Tuesday, June 30, 2026 03:48 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମିଶନ ଶକ୍ତି ମହିଳାଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ବିନା ସୁଧରେ ଋଣ

by Our Correspondent
29 Nov, 2022- 07:59 PM
in Latest News, News
1 min read
0
ମିଶନ ଶକ୍ତି ମହିଳାଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ବିନା ସୁଧରେ ଋଣ
ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ମା’ ମାନେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହା ଘୋଷଣା କରିଛନ୍ତି । ପୂର୍ବରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ପାଉଥିଲେ । ନୂତନ ଋଣ ବ୍ୟବସ୍ଥା ୨୦୨୨ ଅପ୍ରେଲ ପହିଲାରୁ ଲାଗୁ ହେବ । ଆଗାମୀ ୫ ବର୍ଷ ମଧ୍ୟରେ ମିଶନ ଶକ୍ତି ଗ୍ରୁପମାନଙ୍କୁ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଥିବା ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି ।
ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ଯୁଗାନ୍ତକାରୀ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି । ସେ କହିଛନ୍ତି, ଏହାଦ୍ୱାରା ଆମର ମିଶନ ଶକ୍ତି ମା’ ମାନେ ଏସଏଚଜିରୁ ଏସଏମଇ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ । ଆମର ଲକ୍ଷ ଲକ୍ଷ ମା’ ଅଧିକ ଟଙ୍କାର ଋଣ ନେଇ ବଡ଼ ବଡ଼ ବ୍ୟବସାୟ କରିପାରିବେ । ଓଡ଼ିଶାର ରୂପାନ୍ତର କ୍ଷେତ୍ରରେ ମା’ ମାନେ ହେଉଛନ୍ତି ଅଭିନ୍ନ ଅଙ୍ଗ । ଆଜିର ଏହି ନିଷ୍ପତ୍ତି ସେମାନଙ୍କୁ ସଶକ୍ତ କରିବାରେ ଓ ସ୍ଥାନୀୟ ଅର୍ଥନୀତିକୁ ପ୍ରୋତ୍ସାହିତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ରାଜ୍ୟ ସରକାର ମିଶନ ଶକ୍ତି ମା’ ମାନଙ୍କୁ ଗତ ୩ ବର୍ଷରେ ସରକାରୀ ଭାବରେ ୪ ହଜାର କୋଟି ଟଙ୍କାର ବ୍ୟବସାୟ ଯୋଗାଇ ଦେଇଛନ୍ତି । ଏହାସହିତ ଗତ ୫ ବର୍ଷରେ ସେମାନଙ୍କୁ ୧୭ ହଜାର କୋଟିରୁ ଅଧିକ ଟଙ୍କାର ଋଣ ଯୋଗାଇ ଦିଆଯାଇଛି । ବର୍ତ୍ତମାନ ବିନା ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା ଦିଆଯାଉଛି । ଏହି କାର୍ଯ୍ୟକ୍ରମରେ ୪ ଲକ୍ଷ ଏସଏଚଜି ଗ୍ରୁପ୍ ର ବ୍ୟାଙ୍କ ଖାତାକୁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର ସୁଧ ଫେରାଇଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି ଏକ ଅଭିନବ ଉଦ୍ୟମ । ରାଜ୍ୟର ୭୦ ଲକ୍ଷ ମା’ ମାନଙ୍କୁ ୬ ଲକ୍ଷ ଏସଏଚଜି ଜରିଆରେ ଏହା ଏକାଠି କରିପାରିଛି । ଏହି ଆନ୍ଦୋଳନକୁ ଆହୁରି ଆଗକୁ ନେବା ପାଇଁ ତାଙ୍କ ସରକାର ସ୍ୱତନ୍ତ୍ର ଭାବରେ ମିଶନ ଶକ୍ତି ବିଭାଗ ଗଠନ କରିଛନ୍ତି । ସବୁ ଏସଏଚଜି କାର୍ଯ୍ୟକ୍ରମ ଏହି ବିଭାଗ ଜରିଆରେ ହିଁ କାର୍ଯ୍ୟକାରୀ କରାଯାଉଛି ।
Previous Post

ରାଜଧାନୀରେ ହେବ ଗଙ୍ଗାଧର ଭବନ, ପୁରୀରେ କୁଲତା ଧର୍ମଶାଳା

Next Post

ରୋଚକ ମୋଡରେ ପଦ୍ମପୁର ରାଜନୀତି

Next Post
ରୋଚକ ମୋଡରେ ପଦ୍ମପୁର ରାଜନୀତି

ରୋଚକ ମୋଡରେ ପଦ୍ମପୁର ରାଜନୀତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA