Wednesday, June 24, 2026 10:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜ୍ଞାପନରେ ମୋଦୀଙ୍କ ଫଟୋ ନ ଥିବାରୁ ଆପତ୍ତି

by Our Correspondent
07 Jan, 2023- 09:33 PM
in Latest News, News
1 min read
0
ବିଜ୍ଞାପନରେ ମୋଦୀଙ୍କ ଫଟୋ ନ ଥିବାରୁ ଆପତ୍ତି

ଭୁବନେଶ୍ୱର: ଭୁବନେଶ୍ୱରରୁ ରାଉରକେଲାକୁ ବିମାନ ସେବା ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ପ୍ରମୁଖ ଖବରକାଗଜଗୁଡ଼ିକରେ ଆଜି ଏଥିପାଇଁ ଫୁଲ୍ ପେଜ୍ ବିଜ୍ଞାପନ ବାହାରିଥିଲା । ସେଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ଫଟୋ ସହ ତାଙ୍କ ଦ୍ୱାରା ରାଉରକେଲା ସହରକୁ ବିମାନସେବାର ଶୁଭାରମ୍ଭ କାର୍ଯ୍ୟକ୍ରମ ଉଲ୍ଲେଖ ରହିଥିଲା । ବିମାନବନ୍ଦରରେ ଲାଗିଥିବା ରାଜ୍ୟ ସରକାରଙ୍କ ହୋର୍ଡିଂଗୁଡ଼ିକରେ ବି ସମାନ ଚିତ୍ର ଦେଖିବାକୁ ମିଳିଥିଲା ।

ତେବେ ବିଜ୍ଞାପନ ଓ ହୋର୍ଡିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ନାଁ ନ ଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆପତ୍ତି ଉଠାଇବା ସହ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି । ଭିଡିଓ କନଫରେନ୍ସିଂରେ ଉପସ୍ଥିତ ଖୋଦ୍ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ ସିନ୍ଧିଆ ବି ରାଜ୍ୟ ସରକାରଙ୍କ ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ନ ଥିବାରୁ କ୍ଷୋଭ ପ୍ରକାଶ କରିଥିଲେ ।

ସେମାନଙ୍କର ଯୁକ୍ତି ହେଉଛି, ଉଡ଼ାଣ ଯୋଜନାରେ ଭୁବନେଶ୍ୱରରୁ ରାଉରକେଲା ବିମାନ ଚଳାଚଳ ଆରମ୍ଭ ହୋଇଛି । ଏହି ଯୋଜନାଟି ପ୍ରଧାନମନ୍ତ୍ରୀ ମୋଦୀଙ୍କର ମାନସପ୍ରସୂତ । ରାଜ୍ୟ ସରକାରଙ୍କ ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ସହ ତାଙ୍କୁ ଧନ୍ୟବାଦ ଦେବା ଉଚିତ୍ ଥିଲା । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ, ରାଜନୈତିକ ପ୍ରତିଦ୍ୱନ୍ଦୀ ଭାବେ ଆମେ ନିର୍ବାଚନରେ ଲଢ଼ାଲଢ଼ି ହେବା । ମାତ୍ର ରାଜ୍ୟର ସ୍ୱାର୍ଥ ଓ ମର୍ଯ୍ୟାଦା ଆସିଲେ ଆମ ସମସ୍ତଙ୍କୁ ଏକାଠି ହେବାକୁ ପଡ଼ିବ । ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିବାର ସୌଜନ୍ୟତା ଆମର ରହିବା ଦରକାର ବୋଲି ସେ କହିଥିଲେ ।

ତେବେ ରାଜ୍ୟ ସରକାରଙ୍କ ବିଜ୍ଞାପନକୁ ନେଇ ଏଭଳି ପ୍ରତିକ୍ରିୟା ଆସିବାର କିଛି ଘଣ୍ଟା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ମୋଦୀ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Previous Post

ଶିବସୁନ୍ଦର ଦାସ ବିସିସିଆଇ ଚୟନକର୍ତ୍ତା ନିଯୁକ୍ତ

Next Post

ଓଡ଼ିଶା ଅବକାରୀ ବିଭାଗକୁ ଡିଜିଟାଲ୍ ଇଣ୍ଡିଆ ସ୍ୱର୍ଣ୍ଣ ପୁରସ୍କାର

Next Post
ଓଡ଼ିଶା ଅବକାରୀ ବିଭାଗକୁ ଡିଜିଟାଲ୍ ଇଣ୍ଡିଆ ସ୍ୱର୍ଣ୍ଣ ପୁରସ୍କାର

ଓଡ଼ିଶା ଅବକାରୀ ବିଭାଗକୁ ଡିଜିଟାଲ୍ ଇଣ୍ଡିଆ ସ୍ୱର୍ଣ୍ଣ ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA