Friday, July 31, 2026 04:16 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିଟ୍‍ ପକ୍ଷରୁ ପଟିଆରେ ନିଯୁକ୍ତି ମେଳା

by Our Correspondent
18 Mar, 2023- 09:48 PM
in Latest News, News
1 min read
0
କିଟ୍‍ ପକ୍ଷରୁ ପଟିଆରେ ନିଯୁକ୍ତି ମେଳା

ଭୁବନେଶ୍ୱର: ପଟିଆ ଗ୍ରାମ ମଙ୍ଗଳ ସମିତି ଆନୁକୂଲ୍ୟରେ ପଟିଆ ଗାଁରେ ଅନୁଷ୍ଠିତ ନିଯୁକ୍ତି ମେଳାରେ କିଟ୍‍ ପକ୍ଷରୁ ୧୨୫ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଶନିବାର ଅନୁଷ୍ଠିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଟିଆ ଗାଁର ୧୨୫ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ।

ଏହି ଅବସରରେ ଶ୍ରୀ ସାମନ୍ତ କହିଥିଲେ, କିଟ୍‍ ଆଜି ଯେଉଁ ସ୍ଥାନରେ ପହଞ୍ଚିଛି ସେଥିପାଇଁ ପଟିଆବାସୀଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଆସିଛି। ଆମେ ସବୁବେଳେ ପଟିଆ ଓ ପଟିଆବାସୀଙ୍କୁ ନେଇ ଗର୍ବ ଅନୁଭବ କରିଥାଉ । ପଟିଆର କିଛି ଯୁବକ ଯୁବତୀଙ୍କୁ କିଟ୍ ରେ ନିଯୁକ୍ତି ଦେବା ପାଇଁ ପଟିଆ ଗ୍ରାମ ମଙ୍ଗଳ ସମିତି ପକ୍ଷରୁ ଅନୁରୋଧ କରାଯାଇଥିଲା। ଗ୍ରାମ ମଙ୍ଗଳ ସମିତିର ଅନୁରୋଧ କ୍ରମେ କିଟ୍‍ ଆଜି ପଟିଆ ଗ୍ରାମର ୧୨୫ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛି । ପୂର୍ବରୁ କିଟ୍‍, କିସ୍‍ ଓ କିମ୍‍ସରେ ପଟିଆ ଗ୍ରାମର ୨ଶହରୁ ଊର୍ଦ୍ଧ୍ୱ ପିଲା ଚାକିରି କରୁଥିବା ବେଳେ ଆଜି ଆଉ ୧୨୫ଜଣ ନିଯୁକ୍ତି ପାଇବା ପରେ ପଟିଆ ଗ୍ରାମର ମୋଟ ୩୨୫ ଜଣ କିଟ୍ ରେ ନିଯୁକ୍ତି ପାଇଲେ। ଗୋଟିଏ ଗାଁରୁ ଗୋଟିଏ ଅନୁଷ୍ଠାନରେ ଏତେ ସଂଖ୍ୟକ ପିଲା କୌଣସି ଗୋଟିଏ ଅନୁଷ୍ଠାନରେ ନିଯୁକ୍ତି ପାଇବା ଏକ ରେକର୍ଡ ବୋଲି ଶ୍ରୀ ସାମନ୍ତ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପଟିଆ ଗ୍ରାମ ମଙ୍ଗଳ ସମିତିର ପରାମର୍ଶଦାତା ତଥା ଆଞ୍ଚଳିକ ଶାନ୍ତି କମିଟିର ସଭାପତି ନୃସିଂହ ରାଉତ, ୩ ନମ୍ବର ୱାର୍ଡର କର୍ପୋରେଟର ଲକ୍ଷ୍ମୀପ୍ରିୟା ପରିଡ଼ା, ଗ୍ରାମ ମଙ୍ଗଳ ସମିତିର ସମ୍ପାଦକ ସନ୍ତୋଷ ପରିଡ଼ା, ସଭାପତି ଚିତ୍ତ ରଞ୍ଜନ ପାତ୍ର, ଅଡ଼ିଟର ଅମୂଲ୍ୟ କୁମାର ଜେନା, ବରିଷ୍ଠ ସଭ୍ୟ ବିଷ୍ଣୁ ଚରଣ ପାତ୍ର କିଟ୍‍ ତଥା ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। କିଟ୍‍ ପାଇଁ ପଟିଆ ଗ୍ରାମବାସୀ ଆଜି ଗର୍ବିତ ବୋଲି ସେମାନେ ମତ ପ୍ରକାଶ କରିଥିଲେ।

Previous Post

ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ

Next Post

ଅସୁସ୍ଥ ପ୍ରଶାନ୍ତଙ୍କୁ ସାଉଦି ଆରବରୁ ଘରକୁ ଫେରାଇ ଆଣିଲା ଓଡିଶା ମୋ ପରିବାର

Next Post
ଅସୁସ୍ଥ ପ୍ରଶାନ୍ତଙ୍କୁ ସାଉଦି ଆରବରୁ ଘରକୁ ଫେରାଇ ଆଣିଲା ଓଡିଶା ମୋ ପରିବାର

ଅସୁସ୍ଥ ପ୍ରଶାନ୍ତଙ୍କୁ ସାଉଦି ଆରବରୁ ଘରକୁ ଫେରାଇ ଆଣିଲା ଓଡିଶା ମୋ ପରିବାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA