Tuesday, June 30, 2026 12:38 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରତିଶ୍ରୁତି ପାଳନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
30 Nov, 2022- 08:03 PM
in Latest News, News
1 min read
0
ପ୍ରତିଶ୍ରୁତି ପାଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାବାସୀଙ୍କୁ ଫାଇଦା ହୋଇଛି ପଦ୍ମପୁର ଉପନିର୍ବାଚନ । ନିଖିଳ ଓଡ଼ିଶା ମେହେର(ଭୁଲିଆ) ସମାଜ ଏବଂ ଓଡ଼ିଶା କୁଲତା ସମାଜର ପ୍ରତିନିଧିଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବିଳମ୍ବେ ପାଳନ କରିଛନ୍ତି । ସ୍ୱଭାବ କବି ଗଙ୍ଗାଧର ମେହେର ଭବନ ନିର୍ମାଣ ପାଇଁ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଅଧ ଏକର ଜମି ସହିତ ନିର୍ମାଣ ପାଇଁ ୩ କୋଟି ଟଙ୍କା ମଞ୍ଜୁର କରିଥିଲା ବେଳେ କୁଲତା ସମାଜର ଲୋକମାନଙ୍କ ନିମନ୍ତେ ଧର୍ମଶାଳା ନିର୍ମାଣ ପାଇଁ ପୁରୀରେ ୧ ଏକର ଜମି ଏବଂ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
୨୮ ତାରିଖରେ ଏହି ଦୁଇ ସମାଜର ପ୍ରତିନିଧିଦଳ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ପୃଥକ୍ ଭାବେ ଭେଟିଥିଲେ । ନିଖିଳ ଓଡ଼ିଶା ମେହେର(ଭୁଲିଆ) ସମାଜର ପ୍ରତିନିଧିମାନେ ସ୍ୱଭାବ କବିଙ୍କ ସ୍ମୃତିରେ ରାଜଧାନୀରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ । ଗଙ୍ଗାଧର ଭବନ ନିର୍ମାଣ ହେଲେ ଦୂରଦୂରାନ୍ତରୁ ଆସୁଥିବା ଛାତ୍ରଛାତ୍ରୀମାନଙ୍କ ପାଠପଢ଼ା ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଯୋଗାଇ ଦିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
ସେହିଭଳି କୁଲତା ସମାଜ ପ୍ରତିନିଧିଦଳ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ଯେ ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣୀ ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦିଆଯାଉ । ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲା ପ୍ରଶାସନକୁ ନିଦେ୍ର୍ଦଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ ଚିଠି ଲେଖିଲେ ଶ୍ରୀକାନ୍ତ ଜେନା: ରାଜ୍ୟ ସରକାରଙ୍କ ଏହି ପଦକ୍ଷେପକୁ ସ୍ୱାଗତ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା । ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠିରେ ସେ ଲେଖିଛନ୍ତି- ‘କୁଲତା ସମାଜ’ର ଦାବିକୁ ଗ୍ରହଣ କରି ପୁରୀଠାରେ ୧ ଏକର ଜମି ଓ ୩ କୋଟି ଟଙ୍କା ଦେଇ ଏକ ଧର୍ମଶାଳା ପ୍ରତିଷ୍ଠାନ ନିଷ୍ପତ୍ତି ନେଇଥିବାରୁ ଆପଣଙ୍କୁ ଧନ୍ୟବାଦ । ‘କୁଲତା ସମାଜ’ର ଅନ୍ୟାନ୍ୟ ସମସ୍ୟା ଅର୍ଥାତ ଚାଷ ସମ୍ପର୍କୀୟ ଅନେକ ସମସ୍ୟା ଅଛି ଏବଂ ସେହି ସମାଜର ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷାରେ ତୁରନ୍ତ ସଂରକ୍ଷଣ ବ୍ୟବସ୍ଥା ସହ ଚାକିରି କ୍ଷେତ୍ରରେ ମଧ୍ୟ ସଂରକ୍ଷଣ ଦେବାର ନିଷ୍ପତ୍ତି ନେବେ ବୋଲି ଆଶା କରୁଛି । ତତସହିତ ରାଜ୍ୟର ଅନ୍ୟାନ୍ୟ ‘ସମାଜ’ ପାଇଁ ମଧ୍ୟ ପୁରୀ କିମ୍ବା ଭୁବନେଶ୍ୱରରେ ଜମି ଦେବା ସଙ୍ଗେ ସଙ୍ଗେ ଆବଶ୍ୟକୀୟ ଅର୍ଥ ବ୍ୟବସ୍ଥା କରିବାକୁ ଅନୁରୋଧ ।

 

Previous Post

ରୋଚକ ମୋଡରେ ପଦ୍ମପୁର ରାଜନୀତି

Next Post

କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

Next Post
କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA