Saturday, June 27, 2026 09:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଫୁ ମଲ୍ଲିକ

by Our Correspondent
09 Dec, 2022- 09:34 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଫୁ ମଲ୍ଲିକ
ଭୁବନେଶ୍ୱର: ନିଟ୍‌ ପରୀକ୍ଷାରେ କୃତୀତ୍ୱ ହାସଲ କରି କୋରାପୁଟ ସହିଦ୍ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜରେ ପାଠ ପଢିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବାଲିଗୁଡାର ଛାତ୍ର ଇଫୁ ମଲ୍ଲିକ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିଛନ୍ତି।  ଇଫୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ବେଳେ ଅତ୍ୟନ୍ତ ଭାବବିହ୍ୱଳ ହୋଇପଡ଼ିଥିଲେ ଏବଂ ହୃଦୟରୁ କୃତଜ୍ଞତା ଜ୍ଞାପନ କରି ଧନ୍ୟବାଦ ଦେଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ଇଫୁଙ୍କ ପ୍ରତିଭାର ଉଚ୍ଚପ୍ରଶଂସା କରିବା ସହିତ ଆଗକୁ ଏହିପରି ଉଦ୍ୟମ ଜାରି ରଖି ଦେଶବାସୀଙ୍କ ସେବା କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପ୍ରେରଣା ଦେଇଥିଲେ। ମୁଖ୍ୟମନ୍ତ୍ରୀ ଇଫୁଙ୍କ ସହିତ ସେଲ୍‌ଫି ଉଠାଇବା ସହିତ ଏକ ପୁସ୍ତକ ମଧ୍ୟ ଉପହାର ଦେଇଥିଲେ ।

ସୂଚନାଯୋଗ୍ୟ, ଇଫୁ ମଲ୍ଲିକ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଜଣେ ଗରିବ, ଆଦିବାସୀ ଯୁବକ। ନିଜର ପ୍ରତିଭା ଓ ଉଦ୍ୟମ ଯୋଗୁ ଅନେକ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ସେ ମେଡିକାଲ ପଢିବା ପାଇଁ ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ । କିନ୍ତୁ ଅର୍ଥାଭାବ ଯୋଗୁ ତାଙ୍କର ଏ ଆଶା ପୂରଣ ହେବା ସଂପର୍କରେ ସେ ସନ୍ଦିହାନ ଥିଲେ ।
ସାମାଜିକ ଗଣମାଧ୍ୟମରୁ ଏ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ମେଡିକାଲ ପଢିବା ପାଇଁ ସମସ୍ତ ଆବଶ୍ୟକୀୟ ଖର୍ଚ୍ଚ ରାଜ୍ୟ ସରକାର ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ ଏବଂ ଇଫୁଙ୍କୁ ବ୍ୟକ୍ତିଗତ ଭାବେ ଭେଟିବା ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ  ଭି.କେ. ପାଣ୍ଡିଆନ ମଧ୍ୟ ଇଫୁଙ୍କ ସହିତ ଫୋନ୍‌ ଯୋଗେ କଥାବାର୍ତ୍ତା ହୋଇଥିଲେ। ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଏସସି/ଏସଟି ବିଭାଗ ପକ୍ଷରୁ ପକ୍ଷରୁ ତାଙ୍କୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଇଥିଲା। .
ଏହି ସାକ୍ଷାତ ସମୟରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ଉପସ୍ଥିତ ଥିଲେ।
Previous Post

ପଦ୍ମପୁରରେ ବିଜେପିକୁ ମିଳିଲେନି ମନମୋହନ ସାମଲ

Next Post

ଧର୍ମେନ୍ଦ୍ରଙ୍କ ଫନ୍ଦି ନା ସନ୍ଧି ?

Next Post
ଧର୍ମେନ୍ଦ୍ରଙ୍କ ଫନ୍ଦି ନା ସନ୍ଧି ?

ଧର୍ମେନ୍ଦ୍ରଙ୍କ ଫନ୍ଦି ନା ସନ୍ଧି ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA