରେ ଏକ ହଜାରରୁ ଅଧିକ କର୍ମଚାରୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏହା ବ୍ୟତୀତ ଆଗାମୀ ବର୍ଷମାନଙ୍କରେ ଓଡ଼ିଶାର ପ୍ରତିଭାବାନ୍‍ ଇଞ୍ଜିନିୟରମାନଙ୍କ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିବ ।

ଏହି କେନ୍ଦ୍ର ଉଦ୍‍ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, “ବିଗତ କିଛିବର୍ଷ ଧରି ଓଡ଼ିଶା ଆଇଟି କ୍ଷେତ୍ରରେ ଅନେକ ଦୂରଦୃଷ୍ଟିସମ୍ପର୍ଣ୍ଣ ପଦକ୍ଷେପ ନେଉଛି । ସୂଚନା ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଓଡ଼ିଶା ନିବେଶକଙ୍କ ପ୍ରଥମ ପସନ୍ଦ ହେବା ସହିତ ଆଇଟି କ୍ଷେତ୍ରରେ ରାଜ୍ୟ ଅଭିବୃଦ୍ଧିର ହାର ତ୍ୱରାନ୍ୱିତ ହୋଇପାରିଛି । ବର୍ତ୍ତମାନ ଓଡ଼ିଶା ଦ୍ରୁତଗତିରେ ଭାରତର ପ୍ରଯୁକ୍ତି ବିଜ୍ଞାନ ଉତ୍ସ କେନ୍ଦ୍ର ଭାବରେ ପରିଗଣିତ ହୋଇଛି ଏବଂ ଆମ ଯୁବପିଢ଼ିଙ୍କ ପାଇଁ ଅନେକ ନିଯୁକ୍ତି ସୃଷ୍ଟି କରିବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି ।”

ଭୁବନେଶ୍ୱରରେ ଉପଲବ୍ଧ ଆଇଟି ଅନୁକୂଳ ଇକୋସିଷ୍ଟମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନେକ ଆଇଟି କମ୍ପାନୀ ଏଠାରେ ନିବେଶ କରିବା ପାଇଁ ଆଗ୍ରହୀ । ଓଡ଼ିଶାର ଅନୁକୂଳ ପରିବେଶ, ସରକାରୀ ସହାୟତା ଏବଂ ବିପୁଳ ମେଧା ନିବେଶକଙ୍କୁ ଅଧିକ ଆକୃଷ୍ଟ କରିଛି । ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଖୋଲିବାଦ୍ୱାରା ଆଇ.ଟି. କ୍ଷେତ୍ରରେ ଆଉ ଏକ ସ୍ଵତନ୍ତ୍ର ଅଧ୍ୟାୟ ଯୋଗ ହୋଇଛି । ଏହା ରାଜ୍ୟର ସକ୍ରିୟ ଆଇଟି ଇକୋସିଷ୍ଟମର ସୂଚନା ଦେଉଛି ।
ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ସଚିବ ଶ୍ରୀ ମନୋଜ କୁମାର ମିଶ୍ର କହିଥିଲେ ଯେ ଏହି କେନ୍ଦ୍ର ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ଆହୁରି ବୃଦ୍ଧି କରିବ ଏବଂ ଓଡ଼ିଶାର ଯୁବକମାନଙ୍କ ପାଇଁ ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ।
ସୂଚନାଯୋଗ୍ୟ, ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟରର ନିରବଚ୍ଛିନ୍ନ ଗ୍ରାହକ ଅଭିଜ୍ଞତା, ବ୍ୟବସାୟ ଦକ୍ଷତା ଏବଂ କାର୍ଯ୍ୟକ୍ଷମ ଅନ୍ତର୍ଦୃଷ୍ଟି ଉଦ୍ୟୋଗଗୁଡ଼ିକୁ ଡିଜିଟାଲ୍ ପରିବର୍ତ୍ତନ ସମାଧାନ ବିତରଣ କରିବା ଲାଗି କ୍ଷମତା ବିସ୍ତାର କରିବା ପାଇଁ ଏହି ନୂତନ ଶାଖାକୁ ସକ୍ଷମ କରିବ । କମ୍ପାନୀ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ବ୍ଲକ୍ ଚେନ୍, କ୍ଲାଉଡ୍, ଡିଜିଟାଲ୍ ପ୍ରକ୍ରିୟା ସ୍ୱୟଂକରଣ, ଇଣ୍ଟରନେଟ୍ ଅଫ୍ ଥିଙ୍ଗସ, ରୋବୋଟିକ୍ସ/ଡ୍ରୋନ୍, ସୁରକ୍ଷା ଏବଂ ଭର୍ଚୁଆଲ୍/ଅଗ୍‍ମେଣ୍ଟେଡ୍‍ ରିଆଲିଟି କ୍ଷେତ୍ରରେ ନିଜର ବଳୟକୁ ସମୃଦ୍ଧ କରିବା ପାଇଁ ଲକ୍ଷ୍ୟ ରଖିଛି ।
ହାପିଏଷ୍ଟ ମାଇଣ୍ଡସ ଟେକ୍ଲୋଲୋଜିର ଅଧ୍ୟକ୍ଷ ଅଶୋକ ସୋଟ୍ଟା ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କୁ ହାପିଏଷ୍ଟ ମାଇଣ୍ଡସର କେନ୍ଦ୍ର ପ୍ରତିଷ୍ଠା କରିବାରେ ସହାୟତା କରିଥିବାରୁ ଧନ୍ୟବାଦ ଜଣାଇବା ସହ ରାଜ୍ୟର ନୂତନ ଆଇଟି ନୀତିକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏଥିସହ ଖୁବଶୀଘ୍ର ଭୁବନେଶ୍ୱରରେ ଏକ ସ୍ଥାୟୀ ଡେଭେଲପମେଣ୍ଟ ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି। ଏହି କ୍ୟାମ୍ପସ ରାଜ୍ୟର ଯୁବଗୋଷ୍ଠୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ବେଶ ସହାୟକ ହେବ।
Previous Post

୧୬,୮୦୦ କୋଟିର ଅତିରିକ୍ତ ବଜେଟ୍

Next Post

ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସ୍‌ରେ ଇ-ସ୍କୁଟର ବ୍ୟବସ୍ଥା

Next Post
ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସ୍‌ରେ ଇ-ସ୍କୁଟର ବ୍ୟବସ୍ଥା

ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସ୍‌ରେ ଇ-ସ୍କୁଟର ବ୍ୟବସ୍ଥା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA